ଦୀପାବଳି ପୂର୍ବରୁ ଏହି ରାଜ୍ୟ ସରକାର କର୍ମଚାରୀଙ୍କୁ ଦେଲେ ଉପହାର, ବଢାଇଲେ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୮।୧୧: ଦୀପାବଳି ପୂର୍ବରୁ ଆସାମ ସରକାର ନିଜ କର୍ମଚାରୀଙ୍କୁ ଏକ ବଡ ଉପହାର ଦେଇଛନ୍ତି ଏବଂ ମହଙ୍ଗା ଭତ୍ତା ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ସରକାର ମହଙ୍ଗା ଭତ୍ତାକୁ ୪ପ୍ରତିଶତ ବୃଦ୍ଧି କରିଛନ୍ତି, ଏହା ପରେ ବର୍ତ୍ତମାନ ରାଜ୍ୟ ସରକାରୀ କର୍ମଚାରୀଙ୍କ ଡିଏ ୪୬ ପ୍ରତିଶତକୁ ବୃଦ୍ଧି ପାଇଛି। ସରକାରଙ୍କ ଏହି ନିଷ୍ପତ୍ତି ୨୦୨୩ ଡିସେମ୍ବର ୧ରୁ କାର୍ଯ୍ୟକାରୀ ହେବ। ଏହା ବ୍ୟତୀତ ସରକାର ଏହା ମଧ୍ୟ ସ୍ପଷ୍ଟ କରିଛନ୍ତି ଯେ ଜୁଲାଇ ୨୦୨୩ ରୁ ନଭେମ୍ବର ୨୦୨୩ମଧ୍ୟରେ କର୍ମଚାରୀଙ୍କୁ ମୋଟ ଦୁଇଟି କିସ୍ତିରେ ବକେୟା ଦେୟ ପ୍ରଦାନ କରାଯିବ। ପ୍ରଥମ କିସ୍ତି ଡିସେମ୍ବର୨୦୨୩ ରେ ଏବଂ ଦ୍ୱିତୀୟ କିସ୍ତି ଏପ୍ରିଲ ୨୦୨୪ରେ ଦିଆଯିବ। ସୋସିଆଲ ମିଡିଆ ଏକ୍ସ ଏବଂ ଟୁଇଟରରେ ମହଙ୍ଗା ଭତ୍ତା ବୃଦ୍ଧି କରିବାକୁ ଘୋଷଣା କରି ହିମନ୍ତ ବିଶ୍ୱଶର୍ମା କହିଛନ୍ତି, ରାଜ୍ୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବର୍ତ୍ତମାନ ୪୬ ପ୍ରତିଶତକୁ ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାନ ଦୋକାନୀଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ…

ବାଇକକୁ ପିଟିଲା ୩୦ ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ସ୍କୁଲ ଭ୍ୟାନ, ଜଣେ ମୃତ

କେସିଙ୍ଗା,୨୯।୬(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍ ଅନ୍ତର୍ଗତ ଉତ୍କେଲା ଗ୍ରାମରୁ କୋକୋଡମାଲକୁ ସଂଯୋଗ କରୁଥିବା ପିବ୍ଲୁଡି ରାସ୍ତା ପାର୍ଶ୍ଵରେ ଅବସ୍ଥିତ ମେର୍ଶି ଇଂରାଜୀ ବିଦ୍ୟାଳୟ…

ଦଧିବାମନ ଜୀଉଙ୍କ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦେବସ୍ନାନ ପୂର୍ଣ୍ଣିମା ନୀତି ସମ୍ପନ୍ନ

ପାଟଣା, ୨୯।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ରାଜନଗରସ୍ଥିତ ପ୍ରାଚୀନ ଶ୍ରୀଶ୍ରୀ ଦଧିବାମନ ଜୀଉ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା…

୫ ବର୍ଷ ଦୂରର କଥା….ବିଜୟଙ୍କ ଉପରେ ବର୍ଷିଲେ ଷ୍ଟାଲିନ, ୩ରୁ୬ ମାସରେ ଖେଳ ଶେଷ

ଚେନ୍ନାଇ,୨୯।୬: ତାମିଲନାଡୁ ରାଜନୀତିରେ ବୟାନବାଜି ତୀବ୍ର ହୋଇଛି । ରବିବାର ଦିନ ଡିଏମକେ ମୁଖ୍ୟ ଏମ୍ କେ ଷ୍ଟାଲିନ୍ ବିଜୟଙ୍କ ନେତୃତ୍ୱାଧୀନ ସରକାରର ସ୍ଥିରତା ଉପରେ ପ୍ରଶ୍ନ…

ଆଜିଠୁ ୪ ରାଶିର ଖୋଲୁଛି ଭାଗ୍ୟ! ବ୍ୟବସାୟ-ଇନକମ୍ ଏବଂ ଚାକିରି କ୍ଷେତ୍ରରେ ଡବଲ୍ ଲାଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ ପୂର୍ଣ୍ଣିମାକୁ ଅତ୍ୟନ୍ତ ଶୁଭ ଭାବରେ ବର୍ଣ୍ଣନା କରାଯାଇଛି । ଏହା ସହିତ ଜ୍ୟେଷ୍ଠ ପୂର୍ଣ୍ଣିମାକୁ ଅତ୍ୟନ୍ତ ସ୍ବତନ୍ତ୍ର ଭାବରେ ବିବେଚନା…

ଭାରତ ବିପକ୍ଷରେ ଐତିହାସିକ ବିଜୟ ପରେ ଆୟର୍ଲାଣ୍ଡକୁ ଲାଗିଲା ଶକ୍ତ ଝଟ୍‌କା

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ଜିତି ଆୟର୍ଲାଣ୍ଡ ସିରିଜ କବ୍ଜା କରିଥିଲା। ପ୍ରଥମ ଥର ପାଇଁ ଆୟର୍ଲାଣ୍ଡ କୌଣସି ଫର୍ମାଟରେ ଟିମ ଇଣ୍ଡିଆ ବିପକ୍ଷରେ ସିରିଜ…

ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ମହୁଲ ଗଛରେ ଝୁଲୁଛି…

ପାଟଣା, ୨୯/୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଡାଳପକା ପଞ୍ଚାୟତର କେନ୍ଦୁଯୋଡା ଗ୍ରାମରେ ଜଣେ ୧୮ ବର୍ଷୀୟା ବିବାହିତା ମହିଳାଙ୍କ ସନ୍ଦେହଜନକ…

୧ ଜୁଲାଇରୁ ବନ୍ଦ ହୋଇଯିବ ୧୦, ୨୦, ୫୦ ଓ ୧୦୦ ଟଙ୍କିଆ ନୋଟ୍‌? ଜାଣନ୍ତୁ କଣ କହିଲେ ସରକାର

ନୂଆଦିଲ୍ଲୀ,୨୯।୬: ସୋସିଆଲ ମିଡିଆରେ ଏବେ ଏକ ପୋଷ୍ଟ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଏକ ପୋଷ୍ଟର ସେୟାର କରାଯାଇଛି। ଏହି ପୋଷ୍ଟରରେ ‘ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର’ର ଲୋଗୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri