ଡେପୁଟେଶନରେ ଗଲେ ଆଶିଷ ସିଂ

ଭୁବନେଶ୍ୱର,୭ା୧୨: ଆଇପିଏସ୍‌ ଆଶିଷ ସିଂ ଶୁକ୍ରବାର ଡେପୁଟେଶନରେ ଯାଇଛନ୍ତି। ସେ ୫ ବର୍ଷ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ଡେପୁଟେଶନରେ କାର୍ଯ୍ୟ କରିବେ। ଗୃହ ବିଭାଗର ଓଏସ୍‌ଡି ଭାବେ କାର୍ଯ୍ୟ କରୁଥିଲେ। ଆଇଟିବିପି ଆଇଜି ଭାବେ ଆଶିଷଙ୍କୁ ନିଯୁକ୍ତି ମିଳିଛି ।

ସୂଚନାଯୋଗ୍ୟ, ସେତେବେଳେ ବିଜେଡି ସରକାର ପ୍ରତି ଅନୁକମ୍ପା ଦେଖାଉଥିବା ଅଭିଯୋଗ କରି ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଫେରାଦ ହୋଇଥିଲା କେନ୍ଦ୍ର ଭାଜପା। ଏପ୍ରିଲ ୫ରେ ଇସିଆଇଙ୍କ ନିର୍ଦ୍ଦେଶ କ୍ରମେ ଆଶିଷଙ୍କୁ କେନ୍ଦ୍ର ରେଞ୍ଜ ଆଇଜି ପଦରୁ ହଟାଯାଇଥିଲା। ପରେ ତାଙ୍କୁ ଆଇଜି- ସିଏମ୍‌ ସିକ୍ୟୁରିଟି ପଦବୀରେ ଅବସ୍ଥାପିତ କରାଯାଇଥିଲା। ହେଲେ ସେ ବିଜେଡି ନିର୍ବାଚନ ପ୍ରଚାର ପାଇଁ ରଣନୀତି ତିଆରି କରୁଥିବା ଅଭିଯୋଗ ହୋଇଥିଲା। ମେଡିକାଲ ଛୁଟିରେ ଥିବା ଆଶିଷଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଭାରତୀୟ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଥିଲେ। ଭୁବନେଶ୍ୱର ଏମ୍ସର ସ୍ବତନ୍ତ୍ର ମେଡିକାଲ ବୋର୍ଡ ରିପୋର୍ଟ ଆଧାରରେ ଆଶିଷ ମିଛ କହୁଥିବା ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ପ୍ରବଳ ବର୍ଷା: ଜଣେ ଭାସିଗଲେ, ଜଣେ ଉଦ୍ଧାର

ସମ୍ବଲପୁର,୬ା୭(ପ୍ରମୋଦ ବହିଦାର): ସମ୍ବଲପୁରରେ ଗତ ୪ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଗତ ରାତ୍ରି ତମାମ ଅବିଶ୍ରାନ୍ତ ବର୍ଷା ଫଳରେ…

ହତ୍ୟା କରି ନଦୀରେ ଫିଙ୍ଗିଦେଲେ, ଗାଁରେ ଉତ୍ତେଜନା

ନୟାଗଡ଼,୬ା୭(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ଡାଳିଆମଡ଼ା ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଚି। ଅଭି ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରି ରବିବାର ରାତିରେ…

କନ୍ଧମାଳରେ ସବୁ ବିଦ୍ୟାଳୟ ଛୁଟି: ମୋବାଇଲ ନେଟ୍‌ଓ୍ବର୍କ୍‌ ନ ଥିବାରୁ ଶିକ୍ଷକଙ୍କ ନିକଟରେ ପହଞ୍ଚିପାରୁନି ନିର୍ଦ୍ଦେଶନାମା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri