ସୁଭଦ୍ରା ଫର୍ମ ପାଇଁ ଟଙ୍କା ମାଗିଲେ କାର୍ଯ୍ୟାନୁଷ୍ଠାନ, ଜିଲାପାଳଙ୍କୁ ନିର୍ଦ୍ଧେଶ

ଭୁବନେଶ୍ୱର,୫।୯: ସୁଭଦ୍ରା ଫର୍ମ ପାଇଁ ଟଙ୍କା ମାଗିଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ । ବିଭିନ୍ନ ଜିଲାରୁ ଫର୍ମ ପାଇଁ ଟଙ୍କା ମଗାଯାଉଥିବାର ଅଭିଯୋଗ ଆସିବା ପରେ ୭ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି ମହିଳା ଓ ଶିଶୁ ବିକାଶ ବିଭାଗର ଅତିରକ୍ତ ସଚିବ। ବାଲେଶ୍ୱର, ଯାଜପୁର, କଟକ, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, ଏବଂ ପୁରୀ ଜିଲାପାଳଙ୍କୁ ଚିଠି ଲେଖାଯାଇଛି।

ଅନ୍ୟପଟେ ସୁଭଦ୍ରା ଯୋଜନା: ଫର୍ମ ନ ଦେବା ଓ ଟଙ୍କା ମାଗିବା ଅଭିଯୋଗରେ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି। ୩ ଜଣଙ୍କ ବିରୋଧରେ କେନ୍ଦ୍ରାପଡ଼ା ଜିଲା ପ୍ରଶାସନର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ହିତାଧିକାରୀଙ୍କୁ ଫର୍ମ ନ ଦେବା ଅଭିଯୋଗରେ ଅଙ୍ଗନବାଡ଼ି କର୍ମୀ ପୁଷ୍ପଲତା ପଣ୍ଡାଙ୍କ ଦରମା ବନ୍ଦ କରାଯାଇଛି। ସେହିଭଳି ଟଙ୍କା ମାଗୁଥିବାରୁ ଡେରାବିଶର ୨ ଜନସେବା କେନ୍ଦ୍ର ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠନ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ସହ ଟପ ମାଓବାଦୀ ନେତା ନିଖିଲକଲେ ଆତ୍ମସମର୍ପଣ

ରାୟଗଡ଼ା,୬।୨(ଆଶିଷ ରଞ୍ଜନ ପଣ୍ଡା): ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ…

ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…

ରୋଗୀଙ୍କୁ ଔଷଧ ଖୁଆଇବେ ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର,୬୬।୨: ଫାଇଲେରିଆ ନିରାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏଣିକି ସ୍ବାସ୍ଥ୍ୟକର୍ମୀ ଘରକୁ ଘର ଯାଇ ଫାଇଲେରିଆରେ ଆକ୍ରାନ୍ତ…

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ…

ଦିଲ୍ଲୀପ ରାୟଙ୍କ ନିର୍ବାଚନୀ ମାମଲା ଚାଲିବ: ହାଇକୋର୍ଟ

ଭୁବନେଶ୍ୱର,୬।୨: ହାଇକୋର୍ଟରେ ରାଉଲକେଲା ବିଧାନସଭା ନିର୍ବାଚନୀ ମାମଲାର ଶୁଣାଣି ହୋଇଛି। ବିଧାୟକ ଶାରଦା ନାୟକଙ୍କ ବିରୋଧରେ ୩ ମାମଲାକୁ  ହାଇକୋର୍ଟ ଖାରଜ କରିଛନ୍ତି । ଅନ୍ୟପକ୍ଷେ, ୩…

ଅସ୍ତ୍ରଶସ୍ତ୍ର ସହ ପୋଲିସ ଆଗରେ ଆତ୍ମସମର୍ପଣ କଲେ ୪ ମାଓବାଦୀ

ଫୁଲବାଣୀ,୬।୨: ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି ମାଓବାଦୀ ସଙ୍ଗଠନ । ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାନେଇ କନ୍ଧମାଳ ପୋଲିସ ନିକଟରେ ଶୁକ୍ରବାର ୪ଜଣ ମାଓବାଦୀ…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ ନିଶା: ଗିରଫ ଭୟରେ ଆଗୁଆ ଜାମିନ ଆବେଦନ ପରେ ଏବେ…

ବଲାଙ୍ଗୀର,୬ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri