ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଛୁଟିରେ ରହିବେ ଆସ୍ନେର

ଭାରତ ପେ’ର ସହ ପ୍ରତିଷ୍ଠାତା ଆସ୍ନେର୍‌ ମାର୍ଚ୍ଚ ଶେଷ ପର୍ଯ୍ୟନ୍ତ ସ୍ବେଚ୍ଛାକୃତ ଛୁଟିନେବାକୁ ନିଷ୍ପତ୍ତି ନେଇଥିବା ନିକଟରେ ବୋର୍ଡକୁ ସୂଚନା ଦେଇଛନ୍ତି। ଅପରପକ୍ଷରେ ବର୍ତ୍ତମାନ ପାଇଁ ବୋର୍ଡ ଆସ୍ନେରଙ୍କ ନିଷ୍ପତ୍ତିକୁ ଗ୍ରହଣ କରିଛି, ସୋସିଆଲ ମିଡିଆରେ ଏକ ଅଡିଓ କ୍ଲିପ୍‌ ଆସିବା ପରେ ଗ୍ରୋଭର ଚର୍ଚ୍ଚାରେ ରହିଛନ୍ତି, ଯେଉଁଥିରେ ଏକ ଦମ୍ପତି ଏକ ବ୍ୟାଙ୍କର ମ୍ୟାନେଜରଙ୍କ ସହ କଥା ହେଉଛନ୍ତି। ଗ୍ରୋଭର ମଧ୍ୟ ଟୁଇଟରରେ କହିଛନ୍ତି ଯେ ଉକ୍ତ ଅଡିଓ କ୍ଲିପ୍‌ ନକଲି।


Enter your email to get our daily news in your inbox.

All Right Reserved By Dharitri.Com

୨୩୪୮କୋଟି ଜାଲିଆତି ମାମଲା: ଭୂଷଣ ଷ୍ଟିଲ ଅଧ୍ୟକ୍ଷଙ୍କ ବିରୋଧରେ ଲୁକ୍‌ଆଉଟ ସର୍କୁଲାର ଜାରି

ନୂଆଦିଲ୍ଲୀ,୨୫-୪: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ୨୩୪୮ କୋଟି ଟଙ୍କାର ବ୍ୟାଙ୍କ ଜାଲିଆତି ମାମଲାରେ ଭୂଷଣ ପାଓ୍ବାର ଆଣ୍ଡ ଷ୍ଟିଲ୍‌ ଲିମିଟେଡର ଅଧ୍ୟକ୍ଷ ସଞ୍ଜୟ ସିଂଘଲ ଏବଂ...

ବିଓଆଇର ୧୧୭ ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୮।୯: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ) ର ୧୧୭ ତମ ପ୍ରତିଷ୍ଠା ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ...

ଉର୍ଜିତ ପଟେଲ ଏଆଇଆଇବି ଉପାଧ୍ୟକ୍ଷ

ବେଜିଂ,୧୦ା୧: ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ଉର୍ଜିତ ପଟେଲଙ୍କୁ ଏସିଆନ୍‌ ଇନ୍‌ଫ୍ରାଷ୍ଟ୍ରକ୍ଚର ଇନ୍‌ଭେଷ୍ଟମେଣ୍ଟ ବ୍ୟାଙ୍କ (ଏଆଇଆଇବି) ଭାଇସ୍‌-ପ୍ରେସିଡେଣ୍ଟ ଭାବେ ନିଯୁକ୍ତି ମିଳିଛି। ସେ ଆସନ୍ତା ମାସରୁ...

ପୁଞ୍ଜି ପ୍ରତ୍ୟାହାର ଲକ୍ଷ୍ୟ ୧.୦୫ ଲକ୍ଷ କୋଟି

ନୂଆଦିଲ୍ଲୀ,୬-୭: ୨୦୧୯-୨୦ ଆର୍ଥତ୍କ ବର୍ଷ ଲାଗି ୧.୦୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ପ୍ରତ୍ୟାହାର ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଏହା ଅନ୍ତରୀଣ ବଜେଟରେ ୯୦,୦୦୦ କୋଟି...

ଡିସେମ୍ବର ୧୫ରୁ ଫାଷ୍ଟାଗ୍‌ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୩୦-୧୧: ସାରା ଦେଶର ଟୋଲ ପ୍ଲାଜାଗୁଡିକରେ ବାଧ୍ୟତାମୂଳକ ଭାବେ ଫାଷ୍ଟାଗ କାର୍ଯ୍ୟକାରୀ କରିବା ତାରିଖକୁ ସରକାର ଚଳିତ ବର୍ଷ ଡିସେମ୍ବର ୧୫ ତାରିଖ ଯାଏ ବଢାଇ...

ଆଧୁନିକ ହସ୍ତତନ୍ତ ପୋଷାକରେ ଫ୍ୟାଶନ୍‌ ଶୋ’

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ଉପଲକ୍ଷେ ବୟନିକା ଓ ବୟନ ଶିଳ୍ପ ନିର୍ଦ୍ଦେଶାଳୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ସପ୍ତାହେ ବ୍ୟାପୀ...

ମାଇକ୍ରୋସଫ୍ଟ ବୋର୍ଡରୁ ଇସ୍ତଫା ଦେଲେ ବିଲ୍‌ ଗେଟ୍‌ସ

ନୂଆଦିଲ୍ଲୀ,୧୫।୩: ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍‌ ଗେଟ୍‌ସ କମ୍ପାନୀର ବୋର୍ଡ ଅଫ୍‌ ଡାଇରେକ୍ଟର୍ସରୁ ଶନିବାର ଇସ୍ତଫା ଦେଇଛନ୍ତି। ସମାଜ ସେବା ଏବଂ ଦାତବ୍ୟ କାର୍ଯ୍ୟରେ ଅଧିକ...

ସିବିଆଇସି ପକ୍ଷରୁ ଇ-ଅଫିସ ବ୍ୟବସ୍ଥାର ଶୁଭାରମ୍ଭ

ନୂଆଦିଲ୍ଲୀ,୧୫।୬: ଦେଶର ୫ଶହରୁ ଊର୍ଦ୍ଧ୍ୱ ସିଜିଏସ୍‌ଟି ଏବଂ ବର୍ହିଶୁକ୍ଲ କାର୍ଯ୍ୟାଳୟ ଗୁଡିକରେ ଇ-ଅଫିସ ବ୍ୟବସ୍ଥାର ପ୍ରୟୋଗ ସୋମବାରଠାରୁ ଆରମ୍ଭ ହୋଇଛି। କେନ୍ଦ୍ରୀୟ ପରୋକ୍ଷ ଟିକସ ଏବଂ...

Advertisement
Archives

Model This Week