ଏଏସ୍‌ପି ତ୍ରିନାଥଙ୍କ ସ୍ତ୍ରୀଙ୍କୁ ଆଗୁଆ ଜାମିନ

କଟକ ଅଫିସ,୮ା୩- ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କ ସ୍ତ୍ରୀ ଦୀପ୍ତିମୟୀ ମିଶ୍ରଙ୍କୁ ହାଇକୋର୍ଟ ମଙ୍ଗଳବାର ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ଭିଜିଲାନ୍ସ ପକ୍ଷରୁ ଉଭୟଙ୍କ ନାମରେ ମାମଲା(ନଂ.୧୩/୨୨) ରୁଜୁ ହୋଇଥିଲା। ତେବେ ଗିରଫଦାରିକୁ ଏଡାଇବା ପାଇଁ ଦୀପ୍ତିମୟୀ ଗତ ୧୭ ତାରିଖରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ। ବିଚାରପତି ସଙ୍ଗମ କୁମାର ସାହୁ ଏହି ମାମଲାର ଶୁଣାଣି କରି ଦୀପ୍ତିମୟୀଙ୍କୁ ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ତଦନ୍ତବେଳେ ସେ ତଦନ୍ତକାରୀ ଅଧିକାରୀଙ୍କୁ ସହଯୋଗ କରିବେ ଓ ପ୍ରମାଣ ନଷ୍ଟ ନ କରିବାକୁ ସାହୁ ସର୍ତ୍ତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

ବିଧାନସଭା ନିର୍ବାଚନକୁ ଫେରିପାରନ୍ତି ମହେଶ

ଅନୁଗୋଳ,୨୯ା୩ (ଅମିତ କୁମାର ସାମଲ): ଢେଙ୍କାନାଳ ସଂସଦୀୟ କ୍ଷେତ୍ର ପାଇଁ ବିଜେଡି ଡା. ଅବିନାଶ ସାମଲଙ୍କ ନାମ ଘୋଷଣା କରିବା ପରେ ଅନୁଗୋଳ ଜିଲାର ପୁରୁଖା...

ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି

ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri