Posted inଜାତୀୟ

କୋର୍ଟ ମୋତେ ଦୋଷୀ ସାବ୍ୟସ୍ତ କଲେ,କଳା ଶର୍ଟ ପିନ୍ଧିବା ପରିବର୍ତ୍ତେ ଆମେ ଉପର ଅଦାଲତ ଯିବୁ: ଆସାମ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୯।୩: ଲୋକ ସଭାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସଦସ୍ୟ ପଦ ରଦ୍ଦ ହେବା ପରେ କଂଗ୍ରେସ ନେତୃତ୍ୱରେ ବିରୋଧୀ ଦଳ ଏମ୍‌ପିମାନେ କଳା ପୋଷାକ ପିନ୍ଧି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା ବୁଧବାର କଂଗ୍ରେସର ବିରୋଧ ଉପରେ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି, ଆସନ୍ତାକାଲି ଯଦି କୋର୍ଟ ମୋତେ ଦୋଷୀ ସାବ୍ୟସ୍ତ କରନ୍ତି, ତେବେ ଭାଜପା ବିଧାୟକମାନେ କଳା ପୋଷାକ ପିନ୍ଧି ବିରୋଧ କରିବେ କି? ନା। ଆମେ ହାଇକୋର୍ଟ, ସୁପ୍ରିମକୋର୍ଟ, ସେସନ୍ସ କୋର୍ଟକୁ ଯିବୁ, କିନ୍ତୁ ଆମେ ନ୍ୟାୟପାଳିକାକୁ ବିରୋଧ କରିବୁ ନାହିଁ। ଭାରତୀୟ ଗଣତନ୍ତ୍ର ପାଇଁ ଏହି ଧାରା ଭଲ ନୁହେଁ।
ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାଙ୍ଗିଆକୁ ନେଇ ଆପତ୍ତିଜନକ ମନ୍ତବ୍ୟ ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି। ଏପରି କି ସେ ଆଗାମୀ ୮ ବର୍ଷ ପର୍ଯ୍ୟନ୍ତ ନିର୍ବାଚନ ମଧ୍ୟ ଲଢ଼ିପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବୋଲରଙ୍କ ନୂଆ ରାଙ୍କିଙ୍ଗ୍‌ ଜାରି କଲା ଆଇସିସି: ନମ୍ବର-୧ ବୋଲର ହେଲେ ପାକିସ୍ତାନର ଏହି ଖେଳାଳି

ନୂଆଦିଲ୍ଲୀ,୨୩।୯: ଆଇସିସି ପକ୍ଷରୁ ଟି-୨୦ ବୋଲରଙ୍କ ନୂଆ ରାଙ୍କିଙ୍ଗ୍‌ ଜାରି କରାଯାଇଛି। ଏଥିରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପାକିସ୍ତାନର ସ୍ପିନର ଅବରାର ଅହମ୍ମଦ ୭୩୬ ରେଟିଂ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

ବିଧାନସଭାରେ ମନ୍ତ୍ରୀଙ୍କ ବଡ଼ ସୂଚନା: ରାଶନ କାର୍ଡରୁ ବାଦ୍‌ ପଡିଲେ…

ଭୁବନେଶ୍ୱର,୨୩।୯: ରାଜ୍ୟରେ ନୂତନ ରାଶନ କାର୍ଡ (Ration Card) ପାଇଁ ଆବେଦନ କରିଥିବା ହିତାଧିକାରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ବିଧାନସଭାରେ ବିଧାୟକ ବ୍ୟୋମକେଶ ରାୟଙ୍କ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ବଡ଼ ଅଦଳବଦଳ: ଜାଣନ୍ତୁ କେଉଁ ଖେଳାଳି କେତେ ସ୍ଥାନରେ…

ନୂଆଦିଲ୍ଲୀ,୨୩।୯: ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ପୁଣିଥରେ ବଡ଼ ଅଦଳବଦଳ ଦେଖିବାକୁ ମିଳିଛି। ନୂଆ ରାଙ୍କିଙ୍ଗ୍‌ରେ ଭାରତର ଇଶାନ କିଶନ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ତେବେ ତାଙ୍କ…

ଝରକା ଗ୍ରୀଲ କାଟି ବ୍ୟାଙ୍କରୁ ଲୁଟ: ପୋଲିସ ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୩।୯ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ଶ୍ରୀରାମପୁରସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଝରକା ଗ୍ରୀଲ କାଟି…

ଗୋରୁ ଗୁହାଳରୁ ୧୫ ଫୁଟର ବଉଳା କୁମ୍ଭୀର ଉଦ୍ଧାର: ଖେଳିଗଲା ଆତଙ୍କ,ଦେଖନ୍ତୁ VIDEO

ମହାକାଳପଡ଼ା,୨୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀ-ନାଳରେ ଏବେ ମାଳ ମାଳ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ନଦୀରେ ପ୍ରାକୃତିକ ଖାଦ୍ୟ ମାଛ ଓ…

ରାଜନୀତିରେ ବଡ଼ ହଲଚଲ: ହଠାତ୍‌ ଇସ୍ତଫା ଦେଲେ କଂଗ୍ରେସ ବିଧାୟକ

ବେଙ୍ଗାଲୁରୁ,୨୩।୯: କଂଗ୍ରେସ ବିଧାୟକ ୟଶବନ୍ତରାୟଗୌଡା ପାଟିଲ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ‘ଇଣ୍ଡି ତାଲୁକ’କୁ ମରୁଡ଼ିଗ୍ରସ୍ତ ଘୋଷଣା ନକରାଯିବାର ପ୍ରତିବାଦରେ ସେ ଏହି ପଦକ୍ଷେପ ନେଇଥିବା ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?