Posted inଫୁରସତ

ଥକିଗଲେଣି କରୋନା ଯୋଦ୍ଧା: ଫଟୋ ଭାଇରାଲ

ପିପିଇ କିଟ୍‌ ପିନ୍ଧି କାମ କରିବା ବଳିଦାନଠାରୁ କିଛି କମ୍‌ ନୁହେଁ। ମାତ୍ର କରୋନା ସମୟରେ ଆଗଧାଡିର ଯୋଦ୍ଧାମାନେ ଏହାକୁ ପିନ୍ଧି ଘଣ୍ଟା ଘଣ୍ଟା ପର୍ଯ୍ୟନ୍ତ କାମ କରୁଛନ୍ତି। ସେମାନଙ୍କର ବଳିଦାନର ଅନେକ ଚିତ୍ର ଆମ ସମ୍ମୁଖକୁ ଆସିସାରିଛି। ଏବେ ଜଣେ ନର୍ସ ପିପିଇ କିଟ୍‌ ପିନ୍ଧି ରାସ୍ତାରେ ବସିଥିବା ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଫଟୋ ଆସାମର ଖାନପଡ଼ା କୋଭିଡ୍‌-୧୯ ହସ୍ପିଟାଲର ବୋଲି କୁହାଯାଉଛି। ଏହି ଫଟୋକୁ ଦେଖିଲେ କୋଭିଡ୍‌ର ଆଗଧାଡିର ଯୋଦ୍ଧାଙ୍କ ସମର୍ପଣ ଏବଂ ପରିଶ୍ରମ ବିଷୟରେ ସ୍ପଷ୍ଟ ବାରିହୋଇ ପଡ଼ୁଛି। ଏହି ଫଟୋଟିକୁ ରୋନ ବିକାଶ ଗୌରବ ନାମକ ବ୍ୟକ୍ତି ଶେୟାର କରିଛନ୍ତି। ଏହାକୁ ଶେୟାର କରିବା ସହ ସେ ଲେଖିଛନ୍ତି, ବର୍ତ୍ତମାନ ଗୋଆହାଟିର ତାପମାତ୍ରା ପ୍ରାୟ ୩୨ ଡିଗ୍ରୀ ସେଲସିୟସ୍‌। ଏହି ଯୋଦ୍ଧାମାନେ କିପରି ରହୁଥିବା କଳ୍ପନା କରନ୍ତୁ ବୋଲି ସେ ଲେଖିଛନ୍ତି। ଏହି ଫଟୋଟିକୁ ଆସାମର ସ୍ବାସ୍ଥ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ରିଟୁଇଟ୍‌ କରି ଲେଖିଛନ୍ତି ମୁଁ ମୋର ଟିମ୍‌ ପାଇଁ ଗର୍ବିତ।


Enter your email to get our daily news in your inbox.

All Right Reserved By Dharitri.Com

ପକ୍ଷୀର ଘର ବଞ୍ଚାଇବା ପାଇଁ ୩୫ ଦିନ ଅନ୍ଧାରରେ ରହିଲା ପୁରା ଗାଁ

ମଣିଷ ନିଜର ସୁବିଧା ପାଇଁ ବନ୍ୟଜନ୍ତୁଙ୍କ ବାସସ୍ଥାନ ନଷ୍ଟ କରିବାରେ ଲାଗିଛି। ଫଳରେ ପଶୁପକ୍ଷୀମାନେ ପଣଜଙ୍ଗଲ ଛାଡି ଜନବସତି ମଧ୍ୟକୁ ପଶିଆସୁଛନ୍ତି। ଏପରି ଏକ ଘଟଣା...

କେସିଆରଙ୍କ ଯଜ୍ଞ ଚିନ୍ତା

ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ(କେସିଆର୍‌)ସବୁବେଳେ ବାସ୍ତୁ ଉପରେ ବିଶ୍ୱାସ କରି ସବୁ କାର୍ଯ୍ୟ କରନ୍ତି। ତାଙ୍କ ଅଫିସଠାରୁ ଆରମ୍ଭ କରି ଘର, ସବୁଠି ବାସ୍ତୁ...

