ଅଗଷ୍ଟ ୨୧ରେ ଏଏସ୍‌ଓ ଲିଖିତ ପରୀକ୍ଷା

କଟକ ଅଫିସ,୨୩ା୬- ଆସନ୍ତା ଅଗଷ୍ଟ ୨୧ ତାରିଖରେ ଆସିଷ୍ଟାଣ୍ଟ ସେକ୍ସନ ଅଫିସର(ଏଏସ୍‌ଓ) ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ। ଏଥିପାଇଁ ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ୩୦ଟି ଜିଲା ଓ ୩ଟି ସବ୍‌ଡିଭିଜନରେ ଏହି ପରୀକ୍ଷା ହେବ। ୩ଟି ସିଟିଂରେ ଚଳିତଥର ପରୀକ୍ଷା କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ପ୍ରଥମ ସିଟିଂରେ ଜେନେରାଲ ଆୱାରନେସ (ପେପର-୧) ପରୀକ୍ଷା ପୂର୍ବାହ୍ନ ୯ଟାରୁ ସାଢେ ୧୦ଟା ପର୍ଯ୍ୟନ୍ତ ଚାଲିବ। ସେହିପରି ଦ୍ୱିତୀୟ ସିଟିଂରେ ରିଜୋନିଂ ଏବଂ ମେଣ୍ଟାଲ ଆବିଲିଟି ଟେଷ୍ଟ, ଗଣିତ (ପେପର-୨) ପରୀକ୍ଷା ପୂର୍ବାହ୍ନ ୧୧ଟା ୩୦ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଏବଂ ତୃତୀୟ ସିଟିଂରେ ଇଂଲିଶ ଓ ଓଡିଆ (ପେପର-୩) ପରୀକ୍ଷା ଅପରାହ୍ନ ୨.୩୦ରୁ ୪.୩୦ ପର୍ଯ୍ୟନ୍ତ ଚାଲିବ। ତେବେ ଭିନ୍ନକ୍ଷମମାନଙ୍କୁ ପ୍ରତି ସିଟିଂରେ ୩୦ ମିନିଟ ଅଧିକ ସମୟ ଦିଆଯିବ। ପରୀକ୍ଷାର୍ଥୀମାନଙ୍କ ଆଡ୍‌ମିଟ୍‌ କାର୍ଡ, ପରୀକ୍ଷା କେନ୍ଦ୍ର ଏବଂ ପରୀକ୍ଷା ପାଇଁ ରହିଥିବା ନିୟମାବଳୀ ଓପିଏସ୍‌ସି ୱେବ୍‌ସାଇଟ୍‌ (www.opsc.gov.in)ରେ ଉପଲବ୍ଧ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri