Posted inଜାତୀୟ

ଆସାମ ସ୍କୁଲରେ ବିସ୍ଫୋରଣ: ସୀମାରେ ପୁଣି ଉତ୍ତେଜନା

ଗୁଆହାଟି,୧୪ ।୮: ଆସାମର ଏକ ସ୍କୁଲରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ବିସ୍ଫୋରଣ ଫଳରେ ଆସାମ-ମିଜୋରାମ ସୀମାରେ ପୁଣିଥରେ ଉତ୍ତେଜନା ଦେଖାଦେଇଛି । ଆମାସ-ମିଜୋରାମ ସୀମାରେ କିଛିଦିନ ହେବ ଶାନ୍ତି ଫେରିଥିବା ବେଳେ ପୁଣିଥରେ ଏଭଳି ଘଟଣା ଉତ୍ତେଜନା ସୃଷ୍ଟି କରିଛି । କିଛି ନାଗରିକ ସଙ୍ଗଠନ ଦ୍ୱାରା ଏକ ସପ୍ତାହରୁ ଅଧିକ ସମୟ ଧରି ଅର୍ଥନୈତିକ ଅବରୋଧ ପରେ ଆସାମ ସୀମାରେ ଶାନ୍ତି ପୁନଃ ସ୍ଥାପିତ ହେବାର କିଛିଦିନ ପରେ ଏହି ଘଟଣା ଘଟିଛି । ସୂଚନାଯୋଗ୍ୟ, ଆସାମର ହୈଲାକାଣ୍ଡି ଜିଲା ଗୁଟଗୁଟି ଅଞ୍ଚଳରେ ଶୁକ୍ରବାର ରାତିରେ ପାକୁଆ ପୁଞ୍ଜି ଲୋୟର ପ୍ରାଇମେରୀ ସ୍କୁଲରେ ବିସ୍ଫୋରଣ ହୋଇଥିଲା । ଯାହା ଫଳରେ ସ୍କୁଲର କିଛି ଅଂଶ କ୍ଷତିଗ୍ରସ୍ତ ହୋଇଛି । ପୋଲିସର ସୂଚନା ଅନୁଯାୟୀ, ଏହା ସୀମାଠାରୁ ମାତ୍ର ୫୦୦ ମିଟର ଦୂରରେ ଅବସ୍ଥିତ ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ…

ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ କଲେ ବିଜୟ, ୨୦ ମିନିଟରେ କଲେ…..

ନୂଆଦିଲ୍ଲୀ,୨୭।୫: ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଥିଲେ। ଏଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହା ତାମିଲନାଡୁରେ…

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ଇଡି ଚଢ଼ାଉକୁ ବିରୋଧ: ଅଧିକାରୀଙ୍କ ଗାଡ଼ି ଉପରକୁ ଆକ୍ରମଣ

ଥିରୁଭାନନ୍ତପୁରମ୍‌,୨୭ା୫: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଥିରୁଭାନନ୍ତନପୁରମ୍‌ସ୍ଥିତ ବାସଭବନ ବାହାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) (ସିପିଆଇଏମ) କର୍ମୀମାନେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀଙ୍କ ଗାଡ଼ି…

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ରାସନକୁ ନେଇ ଆସିଲା ନୂଆ ନିୟମ; ୮୦ କୋଟି ଲୋକଙ୍କ ଉପରେ ପଡ଼ିବ ସିଧା ପ୍ରଭାବ!

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି କ୍ୟାବିନେଟ ନିଷ୍ପତ୍ତି ରାସନ ପାଉଥିବା 800 ନିୟୁତ…

TMC ଛାଡ଼ିଲେ ଏମ୍‌ପି କାକୋଲି ଘୋଷ, ମମତାଙ୍କର ଥିଲେ ଅତି ଘନିଷ୍ଠ

କୋଲକାତା,୨୭ା୫: TMCକୁ ବଡ଼ ଝଟ୍‌କା। ଦଳ ଛାଡ଼ଛନ୍ତି ଏମ୍‌ପି କାକୋଲି ଘୋଷ। ସେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅତି ଘନିଷ୍ଠ ଥିଲେ। ବାରାଶତ୍ରୁରୁ ସେ…

ଅଧାରୁ ଫେରିଲା ଏୟାର ଇଣ୍ଡିଆ ବିମାନ, ୩ ଘଣ୍ଟା ଉଡ଼ାଣ ପରେ…

ନୂଆଦିଲ୍ଲୀ,୨୭ା୫: ଯାନ୍ତ୍ରିକ ତ୍ରୁଟି ପାଇଁ ଅଧାରୁ ଫେରିଆସିଲା ଏୟାର ଇଣ୍ଡିଆ ବିମାନ। ସାନ ଫ୍ରାନ୍ସିସ୍କୋ ଯାଉଥିଲା ବେଳେ ଫେରି ଆସିଲା। ୩ ଘଣ୍ଟା ଉଡ଼ାଣ କରି ସାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri