ଅସିତ ୩ୟ ଥର ଭୁବନେଶ୍ୱର କ୍ଲବ ସଭାପତି

ଭୁବନେଶ୍ୱର,୪ା୯(ସୁନିତ୍‌ ମିଶ୍ର): ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ(ଡବ୍ଲ୍ୟୁଓଡିସି) ଅଧ୍ୟକ୍ଷ ଅସିତ ତ୍ରିପାଠୀ ଭୁବନେଶ୍ୱର କ୍ଲବ ସଭାପତି ଭାବେ ତୃତୀୟ ଥର ଲାଗି ନିର୍ବାଚିତ ହୋଇଛନ୍ତି। ଭୁବନେଶ୍ୱର କ୍ଲବ୍‌ ନିର୍ବାଚନରେ ସଭାପତି ପଦ ଲାଗି ଅସିତ ତ୍ରିପାଠୀ ଏବଂ ତାପସ ରଏଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହୋଇଥିଲା। ମୋଟ୍‌ ୧୧୩୬ ଖଣ୍ଡ ଭୋଟ୍‌ ମିଳିଥିବା ବେଳେ ସେଥିରୁ ଅସୀତଙ୍କୁ ୯୨୧ ଖଣ୍ଡ ଯାଇଥିବା ବେଳେ ତାପସଙ୍କ ଖାତାରେ ୨୦୭ ଖଣ୍ଡ ପଡ଼ିଥିବା ଜଣାପଡିଛି। ଗତଥର ନିର୍ବାଚନରେ ସେ ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ସତ୍ୟ ପ୍ରକାଶ ନନ୍ଦଙ୍କୁ ହରାଇ ସଭାପତି ହୋଇଥିଲେ। ସେହିପରି ୨୦୨୧ରେ ଅସିତ୍‌ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକଙ୍କୁ ହରାଇ ସଭାପତି ହୋଇଥିଲେ।
ତେବେ ମିଳିଥିବା ସୂଚନା ମୁତାବକ ଅସିତ୍‌ଙ୍କ ସହ ତାଙ୍କ ପୂରା ଟିମ୍‌ ନିର୍ବାଚନରେ ବିଜୟୀ ହୋଇଛନ୍ତି। ଅଶୋକ କୁମାର ମିଶ୍ର ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ସଞ୍ଜୀବ କୁମାର ବାଲାଙ୍କୁ ହରାଇ ସେକ୍ରେଟାରି ହୋଇଛନ୍ତି। ସେହିପରି ପ୍ରଗତି ମହାନ୍ତି ଉପସଭାପତି ଭାବେ ବିଜୟୀ ହୋଇଥିବା ବେଳେ ପାର୍ଥଜିତ ପଟ୍ଟନାୟକ ଯୁଗ୍ମ ସମ୍ପାଦକ ହୋଇଛନ୍ତି। ଏହାସହ ୬ ଜଣ କାର୍ଯ୍ୟକାରୀ ସଦସ୍ୟ ମଧ୍ୟ ବିଜୟୀ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri