Posted inଜାତୀୟ

ମାନହାନି ମାମଲା କରିବେ ଆସାମ ମୁଖ୍ୟମନ୍ତ୍ରୀ

ଗୁଆହାଟୀ,୧୦ା୪: ଆଦାନୀ ପ୍ରସଙ୍ଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋସିଆଲ ମିଡିଆରେ କରିଥିବା ଏକ ପୋଷ୍ଟ ପାଇଁ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ତାଙ୍କ ବିରୋଧରେ ମାନହାନି ମାମଲା ଦାଏର କରିବେ ବୋଲି କହିଛନ୍ତି। ଆଦାନୀ ଗ୍ରୁପ୍‌ର ଅଧ୍ୟକ୍ଷ ଗୌତମ ଅଦାନୀଙ୍କ ସହ ଆସାମ ମୁଖ୍ୟମନ୍ତ୍ରୀଙ୍କର ସମ୍ପର୍କ ରହିଥିଲା ବୋଲି ରାହୁଲ ଟୁଇଟ୍‌ କରିଥିଲେ। ଏହାର ଜବାବରେ ସେ ରାହୁଲଙ୍କୁ କୋର୍ଟରେ ଭେଟିବେ ବୋଲି ବିଶ୍ୱଶର୍ମା ଚେତାବନୀ ଦେଇଛନ୍ତି। ଏପ୍ରିଲ ୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସାମ ଗସ୍ତ ଶେଷ ହେବା ପରେ ବିଶ୍ୱଶର୍ମା ଗୁଆହାଟୀରେ ମାନହାନି ମାମଲା ରୁଜୁ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

ଶ୍ରୀଲଙ୍କା ଗସ୍ତରେ ଏହି ୩ ଷ୍ଟାର ଖେଳାଳିଙ୍କ ପାଇଁ କର ବା ମର ପରିସ୍ଥିତି, ବିଫଳ ହେଲେ ଟିମ ଇଣ୍ଡିଆରୁ ବିଦାୟ!

ନୂଆଦିଲ୍ଲୀ, ୩୧।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଅଗଷ୍ଟ ୧୫ରୁ ଦୁଇଟି ଟେଷ୍ଟ ମ୍ୟାଚର ସିରିଜ ଆରମ୍ଭ ହେଉଛି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଦୃଷ୍ଟିରୁ ଏହି ସିରିଜ…

ରାହାଣେଙ୍କ ଅବସର ପରେ କୋହଲିଙ୍କ ଭାବବିହ୍ବଳ ବାର୍ତ୍ତା, ପଢ଼ନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ, ୩୧।୭: କ୍ରିକେଟର ଅନୁଭବୀ ବ୍ୟାଟ୍ସମ୍ୟାନ ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ତାଙ୍କୁ କ୍ରମାଗତ ଭାବେ ଦିଗ୍ଗଜ ଖେଳାଳିମାନଙ୍କର ଶୁଭେଚ୍ଛା ମିଳୁଛି। ଏହି…

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ମୋଦିଙ୍କ ତ୍ୱଚା ଦେଶର ଭବିଷ୍ୟତ ଅପେକ୍ଷା ଅଧିକ ଉଜ୍ଜ୍ୱଳ: ଏମିତି କାହିଁକି କହିଲେ ଅଭିଜିତ୍‌ ଦୀପକେ

ନୂଆଦିଲ୍ଲୀ,୩୧।୭: ଲୋକ ସଭା ପରେ, ରାଜ୍ୟ ସଭା ଏବେ ପେପର ଲିକ ବିରୋଧୀ ସଂଶୋଧନ ବିଲ,୨୦୨୬କୁ ମଧ୍ୟ ଅନୁମୋଦନ କରିଛି। ରାଷ୍ଟ୍ରପତିଙ୍କ ସମ୍ମତି ପାଇବା ପରେ ଏହି…

ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….

ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍‌ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ…

ପୁଣି ବିଳମ୍ବିତ ରାତିରେ Video ଜାରି କଲେ ମୋଦି, ପେପର୍‌ ଲିକ୍‌ ମାଫିଆ…

ନୂଆଦିଲ୍ଲୀ,୩୧।୭: ସଂସଦରେ ‘ପେପର ଲିକ୍‌ ନିରୋଧୀ ବିଲ୍‌’ ବା ସାଧାରଣ ପରୀକ୍ଷା(ଅସାଧୁ ଉପାୟ ପ୍ରତିରୋଧ)ସଂଶୋଧନ ବିଲ୍‌ ୨୦୨୬ ପାରିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ…

ସରକାରଙ୍କ ଏହି ପଦକ୍ଷେପରେ CJP ଅସନ୍ତୁଷ୍ଟ: ପୁଣି ରାଜରାସ୍ତାକୁ ଓହ୍ଲାଇବାକୁ ଦେଲା ଧମକ

ନୂଆଦିଲ୍ଲୀ,୩୧।୭: କକ୍ରୋଚ ଜନତା ପାର୍ଟି (CJP) ଦିଲ୍ଲୀ ସରକାରଙ୍କ ବିଜ୍ଞପ୍ତିକୁ ସ୍ବାଗତ କରିଛି। ୩୬ ଦିନ ଧରି ଚାଲିଥିବା ଛାତ୍ର ପ୍ରତିବାଦ ସହିତ ପଞ୍ଜିକୃତ FIR ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri