Posted inଜାତୀୟ

ଟୁଇଟର ବାୟୋରେ ଇଣ୍ଡିଆ ସ୍ଥାନରେ ଭାରତ ଲେଖିବାର କାରଣ କହିଲେ ହିମନ୍ତ ବିଶ୍ବ ଶର୍ମା

ଗୁଆହାଟୀ, ୨୪।୭: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ସୋମବାର ବିରୋଧୀ ମେଣ୍ଟକୁ ଟାର୍ଗେଟ୍‌ କରି କହିଛନ୍ତି, କଂଗ୍ରେସରୁ ଭାଜପା ପର୍ଯ୍ୟନ୍ତ ତାଙ୍କର ଯାତ୍ରାକୁ ପ୍ରତିଫଳିତ କରିବା ପାଇଁ ସେ ତାଙ୍କ ଟୁଇଟର ବାୟୋରେ ‘ଇଣ୍ଡିଆ’ ସ୍ଥାନରେ ଭାରତ ଲେଖିଛନ୍ତି। ୧୮ ଜୁଲାଇରେ ବାଙ୍ଗାଲୋରରେ ବିରୋଧୀ ମେଣ୍ଟ ଦ୍ୱାରା ଏହାର ନାମ ‘ଇଣ୍ଡିଆ’ ଘୋଷଣା କରିଥିଲେ। ଯାହା ପରେ ହିମନ୍ତ ବିଶ୍ବ ଶର୍ମା ତାଙ୍କ ଟୁଇଟର ବାୟୋକୁ ‘ମୁଖ୍ୟମନ୍ତ୍ରୀ ଆସାମ ଇଣ୍ଡିଆରୁ ମୁଖ୍ୟମନ୍ତ୍ରୀ ଆସାମ ଭାରତକୁ ପରିବର୍ତ୍ତନ କରିଥିଲେ।

ସୋମବାର ଏକ ଟୁଇଟ୍‌ କରି କହିଛନ୍ତି, ମୋର ପୂର୍ବ ବାୟୋରେ ମୁଁ ଆସାମ ‘ଇଣ୍ଡିଆ’ ଲେଖିଥିଲି। ତଥାପି, ଭାରତୀୟ ଜାତୀୟ କଂଗ୍ରେସରୁ ଭାରତୀୟ ଜନତା ପାର୍ଟିକୁ ଯାତ୍ରା କରିବା ପରେ ମୁଁ ଏହାକୁ ଅପଡେଟ୍‌ କରିବାକୁ ଭୁଲିଯାଇଥିଲି। ବର୍ତ୍ତମାନ, ମୁଁ ମୋର ବାୟୋକୁ ଆସାମ ଭାରତରେ ପରିବର୍ତ୍ତନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁ ଖୋଲିଲେ ସିୟା ଅଗ୍ରଓ୍ବାଲ୍‌ଙ୍କ ପିତା: ଯଦି ମୋ ଝିଅ କେତନଙ୍କୁ ମାରିଛି ତେବେ…

ପୁଣେ,୨୬।୬: ମହାରାଷ୍ଟ୍ରର ପୁଣେରେ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ପ୍ରେମିକା ସିୟା ଗୋୟଲ ଏବଂ ତାଙ୍କ ପ୍ରେମିକ…

ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ

ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ…

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କଲେ ରାହୁଲ: ଘଟଣା ଜଣାପଡ଼ିବା ପରେ…

ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ…

କ୍ରିଷ୍ଣା ବିକାଶ ଗ୍ରୁପର ଅଭୂତପୂର୍ବ ସଫଳତା: ଶିକ୍ଷାନୁଷ୍ଠାନ ପାଇଁ ଗୌରବ ଆଣିଲେ ୬୦ଜଣ ଛାତ୍ରୀଛାତ୍ର

ବରଗଡ଼,୨୬୬(ପ୍ରେମାନନ୍ଦ ଖମାରୀ):ଚଳିତବର୍ଷ ପ୍ରକାଶିତ କମନ୍‌ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ(ସିୟୁଇଟି) ପରୀକ୍ଷାରେ କ୍ରିଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବରଗଡ଼ ସହର ଉପକଣ୍ଠ ବିକାଶ ଆବାସିକ ବିଦ୍ୟାଳୟ ଓ ବିକାଶ…

କେତନଙ୍କ ହତ୍ୟା ପରେ ସିୟାଙ୍କ କଥା ବଖାଣିଲେ ସିକ୍ୟୁରିଟି ଗାର୍ଡ, ଦେଲେ ବିସ୍ଫୋରକ ବୟାନ

ପୁଣେ, ୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁ ପରର ଘଟଣା ବର୍ଣ୍ଣନା କରିଛନ୍ତି ସିକ୍ୟୁରିଟି ଗାର୍ଡ ଧୀରଜ ଯାଦବ। ସେ କହିଛନ୍ତି…

ବଢ଼ିଲା ଉଦ୍ଧବଙ୍କ ଚିନ୍ତା, ପାର୍ଲାମେଣ୍ଟ ଅଫିସ ହରାଇବା ସ୍ଥିତିରେ ଶିବସେନା

ମୁମ୍ବାଇ, ୨୬।୬: ମହାରାଷ୍ଟ୍ର ରାଜନୀତିରେ ଶିବସେନା (ୟୁବିଟି) ଏବଂ ମହା ବିକାଶ ଅଘାଡ଼ି (ଏମ୍‌ଭିଏ) ମେଣ୍ଟର ସଙ୍କଟ ଦିନକୁ ଦିନ ଗଭୀର ହେବାରେ ଲାଗିଛି। ବୁଧବାର ସାରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri