Advertisement
Posted inଜାତୀୟ

ଆସାମ ମୁଖ୍ୟମନ୍ତ୍ରୀଙ୍କ ନୂଆ ରୂପ

ଗୁଆହାଟି,୧୬ ।୧: ନିଜ ବୟାନକୁ ନେଇ ଅନେକ ସମୟରେ ଚର୍ଚ୍ଚାରେ ରହୁଥିବା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା ଏବେ ପୁଣି ଆସିଛନ୍ତି ଚର୍ଚ୍ଚାକୁ । ହେଲେ ଏଥର ବୟାନ ପାଇଁ ନୁହେଁ ଅନ୍ୟ କାରଣ ପାଇଁ ସେ ଚର୍ଚ୍ଚାକୁ ଆସିଛନ୍ତି । ସୋସିଆଲ ମିଡିଆରେ ସେ ଏକ ଭିଡିଓ ଶେୟାର କରିବା ପରେ ସମସ୍ତେ ଏହାକୁ ଖୁବ୍ ପସନ୍ଦ କରିଛନ୍ତି । ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା ରବିବାର ଗୁଆହାଟି ଚିଡିଆଖାନା ବୁଲିବାକୁ ଯାଇଥିଲେ । ସେଠାକୁ ସେ ଏକାଏକା ଗାଡି ଚଳାଇ ଯିବା ସହ ସେଠାରେ ଚାଲିଥିବା କାମର ସମିକ୍ଷା କରିଥିଲେ । ଏହି ସମୟରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି କି ଚିଡିଆଖାନାକୁ ଏକ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳରେ ପରିବର୍ତ୍ତନ କରାଯିବ ।
ଏହି ସମୟରେ ସେ ଚିଡିଆଖାନା ପରିଦର୍ଶନ କରିବା ସହ ଅଧିକାରୀମାନଙ୍କ ସହ ଆଲୋଚନା ବି କରିଥିଲେ । ସେଠାରେ ଥିବା ଶୁଆଙ୍କୁ ନିଜ ହାତରେ ଖାଇବାକୁ ଦେବା ଓ ମକାଓକୁବି ନିଜ ହାତରେ ଖାଇବାକୁ ଦେଇଥିଲେ ମୁଖ୍ୟମନ୍ତ୍ରୀ । ତାଙ୍କର ଏହି ଭିନ୍ନ ରୂପ ସମସ୍ତଙ୍କ ମନକୁ ଛୁଇଁ ଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ଚିଡିଆଖାନାକୁ ଏକ ବନସ୍ପତି ଉଦ୍ୟାନ ଓ ନାଇଟ ସଫାରି ମିଳିବା ଆଶା କରାଯାଏ ।
ସୂଚନାଯୋଗ୍ୟ, ରାଜ୍ୟର ଏହି ଚିଡିଆଖାନାଟି ଗୁଆହାଟିରେ ୪୩୨ ଏକର ଜମିରେ ପ୍ରସାରିତ । ଏଠାରେ ପ୍ରାୟ ୧୧୩ ପ୍ରଜାତୀର ଜୀବ ରହିଛନ୍ତି । ଏହାସହ ପୂର୍ବୋତ୍ତର ଭାରତର ଏହା ସବୁଠାରୁ ବଡ ଚିଡିଆଖାନା ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଶକ୍‌ ଲାଗି ଡାକ୍ତର ଦମ୍ପତିଙ୍କ ମୃତ୍ୟୁ ସନ୍ଦେହ, ପୋଲିସ ତଦନ୍ତ ଜାରି

ହାଇଦ୍ରାବାଦ୍‌,୨୨।୧୦: ହାଇଦ୍ରାବାଦ୍‌ର ଖାଦେରବାଗ ଅଞ୍ଚଳରେ ଥିବା ଏକ ଘର ବାଥ୍‌ରୁମ୍‌ରୁ ୨ ମାସ ତଳେ ବିବାହ କରିଥିବା ଡାକ୍ତର ଦମ୍ପତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।...