ହାତୀର ବବ୍‌ କଟ୍‌ ହେୟାର୍‌

ବବ୍‌ କଟ୍‌ ହେୟାର୍‌ ଷ୍ଟାଇଲ୍‌ କରି ଯୁବତୀ ଓ ମହିଳାମାନେ ବେଶ୍‌ ଷ୍ଟାଇଲିଶ୍‌ ଲାଗନ୍ତି। ଏହି ହେୟାର ଷ୍ଟାଇଲ୍‌ ବହୁତ ପୁରୁଣା କିନ୍ତୁ ଆଜି ବି...

ଆଧାର କାର୍ଡ ନ ଥିଲେ ମନ୍ଦିର ଯିବା ମନା

ମହୀଶୂର:ଆଧାର କାର୍ଡ ନ ଥିଲେ କର୍ନାଟକ ବାନ୍ଦିପୁର ବ୍ୟାଘ୍ର ଅଭୟାରଣ୍ୟରେ ଥିବା ମା’ ହୁଲିୟମ୍ମା ବେଟାଙ୍କ ଦର୍ଶନ କରିବାକୁ ଅନୁମତି ମିଳେନାହିଁ। ଜଙ୍ଗଲ ଆଖପାଖରେ ରହୁଥିବା...

ବିବାହ ପରେ ପ୍ରତିବର୍ଷ ଗର୍ଭବତୀ ହୋଇଆସୁଛନ୍ତି ଏହି ମହିଳା, ଏପର୍ଯ୍ୟନ୍ତ ଦେଲେଣି ଏତିକି ଶିଶୁ ଜନ୍ମ

ୱାଶିଂଟନ,୨୩।୧୧: ଜଣେ ଆମେରିକୀୟ ମହିଳା ତାଙ୍କ ବିବାହ ପରଠାରୁ ପ୍ରାୟ ପ୍ରତିବର୍ଷ ଗର୍ଭବତୀ ହୋଇ ଆସୁଛନ୍ତି। ଖୁବଶୀଘ୍ର ତାଙ୍କର ଦ୍ୱାଦଶ ସନ୍ତାନକୁ ଜନ୍ମ ଦେବାକୁ ଯାଉଛନ୍ତି।...

ପାକିସ୍ତାନର ଏମିତି ସହର : ଯେଉଁଠି ହିନ୍ଦୁ ରଖିଥାନ୍ତି ରୋଜା, ମୁସ୍‌ଲିମ୍‌ ପାଳନ୍ତି ଦୀପାବଳି

ଭାରତ-ପାକିସ୍ତାନର ତିକ୍ତ ସମ୍ପର୍କ କାହାକୁ ଅଛପା ନାହିଁ। ସାରା ବିଶ୍ୱ ଜାଣିଛି ପାକିସ୍ତାନରେ ରହୁଥିବା ଭାରତୀୟଙ୍କ ଅବସ୍ଥା କେବେ ଠିକ୍‌ ନୁହେଁ, ବିଶେଷକରି ହିନ୍ଦୁମାନଙ୍କର। ମାତ୍ର...

ଏକ୍ସ-ରେ ଦ୍ୱାରା ଜଣା ପଡ଼ିବ କରୋନା ସଂକ୍ରମଣ, ୯୮ ପ୍ରତିଶତ ନିର୍ଭୁଲ…

ଇଡେନବର୍ଗ, ୧୯।୧ : ସ୍କଟଲାଣ୍ଡର ବୈଜ୍ଞାନିକମାନଙ୍କର ଏକ ଦଳ କରୋନା ମହାମାରୀ ସମ୍ବନ୍ଧରେ ଏକ ନୂତନ ପରୀକ୍ଷଣ କରିଛନ୍ତି। ଜଣେ କରୋନାରେ ଆକ୍ରାନ୍ତ ହୋଇଛନ୍ତି କି...

୨ ଯୁବକଙ୍କୁ ବିବାହ କରି କୋଟିଏ ୪୫ ଲକ୍ଷ ଠକିନେଲେ କନ୍ୟା: ଏବେ ତୃତୀୟ ବିବାହ କରି ବିଦେଶକୁ ଉଡ଼ନ ଛୁ…

ନୂଆଦିଲ୍ଲୀ, ୯।୮: ଜଣେ ନୁହେଁ ଦୁଇ ଦୁଇ ଜଣ ଯୁବକଙ୍କୁ ବିବାହ କରି ସେମାନଙ୍କଠାରୁ କୋଟିଏ ୪୫ ଲକ୍ଷ ଟଙ୍କା ଠକି ନେଇଛନ୍ତି ଜଣେ କନ୍ୟା।...

Advertisement
Archives

Model This Week