ଆଧ୍ୟାତ୍ମିକ ଗୁରୁ ଅସୀମାନନ୍ଦ ସରସ୍ବତୀଙ୍କ ପରଲୋକ

କଟକ ଅଫିସ,୪।୪: କଟକ ଚହଟା ସ୍ଥିତ ରାମ ନିଗମେଶ୍ୱର ଆଶୟମରେ ମଙ୍ଗଳବାର ଭୋରରେ ଆଧ୍ୟାତ୍ମିକ ଗୁରୁ ସ୍ବାମୀ ଅସୀମାନନ୍ଦ ସରସ୍ବତୀ ମହାରାଜଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ବର୍ଷ ବୟସ ହୋଇଥିଲା। ବାର୍ଦ୍ଧକ୍ୟ ଜନିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ସ୍ବାମୀ ଅସୀମାନନ୍ଦ ସରସ୍ବତୀଙ୍କ ଶେଷ ଦର୍ଶନ ଲାଗି ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଚହଟାସ୍ଥିତ ଆଶ୍ରମରେ ପହଞ୍ଚିଛନ୍ତି।

ସ୍ବାମୀ ଅସୀମାନନ୍ଦ ସରସ୍ବତୀ ଜଣେ ଆଧ୍ୟାତ୍ମିକ ଗୁରୁ ଓ ସମାଜ ସଂସ୍କାରକ ଥିଲେ। ସେ ସ୍ବାମୀ ନିଗମାନନ୍ଦ ସରସ୍ବତୀଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ସହ ଶଙ୍କରାଚାର୍ଯ୍ୟଙ୍କଠାରୁ ସନ୍ନ୍ୟାସ ଦୀକ୍ଷା ଗ୍ରହଣ କରିଥିଲେ। ଏପରିକି ସେ ବିଶ୍ବ ହିନ୍ଦୁ ପରିଷଦର ଜଣେ ମାର୍ଗଦର୍ଶକ ଭାବେ ମଧ୍ୟ କାର୍ଯ୍ୟ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ା ଲିଙ୍ଗମଝୋଲା ଗାଁରେ ହାତୀ ଉପଦ୍ରବ: ଘର ଭାଙ୍ଗିଲେ, ଲେକେ ଦୌଡ଼ିଲେ

କଲ୍ୟାଣସିଂହପୁର, ୧୭।୫ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ପାର୍ସଲି ପଞ୍ଚାୟତର ଲିଙ୍ଗମଝୋଲା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ରାତି ଅଧରେ ଏକ ୧୦ଟିକିଆ…

ପୁରୀରୁ ଶଶୁର ଘରକୁ ଫେରୁଥିଲେ: ଟ୍ରଲର-କାର ମୁହାଁମୁହିଁ ଧକ୍କା, ୨ ମୃତ ୩ ଗୁରୁତର

ପାପଡ଼ାହାଣ୍ଡି, ୧୭।୫ (ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍ ଜିଟିକିଗୁଡ଼ା ଜାତୀୟ ରାଜପଥ ନିକଟରେ ଏକ ଟ୍ରଲର ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।…

ସକାଳୁ ସକାଳୁ ପୋଖରୀରେ ଭାସୁଛି କ୍ଷୁଦ୍ର ଜଳସେଚନ ବିଭଗ ଅବସରପ୍ରାପ୍ତ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୁରୁଣା ପଡାସ୍ଥିତ ସାନବନ୍ଧରୁ ରବିବାର ସକାଳୁ ଜଣେ ବୃଦ୍ଧଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ତାଙ୍କ ନାମ ପୂର୍ଣ୍ଣଚନ୍ଦ୍ର…

ପ୍ଲାଟିନମ୍‌ ଉପାଦାନ ଉତ୍ତୋଳନ ସଫଳ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୫(ପି.ଟି./ସୁନିତ୍‌ ମିଶ୍ର): ବିଶ୍ୱ ବଜାରରେ ଲୁହାପଥର, ବକ୍ସାଇଟ୍‌, କ୍ରୋମାଇଟ୍‌ ଭଳି କଞ୍ଚାମାଲର ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ପ୍ଲାଟିନମ୍‌ର ଚାହିଦା ମଧ୍ୟ ବଢ଼ିିଛି ।…

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ…

ସର୍ବ ଭାରତୀୟ ସ୍ତର କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ବନ୍ଦ ଡାକରା : ୨୦ରେ ବନ୍ଦ ରହିବ ସମସ୍ତ ଔଷଧ ଦୋକାନ

ଦେବଗଡ଼,୧୭।୫ (ଶଶାଙ୍କ ଶେଖର ଝାଙ୍କର): ସର୍ବ ଭାରତୀୟ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଆହ୍ୱାନ କ୍ରମେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଡାକରେ ଦେବଗଡ଼ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri