ଡବ୍ଲୁଓଡିସି ଅଧ୍ୟକ୍ଷ ପଦରୁ ଅସିତ ତ୍ରିପାଠୀଙ୍କ ଇସ୍ତଫା

ଭୁବନେଶ୍ୱର,୧୭।୮: ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ଅସିତ ତ୍ରିପାଠୀ । ସେ ୨୦୨୦ରୁ ଏହି ଦାୟିତ୍ୱରେ ଥିଲେ । ହେଲେ ନୂଆ ସରକାର ଗଠନ ହେବା ପରେ ଅସିତ ତ୍ରିପାଠୀଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା ହେଉଥିଲା । ଏହାସହ ପୂର୍ବରୁ ଥିବା ନିଗମ ବା ବୋର୍ଡରୁ ଅନେକ ଅଧ୍ୟକ୍ଷ ସ୍ବଇଚ୍ଛାରେ ଇସ୍ତଫା ଦେଇଥିବା ବେଳେ କିଛି ଅଧ୍ୟକ୍ଷଙ୍କୁ ବିଦା କରାଯାଇଥିଲା । ହେଲେ ସବୁଠାରୁ ଅଧିକ ଚର୍ଚ୍ଚା ଅସିତ ତ୍ରିପାଠୀଙ୍କୁ ନେଇ ଚାଲିଥିଲା ।

ଅସିତ ତ୍ରିପାଠୀ ରାଜ୍ୟ ମୁଖ୍ୟ ସଚିବ ଭାବେ ୨୦୨୦ ଡିସେମ୍ବର ୩୧ରେ ଅବସର ନେବା ପୂର୍ବରୁ ତାଙ୍କୁ ପଶ୍ଚିମଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରେ ବିଜେଡି ସରକାର ଥଇଥାନ ପାଇଁ ନିର୍ଦ୍ଦେଶନାମା ଜାରି କରିସାରିଥିଲେ । ସେ ବିଜେଡି ସରକାରଙ୍କ ଫେଭରାଇଟ୍ ଆଇଏଏସ୍ ଭାବେ ପରିଚିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri