ବାଲେଶ୍ୱରରେ ଶିଳ୍ପ ସମୀକ୍ଷା କରୁଛନ୍ତି ଅସିତ ତ୍ରିପାଠୀ

ବାଲେଶ୍ୱର ଅଫିସ ୨୩।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରମୁଖ ପରାମର୍ଶଦାତା ଅସିତ ତ୍ରିପାଠୀ ମଙ୍ଗଳବାର ବାଲେଶ୍ୱର ଗସ୍ତରେ ଅଛନ୍ତି। ବାଲେଶର, ଭଦ୍ରକ ଏବଂ ମୟୂରଭଞ୍ଜ ତିନୋଟି ଜିଲାକୁ ନେଇ ବାଲେଶ୍ୱରରେ ସେ ଶିଳ୍ପ ସମୀକ୍ଷା କରୁଛନ୍ତି। ଏହି ଅବସରରେ ତିନୋଟି ଜିଲାରୁ ପ୍ରାୟ ୧୦୦ ଜଣ ଉଦ୍ୟୋଗୀ ଯୋଗ ଦେଇଥିବା ଜଣାପଡ଼ିଛି। ତିନୋଟି ଜିଲାରେ ଶିଳ୍ପକୁ ନେଇ ରହିଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ତ୍ରିପାଠୀ ସମୀକ୍ଷା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରଟିଓ କାର୍ଯ୍ୟାଳୟ ପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ

ଚଣ୍ଡିଖୋଲ,୪ା୧୦(ଡି.ଏନ୍‌.ଏ.): ରାଜ୍ୟରେ ଥିବା ସମସ୍ତ ଆରଟିଓ(ରିଜିଓନାଲ ଟ୍ରାନ୍ସପୋର୍ଟ ଅଫିସ) କାର୍ଯ୍ୟାଳୟକୁ ଦଲାଲ ମୁକ୍ତ କରିବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି କ୍ରମରେ ଆର୍‌ଟିଓ...

ନାବାଳିକାଙ୍କୁ ଅସଦାଚରଣ କରି ବୃଦ୍ଧ ଗିରଫ

କେନ୍ଦୁଝର,୨୩ା୪(ସ୍ବ.ପ୍ର.): ବଡ଼ବିଲ ଥାନା ଅନ୍ତର୍ଗତ ସାଧୁସିଂ ହାଟିଂରେ ଶୁକ୍ରବାର ଅପରାହ୍ନରେ ଜଣେ ୧୦ ବର୍ଷର ନାବାଳିକାକୁ ଉକ୍ତ ଅଞ୍ଚଳର ୬୭ ବର୍ଷୀୟ ବୃଦ୍ଧ କ୍ରୀଷ୍ଣା ପ୍ରସାଦ...

ନିଷିଦ୍ଧ ସତ୍ତ୍ୱେ ମିଳୁଛି କ୍ଲୋରପାଇରିଫସ୍‌ କୀଟନାଶକ

ଭୁବନେଶ୍ୱର,୧୨।୩(ବ୍ୟୁରୋ): ବରଗଡ଼ ବନଖଣ୍ଡ ଭଟଲି ରେଞ୍ଜ ଅନ୍ତର୍ଗତ ଦେଉଚୁଆଁ ସଂରକ୍ଷିତ ଜଙ୍ଗଲରେ ଥିବା ଏକ ପୋଖରୀରେ ଗତ ୧୫ଦିନ ତଳେ ବହୁ ମାଛ ମରି ଭାସିଥିଲେ।...

ହାଇକୋର୍ଟରେ ବିଚାରପତି ଚୟନ ବିବାଦ: ପ୍ରଧାନ ବିଚାରପତିଙ୍କ ପରାମର୍ଶକୁ ଗ୍ରହଣ କଲାନି ହାଇକୋର୍ଟ ବାର୍‌

କଟକ ଅଫିସ, ୨୭ା୬: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତିଙ୍କ ପରାମର୍ଶକୁ ହାଇକୋର୍ଟ ବାର୍‌ ଗ୍ରହଣ କଲାନି। ଜୁନ୍‌ ୧୭ରୁ ଆରମ୍ଭ ହୋଇଥିବା ନିର୍ଦ୍ଦିଷ୍ଟ କେତୋଟି କୋର୍ଟ ବର୍ଜନ...

ସୂର୍ଯ୍ୟମନ୍ଦିର ଅନୁଧ୍ୟାନ କଲେ ଆମିକସ୍‌ କ୍ୟୁରି

କୋଣାର୍କ,୧୪ା୯(ଡି.ଏନ.ଏ): ଶୁକ୍ରବାର ଆମିକ୍‌ସ କ୍ୟୁରି ଆଡଭୋକେଟ୍‌ ଏନ୍‌.କେ. ମହାନ୍ତି ଦ୍ୱିତୀୟଥର ପାଇଁ କୋଣାର୍କ ଗସ୍ତରେ ଆସି ସୂର୍ଯ୍ୟ ମନ୍ଦିରର ସ୍ଥିତି ଅନୁଧ୍ୟାନ କରିଛନ୍ତି। ସୂର୍ଯ୍ୟ ମନ୍ଦିରର...

ନାକଚ ଭୋଟକୁ ନେଇ ଦ୍ୱନ୍ଦ୍ୱ: ପ୍ରିଜାଇଡିଂ ଅଫିସର, ବିଡିଓ ଅଟକ

କଣ୍ଟାପଡା,୧୨ା୩(ଡି.ଏନ୍‌.ଏ.): କଟକ ଜିଲା କଣ୍ଟାପଡା ବ୍ଲକ ଅନ୍ତର୍ଗତ ପାଟସୁନ୍ଦରପୁର ପଞ୍ଚାୟତର ନାଏବ ସରପଞ୍ଚ ନିର୍ବାଚନରେ ଏକ ନାକଚ ଭୋଟକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ଏହାକୁ...

ରାହାଞ୍ଜ ବଜାରରୁ ୫ ଦୋକାନରୁ ଚୋରି

ଭଦ୍ରକ ଅଫିସ, ୧୯।୯- ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ରାହାଞ୍ଜ ବଜାରରୁ ୫ଟି ଦୋକାନରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି। ବଜାରରେ ଥିବା ଏକ...

ତହସିଲ କାର୍ଯ୍ୟାଳୟରେ ହାତାହାତି

ବାସୁଦେବପୁର,୧୦।୧୨(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ତହସିଲ କାର୍ଯ୍ୟାଳୟ ପରିସର ମୋ ସରକାର କକ୍ଷ ସାମ୍ନାରେ ଶୁକ୍ରବାର ଗଣ୍ଡଗୋଳ ଘଟିଛି। ୮ରୁ ୧୦ ଜଣ ତହସିଲ କର୍ମଚାରୀ...

Advertisement
Archives

Model This Week