Posted inଜାତୀୟ

ଲକ୍ଷ ଲକ୍ଷ କର୍ମଚାରୀ, ପେନସନଭୋଗୀଙ୍କ ପାଇଁ ବଡ଼ ଖବର: ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ, ୬।୬: ଗୋଟିଏ ପଟେ କେନ୍ଦ୍ରୀୟ କର୍ମଚାରୀମାନେ ଦୀର୍ଘ ଦିନ ହେବ ଅଷ୍ଟମ ବେତନ କମିଶନ (8th Pay Commission) ଅଧୀନରେ ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ସହାୟତା (DR)କୁ ଅପେକ୍ଷା କରି ରହିଛନ୍ତି। ସେପଟେ ଆସାମ ସରକାର ନିଜ ରାଜ୍ୟର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ଏକ ବଡ଼ ଆଶ୍ୱସ୍ତି ଦେଇଛନ୍ତି। ରାଜ୍ୟରେ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଏବଂ ମହଙ୍ଗା ସହାୟତା ଉଭୟରେ ୨% ବୃଦ୍ଧି କରାଯିବା ନେଇ ଘୋଷଣା କରାଯାଇଛି।

ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ନେତୃତ୍ୱରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ନିଆଯାଇଥିବା ଏହି ନିଷ୍ପତ୍ତି ପରେ ଏବେ ଡିଏ (DA) ୫୦ ପ୍ରତିଶତରୁ ବୃଦ୍ଧି ପାଇ ୬୦ ପ୍ରତିଶତ ହୋଇଯାଇଛି। ଏହି ପରିବର୍ତ୍ତନ ୧ ଜାନୁଆରୀ ୨୦୨୬ ରୁ କାର୍ଯ୍ୟକାରୀ ହେବ। ଆସାମରେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ବିଜୟ ପରେ ତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହା ପ୍ରଥମ କ୍ୟାବିନେଟ ବୈଠକ ଥିଲା। ତାଙ୍କର ଏହି ନିଷ୍ପତ୍ତି ଯୋଗୁ ମହଙ୍ଗା ସମୟର ଏହି ଦୌଡ଼ରେ ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ଅତିରିକ୍ତ ଆର୍ଥିକ ସହାୟତା ମିଳିବା ସହ ବଡ଼ ଆଶ୍ୱସ୍ତି ମିଳିଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି, ଉପରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି, ଦୀପାବଳିରେ ଦେଲେ…

ନୂଆଦିଲ୍ଲୀ,୮।୧୧: ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ…

ଦୀପାବଳିରେ କୁଡୁମି ସମାଜର ଗୋଠ ପୂଜା, ଧିଙ୍ଗୁଆନ ପର୍ବ

କାଳିଆପାଣି,୮।୧୧: ଦୀପାବଳି ଅବସରରେ କୁଡୁମି ସମାଜର ଗୋଠପୂଜା ଏବଂ ଧିଙ୍ଗୁଆନ ପର୍ବ ରବିବାର ଅନୁଷ୍ଠିତ ହୋଇଯାଇଛି । କୁଡୁମି ସମାଜ ନିଜ ପାରମ୍ପରିକ ରୀତି ନୀତିକୁ ବିଶ୍ୱାସ…

ମହିଳା କର୍ମଚାରୀଙ୍କୁ ଏହି ଗିଫ୍ଟ ଦେଲେ କେଏଲ୍‌ ରାହୁଲ, ଚାରିଆଡୁ ପ୍ରଶଂସା

ନୂଆଦିଲ୍ଲୀ,୮।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆରେ ବ୍ୟାଟିଂରେ ଚମତ୍କାର କରିବା ସହ ମଇଦାନ ବାହାରେ ନିଜର ମହାନତା ଦେଖାଇଛନ୍ତି ଭାରତୀୟ ୱିକେଟ୍‌କିପର ବ୍ୟାଟର କେଏଲ୍‌ ରାହୁଲ ।…