ରାଜନୀତିକୁ ଆସନ୍ତୁ ଧୋନୀ: ଭାଜପା ନେତା

ନୂଆଦିଲ୍ଲୀ,୧୬।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ କ୍ୟାପଟେନ ମହେନ୍ଦ୍ର ସିଂ ଧୋନୀ ଶନିବାର ଅନ୍ତରାଷ୍ଟ୍ରୀୟ କ୍ରିକେଟରୁ ସନ୍ୟାସ ଘୋଷଣା କରିଛନ୍ତି। ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟ ମାଧ୍ୟମରେ...

ଏଲ୍‌ଏସିରୁ ପଛଘୁଞ୍ଚା ଦେଲେ ୧୦ ହଜାର ଚାଇନା ସୈନ୍ୟ

ଲେହ,୧୨।୧: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। ତେବେ ଏଠାର ପ୍ରବଳ ଥଣ୍ଡା ସହି ନ ପାରି ଚାଇନା...

ଅଦାଲତ ଭିତ୍ତିଭୂମି ପାଇଁ ପାଣ୍ଠି ଅଟକାଇଛି କେନ୍ଦ୍ର

ନୂଆଦିଲ୍ଲୀ,୭।୯: କେନ୍ଦ୍ର ସରକାର ଗତ ୨ ବର୍ଷ ହେଲା ଓଡ଼ିଶାର ବିଚାର ବିଭାଗୀୟ ଭିତ୍ତିଭୂମି ନିର୍ମାଣ ପାଇଁ ଆବଶ୍ୟକ ପାଣ୍ଠିକୁ ଅଟକାଇ ରଖିଛନ୍ତି। ଏନେଇ ମଙ୍ଗଳବାର...

ଆଧାର ସଂଶୋଧନ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ

ନୂଆଦିଲ୍ଲୀ,୯ା୭(ପି.ଟି.): ଆଧାର ସଂଶୋଧନ ବିଲ୍‌ ସୋମବାର ପାର୍ଲାମେଣ୍ଟରେ ଗୃହୀତ ହୋଇଛି। ଫଳରେ ଜଣେ ଚାହିଁଲେ ବ୍ୟାଙ୍କ ଖାତା ଖୋଲିବା ଏବଂ ମୋବାଇଲ ସିମ୍‌ କାର୍ଡ କିଣିବାରେ...

ଶୁକ୍ରବାର ଦିଲ୍ଲୀରେ ଏମ୍‌ସିଡି ମେୟର ନିର୍ବାଚନ: ବ୍ୟବହାର ହେବ ୩ରଙ୍ଗର ବାଲାଟ ପେପର

ନୂଆଦିଲ୍ଲୀ,୫।୧: ଦିଲ୍ଲୀରେ ଏମ୍‌ସିଡି ନିର୍ବାଚନ ପରେ ବର୍ତ୍ତମାନ ମେୟର ନିର୍ବାଚନ ପାଇଁ କାଉଣ୍ଟଡାଉନ୍‌ ଆରମ୍ଭ ହୋଇଛି। ଜାନୁଆରୀ ୬ ଅର୍ଥାତ୍‌ ଶୁକ୍ରବାର ଦିଲ୍ଲୀ ଏମ୍‌ସିଡିର ମେୟର...

ଅନ୍‌ଲାଇନ ଗେମ ହେଲା କାଳ; ସାନ ଭାଇଙ୍କୁ ହତ୍ୟା କଲେ ବଡ ଭାଇ

ଜୟପୁର,୧୪।୧୨: ଅନ୍‌ଲାଇନ ଗେମ ପାଇଁ ଜଣେ ୧୬ ବର୍ଷୀୟ ବାଳକ ନିଜ ସମ୍ପର୍କୀୟ ସାନ ଭାଇକୁ ଅତ୍ୟନ୍ତ ହତ୍ୟା କରିଛି। ରାଜସ୍ଥାନର ନାଗୁର ଜିଲା ଲାଡନୁରେ...

ଫେଶନ ଡିଜାଇନର ରୋଡ୍ରିକ୍ସଙ୍କ ପରଲୋକ

ପଣଜୀ,୧୩ା୨: ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ ଖ୍ୟାତନାମା ଫେଶନ ଡିଜାଇନର ତଥା ଲେଖକ ଓ୍ବେଣ୍ଡେଲ୍‌ ରୋଡ୍ରିକ୍ସଙ୍କର ବୁଧବାର ତାଙ୍କ ଗୋଆ ବାସଭବନରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ...

Advertisement
Archives

Model This Week