କାହାକୁ ପଚାରି ଏମିତି କରିଛ: ବର୍ଷିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୬।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁରରେ ଥିବା ଅନସ୍ଲୋ ସରକାରୀ ହାଇସ୍କୁଲକୁ ମଙ୍ଗଳବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପରିଦର୍ଶନରେ ଯାଇଥିଲେ। ସେଠାରେ ସେ ସ୍ମାର୍ଟ କ୍ଲାସ କାର୍ଯ୍ୟର ଅଗ୍ରଗତି ଅନୁଧ୍ୟାନ କରିଥିଲେ ତେବେ କ୍ଲାସ ରୁମ ଭଲ କାନ୍ଥର ପଲସ୍ତରା ଛଡାଇ ପୁଣି ପଲସ୍ତରା କରାଯାଉଥିବା ଦେଖି ସେ ବିରକ୍ତି ପ୍ରକାଶ କରିଥିଲେ। କିଏ କହିଲା ଓ କାହାକୁ ପଚାରି ଏମିତି କରିଛ ଓ ଅଯଥା ଟଙ୍କା ଖର୍ଚ୍ଚ କରୁଛ ବୋଲି ଜିଲାପାଳ କହିଥିଲେ। ଏ ନେଇ ଛତ୍ରପୁର ବ୍ଲକ ସହକାରୀ ଯନ୍ତ୍ରୀ ନିରଞ୍ଜନ ପଣ୍ଡାଙ୍କ ଉପରେ ଜିଲାପାଳ ବର୍ଷିଥିଲେ ଏଭଳି କାମ ନ କରିବାକୁ ଛତ୍ରପୁର ବିଡିଓ ଅମ୍ବିକା ପ୍ରସାଦ ଦାଶଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଭଳି ଅଯଥା କାମ ପାଇଁ ଦେଢ଼ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଉଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୂର୍ତ୍ତି ମନସ୍କ ଶିଶିର

ସାତମାଇଲ, ୧।୯ – ଶିଶିର କୁମାର ବେହେରା। ବୟସ ୨୫। ଘର ହିନ୍ଦୋଳ ବ୍ଲକ ଚିତ୍ତଳପୁର ପଞ୍ଚାୟତ ଅନ୍ତର୍ଗତ ପଞ୍ଚପଡ଼ା ଗ୍ରାମରେ। ମା’ ଆଉ ଜଣେ...

ଜବରଦଖଲ ଉଚ୍ଛେଦରେ ପୋତି ହୋଇଗଲା ଡ୍ରେନ, ଘରେ ପଶିଲା ପାଣି

ବଲାଙ୍ଗୀର ଅଫିସ, ୬ା୮:  ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାକଡର ସରକାରୀ ଜମିକୁ ଜବରଦଖଲ ମୁକ୍ତ କରାଯାଇଥିଲା। ଜେସିବି ମେଶିନ୍‌ ଲଗାଇ...

ନେତାଜୀ ବସ୍‌ ଟର୍ମିନାଲ ନିର୍ମାଣରେ ସ୍ଥଗିତାଦେଶ

କଟକ ଅଫିସ୍‌, ୩।୨: କଟକ ଖାନ୍‌ନଗରଠାରେ ନିର୍ମାଣ ହେବାକୁ ଥିବା ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲ୍‌ ପ୍ରକଳ୍ପ ନିର୍ମାଣରେ ଲାଗିଛି ରୋକ୍‌। ପ୍ରସ୍ତାବିତ ୧୨ଏକର ପରିମିତ ବସ୍‌...

ଗଞ୍ଜାମର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପ୍ରବାସୀଙ୍କ ପାଇଁ ହାସ୍ୟ ଶିବିର

ଛତ୍ରପୁର, ୧୪।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ଅନ୍ତେବାସୀଙ୍କ ପାଇଁ ହାସ୍ୟ ଶିବିରର ଆୟୋଜନ କରାଯାଉଛି। ଏହାଫଳରେ କ୍ୱାରେଣ୍ଟାଇନ ସେଣ୍ଟରରେ ଥିବା ଅନ୍ତେବାସୀଙ୍କ...

ଛୁଟି ଦିନରେ ଗାଡ଼ି ଯାଞ୍ଚ: ଟ୍ରକ୍‌ ଚଢ଼ିଯିବାରୁ ଆର୍‌ଟିଓ କର୍ମଚାରୀଙ୍କ ମୃତ୍ୟୁ

କେନ୍ଦୁଝର, ୧୨।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପୁରୁଣା ସହର ୨୦ ନମ୍ବର ଜାତୀୟ ରାଜପଥ ବାଇପାସ୍‌ରେ ମଙ୍ଗଳବାର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଅର୍ଥାତ୍‌ ଛୁଟି ଦିନରେ ଗାଡ଼ି...

ଦାୟିତ୍ୱ, କର୍ତ୍ତବ୍ୟବୋଧ ଅଭାବ

ଅନୁଗୋଳ ଅଫିସ, ୧୮।୧୨ ଜିଲାର ମୁଖ୍ୟ ଚିକିତ୍ସାଳୟ। ରୋଗୀସେବା ପାଇଁ ଭଲ ଭିତ୍ତିଭୂମି ସହ ବିଭିନ୍ନ ବିଭାଗରେ ବିଶେଷଜ୍ଞ, ଡାକ୍ତର ରହିଛନ୍ତି ଏଠାରେ। ତେଣୁ ଉନ୍ନତ...

ସ୍ବତନ୍ତ୍ର ନବମ ଇଣ୍ଡିଆ ରିଜର୍ଭ ବାଟାଲିୟନ ପକ୍ଷରୁ ସ୍ବାସ୍ଥ୍ୟ ଶିବିର: ୨ ଶହ ଲୋକଙ୍କୁ ଚିକିତ୍ସା କରାଗଲା

ଜୁନାଗଡ,୩୧।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଜାରିଙ୍ଗ ମେଡିକାଲ କଲେଜ ପରିସରରେ ଶୁକ୍ରବାର ଏକ ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। କଳାହାଣ୍ଡି ଜିଲା ସ୍ବତନ୍ତ୍ର ନବମ...

ରାଜପଥରୁ କାଠ ବୋଝେଇ ଭ୍ୟାନ୍‌ ଜବତ

ରୂପ୍‌ସା, ୧୨।୯(ଡି.ଏନ.ଏ.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ରୂପ୍‌ସା ଥାନା ନିକଟରୁ ବୁଧବାର ରାତିରେ ପୋଲିସ ଏକ ଚୋରା କାଠ ବୋଝେଇ ଭ୍ୟାନ୍‌ (ନଂ. ଡବ୍ଲ୍ୟୁବି-୧୧ଡି-୦୯୩୭) ଜବତ...

Advertisement
Archives

Model This Week