ପେଟବ୍ୟଥା-ବାନ୍ତି….. ଦୀପାବଳିରେ ଗୁପଚୁପ ଖାଇ ୧୦୦ରୁ ଅଧିକ ଅସୁସ୍ଥ

ଲକ୍ଷ୍ନୌ,୮।୧୧: ଦୀପାବଳି ପର୍ବର ଖୁସି ଭିତରେ ଉତ୍ତରପ୍ରଦେଶର ସିଦ୍ଧାର୍ଥନଗର ଜିଲାରେ ଖାଦ୍ୟ ବିଷକ୍ରିୟାର ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ…

ରେଳ ଧାରଣାରେ ଦମ୍ପତିଙ୍କ ଝଗଡ଼ା ନେଲା ୩ ଜୀବନ, ବଞ୍ଚାଇବାକୁ ଯାଇ ଟ୍ରେନ୍‌ ଧକ୍କାରେ…

ଜୟପୁର,୮ା୧୧: ରାଜସ୍ଥାନର ବିକାନେର ଜିଲାରେ ରବିବାର ଏକ ଦୁଃଖଦ ରେଳ ଦୁର୍ଘଟଣା ଘଟିଛି । ରେଳ ଧାରଣାରେ ଝଗଡ଼ା କରୁଥିବା ଏକ ଦମ୍ପତିଙ୍କୁ ବଞ୍ଚାଇବାକୁ ଯାଇ ଟ୍ରେନ୍‌…

କର୍ମଚାରୀଙ୍କୁ ଲକ୍ଷେ ଟଙ୍କା ଦୀପାବଳି ବୋନସ ଦେଲେ ବ୍ୟବସାୟୀ, ଥାଳିରେ ସଜାଇ….

ନୂଆଦିଲ୍ଲୀ,୮ା୧୧: ଦୀପାବଳିରେ ସାଧାରଣତଃ କର୍ମଚାରୀଙ୍କୁ ଅତିରିକ୍ତ ଦରମା, ମିଠା କିମ୍ବା ଉପହାର ଆକାରରେ ବୋନସ୍‌ ମିଳିଥାଏ । କିନ୍ତୁ ଗୁଜରାଟର ସୁରଟରେ ଜଣେ କପଡ଼ା ବ୍ୟବସାୟୀ ନିଜର…

ଜିଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍‌ ପ୍ରତିଯୋଗିତା, ପୁରସ୍କୃତ ହେଲେ କୃତୀ ପ୍ରତିଯୋଗୀ

ବଲାଙ୍ଗୀର: ୮।୧୧(ସୁନିଲ କୁମାର ମହାନ୍ତି): ଛାତ୍ରୀଛାତ୍ରଙ୍କ ଜ୍ଞାନ, ମେଧା, ଉପସ୍ଥିତ ବୁଦ୍ଧି ଓ ପ୍ରତିଯୋଗିତାମୂଳକ ମନୋଭାବର ବିକାଶ ଲକ୍ଷ୍ୟରେ ଜିଲାସ୍ତରୀୟ ପିଏମ୍‌ଶୀ କୁଇଜ ପ୍ରତିଯୋଗିତା ୨୦୨୬ ବଲାଙ୍ଗୀରସ୍ଥିତ…

ଗୁଣିଗାରେଡ଼ି ସନ୍ଦେହରେ ୮୦ ବର୍ଷୀୟ ବୃଦ୍ଧଙ୍କୁ ନିର୍ମମ ହତ୍ୟା ମାମଲା, ଦୁଇ ଭାଇ ଗିରଫ

ଭଞ୍ଜନଗର,୮ା୧୧(ବାବୁଲା ପ୍ରଧାନ): ଅନ୍ଧବିଶ୍ୱାସର କରୁଣ ପରିଣତି । ଗୁଣିଗାରେଡ଼ି ସନ୍ଦେହରେ ଜଣେ ୮୦ ବର୍ଷୀୟ ବୃଦ୍ଧଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିବା ଅଭିଯୋଗରେ ତାରସିଂ ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?