Posted inଜାତୀୟ

ଆତଙ୍କବାଦୀଙ୍କୁ ଦେଖି ସୁରକ୍ଷା ଏଜେନ୍ସିକୁ ସୂଚନା ଦେଲେ ନାହିଁ କାହିଁକି: ରାହୁଲଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ

ଗୁଆହାଟି,୪ ।୩: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱା ଶର୍ମା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ, ରାହୁଲ ଗାନ୍ଧୀ ୟୁନାଇଟେଡ କିଙ୍ଗଡମର କେମ୍ବ୍ରିଜ ବିଜନେସ ସ୍କୁଲରେ ନିଜ ଟିପ୍ପଣି ରଖି ଦେଶକୁ ବଦନାମ କରିବାକୁ ଚେଷ୍ଟା କରିଛନ୍ତି । ଶର୍ମା କହିଛନ୍ତି, ରାହୁଲ ବିଦେଶ ମାଟିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କୁ ଟାର୍ଗେଟ କରିଛନ୍ତି ।
ଶର୍ମା ରାହୁଲଙ୍କ ଏହି ଟିପ୍ପଣିକୁ ନେଇ ତାଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି କଂଗ୍ରେସ ନେତା ଭାରତ ଯୋଡୋ ଯାତ୍ରା ସମୟରରେ ଆତଙ୍କବାଦୀଙ୍କୁ ଦୂରରୁ ଦେଖିଥିଲେ ଓ ତାଙ୍କ ପାଖକୁ ଆସି ଜଣେ ବ୍ୟକ୍ତି ଆତଙ୍କବାଦୀଙ୍କ ଆଡକୁ ଇସାରା କରିଥିଲେ । ଶର୍ମା ଏବେ ପ୍ରଶ୍ନ କରିଛନ୍ତି ଯେ ରାହୁଲ ଗାନ୍ଧୀ ଏ ସମ୍ପର୍କରେ ସୁରକ୍ଷା ଏଜେନ୍ସିକୁ କାହିଁକି ସୂଚନା ଦେଲେ ନାହିଁ । ସେ କହିଛନ୍ତି ରାହୁଲ ଗାନ୍ଧୀ ପୁଲୱାମା ଆତଙ୍କବାଦୀ ଆକ୍ରମଣକୁ ‘କାର ବୋମା ଯେଉଁଥିରେ ୪୦ ସେନାଙ୍କ ମୃତ୍ୟୁ ହୋଇଥିବା’ କହିଥିଲେ ।
ଶର୍ମା କହିଛନ୍ତି ରାହୁଲ ଗାନ୍ଧୀ ଆମ ସେନାଙ୍କର ଅପମାନ କରିଛନ୍ତି । ହେଲେ ସେ ଏତେ ସାହସ କଲେ କେମିତି । ଏହା ବୋମା ନ ଥିଲା ବରଂ ଏକ ଆତଙ୍କବାଦୀ ଆକ୍ରମଣ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri