Posted inଜାତୀୟ

ଆସାମ ବନ୍ୟା: ଚଳିତ ବର୍ଷ ମୃତକଙ୍କ ସଂଖ୍ୟା ୧୧୭

ଗୁଆହାଟି,୨୫ ।୬: ଦେଶର ପୂର୍ବୋତ୍ତର ରାଜ୍ୟ ଆସାମରେ ଆସିଥିବା ବନ୍ୟା ଏବେ ସାଧାରଣ ଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି । କିଛି ଜିଲାରେ ଏବେବି ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି । ବନ୍ୟା ଯୋଗୁ ଶୁକ୍ରବାର ୪୫.୩୪ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ ଆସାମ ବନ୍ୟାରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ଫଳରେ ଚଳିତ ବର୍ଷ ଆସାମରେ ବନ୍ୟା ଓ ଭୂସ୍ଖଳନରେ ଏବେ ପର୍ଯ୍ୟନ୍ତ ୧୧୭ ଲୋଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ଏଥିମଧ୍ୟରୁ ବନ୍ୟାରେ ୧୦୦ ଜଣଙ୍କ ଜୀବନ ଯାଇଥିବା ବେଳେ ଭୂସ୍ଖଳନରେ ୧୭ ଜଣଙ୍କ ମୃତ୍ୟୁ ହୋଇଛି । ଏକ ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ଆସାମର ୨୮ ଜିଲାରେ ୨,୫୧୦ ଗାଁରେ ପାଖାପାଖି ୩୩,୦୩,୩୧୬ ଲୋକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛନ୍ତି । ଏହାସହ ବନ୍ୟାଯୋଗୁ ୯୧୬୫୮.୪୯ ହେକ୍ଟର ଫସଲ ନଷ୍ଟ ହୋଇଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ଘଣ୍ଟାକରେ ‘ବ୍ରଶ୍‌ ଟେଷ୍ଟ’ରୁ ଜଣାପଡ଼ିବ ପାଟି କ୍ୟାନ୍‌ସର

ଲଣ୍ଡନ/ନୂଆଦିଲ୍ଲୀ, ୯ା୭ପାଟି କର୍କଟ ବା ଓରାଲ କ୍ୟାନ୍‌ସର ଚିହ୍ନଟ କ୍ଷେତ୍ରରେ ଚିକିତ୍ସା ବିଜ୍ଞାନକୁ ବଡ଼ ସଫଳତା ମିଳିଛି। ବ୍ରିଟେନ୍‌ର କୁଇନ୍‌ ମେରି ୟୁନିଭର୍ସିଟି ଅଫ୍‌ ଲଣ୍ଡନର ଗବେଷକମାନଙ୍କ…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri