ବାଲେଶ୍ୱରରେ ଶିଳ୍ପ ସମୀକ୍ଷା କରୁଛନ୍ତି ଅସିତ ତ୍ରିପାଠୀ

ବାଲେଶ୍ୱର ଅଫିସ ୨୩।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରମୁଖ ପରାମର୍ଶଦାତା ଅସିତ ତ୍ରିପାଠୀ ମଙ୍ଗଳବାର ବାଲେଶ୍ୱର ଗସ୍ତରେ ଅଛନ୍ତି। ବାଲେଶର, ଭଦ୍ରକ ଏବଂ ମୟୂରଭଞ୍ଜ ତିନୋଟି ଜିଲାକୁ ନେଇ ବାଲେଶ୍ୱରରେ ସେ ଶିଳ୍ପ ସମୀକ୍ଷା କରୁଛନ୍ତି। ଏହି ଅବସରରେ ତିନୋଟି ଜିଲାରୁ ପ୍ରାୟ ୧୦୦ ଜଣ ଉଦ୍ୟୋଗୀ ଯୋଗ ଦେଇଥିବା ଜଣାପଡ଼ିଛି। ତିନୋଟି ଜିଲାରେ ଶିଳ୍ପକୁ ନେଇ ରହିଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ତ୍ରିପାଠୀ ସମୀକ୍ଷା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦ ଫୁଟ ତଳକୁ ଖସିଲା ଆଲୁମିନିୟମ ପାଉଡର ଲୋଡିଂ ଟ୍ୟାଙ୍କର: ଡ୍ରାଇଭର ମୃତ

ରାୟଗଡ଼ା ଅଫିସ, ୨।୧: ୩୨୬ ନଂ. ଜାତୀୟ ରାଜପଥର ଗୁମ୍ମା ଘାଟିରୁ ଗୁରୁବାର ଏକ ଆଲୁମିନିୟମ ପାଉଡର ବୋଝେଇ ଟ୍ୟାଙ୍କର ଖସିପଡ଼ିଛି। ଫଳରେ ଘଟଣା ସ୍ଥଳରେ...

କମ୍‌ ବର୍ଷା ଯୋଗୁ ତଳି ରୁଆ କାର୍ଯ୍ୟରେ ବାଧା: ଆଶା ଓ ଆଶଙ୍କାରେ ଚାଷୀ, ଜଳସେଚନ ବ୍ୟବସ୍ଥା ଦାବି

ବୋଲଗଡ଼,୨୭ା୭(ଡି.ଏନ.ଏ.): ଚଳିତ ବର୍ଷ ଏପର୍ଯ୍ୟନ୍ତ କମ୍‌ ପରିମାଣରେ ବର୍ଷା ଧାନଚାଷରେ ପ୍ରତିବନ୍ଧକ ସୃଷ୍ଟି କରିଛି। ଜଳାଭାବରୁ ରୁଆ ପୋତା ପାଇଁ ମଧ୍ୟ ଜମି ପ୍ରସ୍ତୁତି ହୋଇପାରୁନାହଁ।...

୪ ସପ୍ତାହ ପାଇଁ ଘୁଞ୍ଚିଲା କୋଟିଆ ବିବାଦ ଶୁଣାଣି

କୋରାପୁଟ,୨୪ା୧(ସ୍ବ.ପ୍ର.): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକର ଆନ୍ଧ୍ର ସୀମାନ୍ତ କୋଟିଆ ବିବାଦ ନେଇ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ରୁଜୁ ମାମଲାର ସୋମବାର ଶୁଣାଣି ରହିଥିଲା।...

ବିଦ୍ୟାଳୟରେ ବାଘ ଆତଙ୍କ, ତଦନ୍ତ ଆରମ୍ଭ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ, ୧୦।୭(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ଝିଞ୍ଜିରିଗୁଡା ପଞ୍ଚାୟତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ହଷ୍ଟେଲ ପରିସରରେ ବାଘ ଆତଙ୍କ ଦେଖାଯାଇଛି। ଶୁକ୍ରବାର ଭୋରରେ ବିଦ୍ୟାଳୟର କୁକ୍‌ କମ୍‌...

ବିଶୋଇରେ ଭାରତବନ୍ଦ ବେଳେ ବହୁଜନ କ୍ରାନ୍ତି ମୋର୍ଚ୍ଚା କର୍ମୀ ଗିରଫ

ବିଶୋଇ,୨୯।୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଅନ୍ତର୍ଗତ ବିଶୋଇ ବ୍ଲକରେ  ବୁଧବାର ସକାଳ ୬ଟାରୁ ବ୍ଲକସ୍ତରୀୟ ବହୁଜନ କ୍ରାନ୍ତି ମୋର୍ଚ୍ଚାର ବହୁସଂଖ୍ୟକ କର୍ମୀ ୪୯ ନଂ. ଜାତୀୟ ରାଜପଥ...

ବସୁନ୍ଧରା, ଆବାସ ଯୋଜନାରୁ ବଁଚିତ୍‌ ମୋହନ

ଅତାବିରା, ୪।୩ (ଡି.ଏନ୍‌.ଏ.)-କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖିକର ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ସରକାରୀ ଯୋଜନା ଭଁଡ଼ାରରେ ଛୁଆ ଜନମ୍‌...

ଅଶ୍ଲୀଳ ଗୀତକୁ ବିରୋଧ: ଟାଉନ ଥାନାରେ ଏତଲା ଦେଲା ଜିଲା ବିକାଶ ମଞ୍ଚ

କୋରାପୁଟ,୧୯ା୯(ସ୍ବ.ପ୍ର.): କୋରାପୁଟ ଜିଲା ଝିଅଙ୍କୁ ନେଇ ଅଶ୍ଲୀଳ ଗୀତ ପରିବେଷଣ କରିଥିବା ଓମ ଶଙ୍କର ନାମକ ବ୍ୟକ୍ତିଙ୍କ ବିରୋଧରେ ଜିଲା ବିକାଶ ମଞ୍ଚ ପକ୍ଷରୁ ଥାନାରେ...

ଅସ୍ତ୍ରୋପଚାର ବେଳେ ଛାତିରେ ରହିଛି ଛୁଞ୍ଚି ଯନ୍ତ୍ରଣାରେ ଛଟପଟ ନର୍ସିଂ ଛାତ୍ରୀ

ଫିରିଙ୍ଗିଆ,୨୩ା୬-କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ନର୍ସିଂ ଛାତ୍ରୀ ନିଜ ଛାତିରେ ହୋଇଥିବା ଟ୍ୟୁମର ଗତ ଜାନୁୟାରୀରେ ଅସ୍ତ୍ରୋପଚାର କରାଇଥିଲେ । ଅସ୍ତ୍ରୋପଚାର ସଫଳ ହେଲା।...

Advertisement
Archives

Model This Week