Posted inଜାତୀୟ

୪ ନୂଆ ଜିଲା ପ୍ରସ୍ତାବକୁ ଆସାମ କ୍ୟାବିନେଟରେ ଅନୁମୋଦନ

ଗୁଆହାଟୀ,୨୫ା୮: ଆସାମରେ ୪ ନୂଆ ଜିଲା ଓ ୮୧ ସବ୍‌ଡିଭିଜନ ପ୍ରତିଷ୍ଠା ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ୧୦୦ତମ କ୍ୟାବିନେଟ ବୈଠକ ପରେ ଏହି ସୂଚନା ଦେଇଛନ୍ତି। ରାଜ୍ୟରେ ୪ ନୂଆ ଜିଲା ପୁନର୍ଗଠନ କରାଯାଇଛି। ସେଗୁଡ଼ିକ ହେଲା ହୋଜାଇ, ବିଶ୍ୱନାଥ, ତମୁଲପୁର ଓ ବାଲାଜୀ। ଆସାମର ମୋଟ ଜିଲା ୩୫ରେ ପହଞ୍ଚି ଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…

ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…

ଗଞ୍ଜାମ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଡ. ପ୍ରବୀଣ ଭାଇ ତୋଗଡ଼ିଆ: ଦେବେ ଉଦ୍‌ବୋଧନ 

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରକୁ ପ୍ରଥମ ଥର ପାଇଁ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧ୍ୟକ୍ଷ ତଥା ଅଗଣିତ ହିନ୍ଦୁ ମାନଙ୍କ ହୃଦୟର ମଣିଷ ଡ.…

ଲକଡାଉନ୍‌କୁ ନେଇ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଦେଶରେ…

ନୂଆଦିଲ୍ଲୀ,୨୭।୩: ଇରାନରେ ଯୁଦ୍ଧ ଯୋଗୁ ଭାରତରେ ଲକଡାଉନ ହେବା ନେଇ ଗୁଜବ ହେଉଛି। ଏହାରି ଭିତରେ କେନ୍ଦ୍ର ସରକାରଙ୍କ ସ୍ପଷ୍ଟୀକରଣ ରଖିଛନ୍ତି। ଅର୍ଥମନ୍ତ୍ରୀ ସୀତାରାମନ୍‌ କହିଛନ୍ତି, ଦେଶରେ…

IPL 2026: ବେଙ୍ଗାଲୁରୁ-ହାଇଦ୍ରାବାଦ ମଧ୍ୟରେ ପ୍ରଥମ ମ୍ୟାଚ୍‌, କେଉଁଠି ଏବଂ କିପରି ଲାଇଭ ଦେଖିବେ ଜାଣନ୍ତୁ…

ବେଙ୍ଗାଲୁରୁର,୨୭।୩: IPL 2026 ସିଜିନର ପ୍ରଥମ ମ୍ୟାଚ୍‌ ଦୁଇଟି ଶକ୍ତିଶାଳୀ ଦଳ ବେଙ୍ଗାଲୁରୁ ଏବଂ ହାଇଦ୍ରାବାଦ ମଧ୍ୟରେ ମୁକାବିଲା ହେବ। RCB ଘରୋଇ ପଡ଼ିଆରେ ବିଜୟ ସହିତ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ସଠିକ୍ ହିସାବ ଦେଇପାରିଲେନି SDO, ବାନ୍ଧିଲା ଭିଜିଲାନ୍ସ

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲା ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ ବିଭାଗ…

ଅନ୍ତର୍ଜାତୀୟ ଡେବ୍ୟୁ କରିପାରିବେ ବୈଭବ ସୂର୍ଯ୍ୟବଂଶୀ, ଆଉ ବାଧକ ସାଜିବନି ICC ନିୟମ

ନୂଆଦିଲ୍ଲୀ,୨୭।୩: ହରାରେ ସ୍ପୋଟର୍‌ସ କ୍ଲବରେ ଅନୁଷ୍ଠିତ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ରୌଦ୍ର ରୂପ ଦେଖାଇଥିଲେ। ଇଂଲଣ୍ଡ ବିପକ୍ଷରେ ଫାଇନାଲ…

ବେଙ୍ଗାଲୁରୁକୁ ବଡ଼ ଝଟକା, ଏହି ଖେଳାଳିଙ୍କୁ ମିଳିଲା ନାହିଁ ନୋ ଅବଜେକ୍ସନ ସାର୍ଟିଫିକେଟ

ନୂଆଦିଲ୍ଲୀ,୨୭ା୩: ଶ୍ରୀଲଙ୍କାର ପେସର ନୁଓ୍ୱାନ ଥୁସାରା ଆଗାମୀ ଆଇପିଏଲ୍‌ ମିସ କରିବେ। ଶ୍ରୀଲଙ୍କା କ୍ରିକେଟ (ଏସ୍‌ଏଲ୍‌ସି)ର ନୂଆ କଡ଼ା ଫିଟ୍‌ନେସ ପଲିସୀ ଅନୁଯାୟୀ, ତାଙ୍କୁ ନୋ ଅବଜେକ୍ସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri