ବିଜେଡି ପରେ ଭାଜପାକୁ ସମର୍ଥନ କଲେ ଆଶୀର୍ବାଦ ବେହେରା: କହିଲେ ଏମିତି

ଭୁବନେଶ୍ୱର,୧୨।୭: ଓଡ଼ିଶା କ୍ରିକେଟ୍‌ ଆସୋସିଏଶନର ପୂର୍ବତନ ସଭାପତି ଆଶୀର୍ବାଦ ବେହେରା ତାଙ୍କ ପକ୍ଷ ବଦଳାଇଛନ୍ତି। ପୂର୍ବରୁ ସେ ବିଜେଡିକୁ ସମର୍ଥନ କରୁଥିଲେ ଏବେ ଭାଜପାକୁ ସମର୍ଥନ କରିବେ ବୋଲି କହିଛନ୍ତି । ଆଗକୁ ଓସିଏରେ ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ପ୍ରବେଶ ନେଇ ଚର୍ଚ୍ଚା ହେଉଥିବା ବେଳେ ଏ ବିଷୟରେ ସେ କହିଛନ୍ତି, କୀଡାରେ ଦଳଗତ ରାଜନୀତି ନାହିଁ। ବିନା ଅନୁଦାନରେ କ୍ରୀଡାର ବିକାଶ ହୋଇପାରିବ ନାହିଁ । ଏଣୁ କ୍ରୀଡା ସଂଗଠନ ଗୁଡିକ ସରକାରଙ୍କ ସହ ରହିବାକୁ ପଡ଼ିବ । ବର୍ତ୍ତମାନ ଓସିଏରେ ପ୍ରଣବ ପ୍ରକାଶ ଦାସ ଅଛନ୍ତି, ଆଗକୁ ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର ଓସିଏକୁ ଆସିଲେ ତାଙ୍କୁ ସେ ସମର୍ଥନ କରିବେ । ଓସିଏର ନିର୍ବାଚନ ୨୦୨୫ରେ ହେବ, ସେହି ସମୟରେ ଲଳିତେନ୍ଦୁଙ୍କ ନାମ ଆସିଲେ ବିଚାର କରାଯିବ ବୋଲି ଆଶୀର୍ବାଦ ବେହେରା କହିଛନ୍ତି । ଏଥିସହ ଫୁଟବଲ ଆସୋସିଏଶନ ଅଫ ଓଡ଼ିଶାର ନୂତନ ସଭାପତି ସମୀର ଦେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିବାରୁ ସେ ତାଙ୍କୁ ସ୍ବାଗତ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri