ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଛୁଟିରେ ରହିବେ ଆସ୍ନେର

ଭାରତ ପେ’ର ସହ ପ୍ରତିଷ୍ଠାତା ଆସ୍ନେର୍‌ ମାର୍ଚ୍ଚ ଶେଷ ପର୍ଯ୍ୟନ୍ତ ସ୍ବେଚ୍ଛାକୃତ ଛୁଟିନେବାକୁ ନିଷ୍ପତ୍ତି ନେଇଥିବା ନିକଟରେ ବୋର୍ଡକୁ ସୂଚନା ଦେଇଛନ୍ତି। ଅପରପକ୍ଷରେ ବର୍ତ୍ତମାନ ପାଇଁ ବୋର୍ଡ ଆସ୍ନେରଙ୍କ ନିଷ୍ପତ୍ତିକୁ ଗ୍ରହଣ କରିଛି, ସୋସିଆଲ ମିଡିଆରେ ଏକ ଅଡିଓ କ୍ଲିପ୍‌ ଆସିବା ପରେ ଗ୍ରୋଭର ଚର୍ଚ୍ଚାରେ ରହିଛନ୍ତି, ଯେଉଁଥିରେ ଏକ ଦମ୍ପତି ଏକ ବ୍ୟାଙ୍କର ମ୍ୟାନେଜରଙ୍କ ସହ କଥା ହେଉଛନ୍ତି। ଗ୍ରୋଭର ମଧ୍ୟ ଟୁଇଟରରେ କହିଛନ୍ତି ଯେ ଉକ୍ତ ଅଡିଓ କ୍ଲିପ୍‌ ନକଲି।


Enter your email to get our daily news in your inbox.

All Right Reserved By Dharitri.Com

୪,୮୦୦ କୋଟି ନିବେଶ କରିବ ଟୟୋଟା

ନୂଆଦିଲ୍ଲୀ,୯।୫: ଟୟୋଟା ଗ୍ରୁପ ଅଫ କମ୍ପାନୀ ଏବଂ ଏହାର ଆନୁଷଙ୍ଗିକ କମ୍ପାନୀ ଟିଆଇଇଆଇ ମିଳିତ ଭାବେ କର୍ନାଟକରେ ୪,୮୦୦ କୋଟି ଟଙ୍କା ନିବେଶ କରିବେ। ଏ ନେଇ...

୨.୨ ବିଲିୟନ ସହାୟତା ଦେବ ଏଡିବି

ନୂଆଦିଲ୍ଲୀ,୧୧।୪: ଏସିଆନ ଡେଭଲପମେଣ୍ଟ ବ୍ୟାଙ୍କ(ଏଡିବି) ଭାରତକୁ ୨.୨ (ପ୍ରାୟ ୧୬ ହଜାର କୋଟି) ବିଲିୟନ ଡଲାରର ଋଣ ସହାୟତା ପ୍ରଦାନ କରିବ। କୋଭିଡ୍‌-୧୯ ବିରୋଧୀ ଲଢ଼େଇ...

ଆର୍‌ବିଆଇ କର୍ମଚାରୀ ୟୁନିୟନର ଦାବି;ଗଭର୍ନର, ଡେପୁଟି ଗଭର୍ନର ଚୟନ କଲେଜିୟମ ଦ୍ୱାରା ହେଉ

ମୁମ୍ବାଇ,୨୬-୬: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ଗଭର୍ନର ଏବଂ ଡେପୁଟି ଗଭର୍ନରଙ୍କ ଚୟନ ବିଶେଷଜ୍ଞଙ୍କୁ ନେଇ ଗଠିତ କଲେଜିୟମ ଦ୍ୱାରା କରାଯିବା ଆବଶ୍ୟକ ବୋଲି କେନ୍ଦ୍ରୀୟ ବ୍ୟାଙ୍କ...

ପ୍ରଶାନ୍ତ କୁମାରଙ୍କ ଉପରେ ନ୍ୟସ୍ତ କରାଗଲା ୟସ୍‌ ବ୍ୟାଙ୍କର ଦାୟିତ୍ୱ

ନୂଆଦିଲ୍ଲୀ,୬।୩: ୟସ୍‌ ବ୍ୟାଙ୍କର ଆର୍ଥିକ ସ୍ଥିତି ବିଗିଡିବା ଯୋଗୁ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛନ୍ତି। ଫଳରେ...

ବିଗିଡ଼ିବ ବଜେଟର ସମ୍ପୂର୍ଣ୍ଣ ଗଣିତ

  ନୂଆଦିଲ୍ଲୀ, ୭।୪: କରୋନା ଯୋଗୁ ସାରା ବିଶ୍ୱର ସ୍ଥିତି ଏବେ ବେହାଲ ହୋଇଛି। ଭାରତରେ ୨୧ ଦିନିଆ ଲକ୍‌ଡାଉନ ଯୋଗୁ ଆର୍ଥତ୍କ କାର୍ଯ୍ୟକଳାପ ବର୍ତ୍ତମାନ...

ଭାରତରେ ୭୫ କୋଟି ଇଣ୍ଟରନେଟ୍‌ ଉପଭୋକ୍ତା

ନୂଆଦିଲ୍ଲୀ: ଭାରତରେ ଇଣ୍ଟରନେଟ୍‌ ଉପଭୋକ୍ତାଙ୍କ ସଂଖ୍ୟା ୭୫ କୋଟି ଛୁଇଁଛି। ୧୯୯୫ରେ ପ୍ରଥମ ଥର ଲାଗି ଇଣ୍ଟରନେଟ ସେବା ଦେଶରେ ଆରମ୍ଭ କରାଯାଇଥିଲା। ସେବାର ଆରମ୍ଭକୁ...

୮୦ ଟଙ୍କା ଟପିଲା ଡିଜେଲ ଦର

ଭୁବନେଶ୍ୱର,୨୬।୭: କରୋନା ସଂକ୍ରମଣକୁ ନେଇ ବର୍ତ୍ତମାନ ଲୋକମାନେ ଚିନ୍ତାରେ ରହିଥିବା ବେଳେ ଡିଜେଲ ଦର ବୃଦ୍ଧିରେ ବିରତି ଲାଗି ପାରୁନାହିଁ। ଫଳରେ ତେଲ ଦର ବୃଦ୍ଧି...

ଜିଓ ଫାଇବରର ନୂଆ ଟାରିଫ୍‌ ପ୍ଲାନ୍‌

ମୁମ୍ବାଇ,୧।୯: ରିଲାଏନ୍ସ ଜିଓର ସଫଳତା ପରେ କମ୍ପାନୀ ତା’ର ନୂଆ ବ୍ରଡ୍‌ବ୍ୟାଣ୍ଡ ସେବା ‘ଜିଓ ଫାଇବର’ ଜରିଆରେ ଗ୍ରାହକଙ୍କୁ ଆକର୍ଷଣୀୟ ଅଫର ପ୍ରଦାନ କରୁଛି। ‘ନୂଆ...

Advertisement
Archives

Model This Week