Posted inଜାତୀୟ

ହିମାଚଳ ପ୍ରଦେଶ ରାଜନୈତିକ ସଙ୍କଟରେ ଥିବା କଂଗ୍ରେସ ପାଇଁ ଆଉ ଏକ ଖରାପ ଖବର, ଦଳ ଛାଡିଲେ ବରିଷ୍ଠ ନେତା

ଦିଶପୁର,୨୮।୨: ଆସନ୍ତା ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସରେ ଦେଖାଯାଉଥିବା ଅଶାନ୍ତି ବନ୍ଦ ହେବାର କୌଣସି ଚିହ୍ନ ନାହିଁ। ଏଥର ଆସାମରେ କଂଗ୍ରେସକୁ ଏକ ବଡ଼ ଝଟକା ଲାଗିଛି। କଂଗ୍ରେସର ବରିଷ୍ଠ ନେତା ରାଣା ଗୋସ୍ବାମୀ ବୁଧବାର ଦଳରୁ ଇସ୍ତଫା ଦେଇଛନ୍ତି।

କେ.ସି.ଭେଣୁଗୋପାଳକୁ ପଠାଯାଇଥିବା ତାଙ୍କ ଇସ୍ତଫା ପତ୍ରରେ ରାଣା ଗୋସ୍ବାମୀ ଇସ୍ତଫା ଦେବାର କାରଣ ସମ୍ପର୍କରେ କିଛି ଦେଇ ନାହାଁନ୍ତି। ସେ କେବଳ ଲେଖିଛନ୍ତି ଯେ, ସେ ଆସାମ କଂଗ୍ରେସର କାର୍ଯ୍ୟକାରୀ ସଭାପତି ତଥା ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାବଣ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଏଣୁ ବିଭିନ୍ନ ଶୈବପୀଠରେ ସକାଳୁ ଭକ୍ତ ଙ୍କ ଭିଡ଼ ଦେଖିବାକୁ ମିଳିଛି। ବିଶେଷ କରି କାଉଡ଼ିଆମାନେ…

ଶ୍ରାବଣ ମାସର ପ୍ରଥମ ସୋମବାର; ଏହି ରାଶି ଉପରେ ରହିବ ମହାଦେବଙ୍କ କୃପା, ହେବ ଧନବର୍ଷା

ଶ୍ରାବଣ ମାସର ଏହି ପ୍ରଥମ ସୋମବାରରେ, ଚନ୍ଦ୍ର କୁମ୍ଭ ରାଶିରୁ ମୀନ ରାଶିକୁ ଗୋଚର କରିଛନ୍ତି । ମଙ୍ଗଳ ବୃଷ ରାଶିରୁ ମିଥୁନ ରାଶିକୁ ସ୍ଥାନାନ୍ତରିତ ହୋଇଛନ୍ତି…

ବୀମା ଟଙ୍କା ଲୋଭରେ ସ୍ତ୍ରୀ ଉପରେ ଗାଡ଼ି ଚଢାଇ ଦେଲେ ସ୍ବାମୀ

ହମ୍ମିରପୁର, ୩ା୮ (ଉତ୍ତର ପ୍ରଦେଶ): ୪୪ ଲକ୍ଷ ଟଙ୍କାର ବୀମା ରାଶି ହଡ଼ପ କରିବା ଲୋଭରେ ଜଣେ ସ୍ବାମୀ ନିଜ ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିଛନ୍ତି।…

ସୂତା ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଭୁବନେଶ୍ୱର,୩ା୮: ଭୁବନେଶ୍ବରସ୍ଥିତ ପାତ୍ରପଡ଼ାରେ ଥିବା ସୂତା ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ ହୋଇଯାଇଛି। ପ୍ରାପ୍ତ ସୂଚନାନୁଯାୟୀ, ସୋମବାର ପୂର୍ବାହ୍ନରେ ସୂତା ଫ୍ୟାକ୍ଟ୍ରି…

ରାସ୍ତା ନ ଥିବାରୁ ପହଞ୍ଚି ପାରିଲାନି ମହାପ୍ରୟାଣ ଯାନ, ଖଟିଆରେ ବୁହା ହେଲା ମୃତଦେହ

ଦାରିଙ୍ଗବାଡ଼ି, ୩।୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଉପାନ୍ତ ଅଞ୍ଚଳରେ ରାସ୍ତା ନଥିବାରୁ ମୃତଦେହକୁ ଖଟିଆରେ ବୁହାହେବା ଘଟଣା ଏବେ ମୋବାଇଲକୁ ମୋବାଇଲ ଭାଇରଲ…

ସ୍କୁଟିରେ ଯାଉଥିଲେ ମହିଳା, ସୁନାଚେନ୍‌ ଝାମ୍ପିନେଲେ ଦୁର୍ବୃତ୍ତ

କର୍ଲାମୁଣ୍ଡା,୩ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଫାଣ୍ଡି ଅନ୍ତର୍ଗତ ଅବୁଜବାହାଲ-ବଡଡୁଙ୍ଗୁରୀଗୁଡା ରାସ୍ତାର ଭାଲୁଡୁଙ୍ଗୁରୀ ନିକଟରେ ଶନିବାର ଅପରାହ୍ନରେ ଜଣେ ମହିଳାଙ୍କ ଠାରୁ ସୁନାଚେନ୍‌…

ବାଙ୍କିପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ନିଶ୍ଚିତ? କୀର୍ତ୍ତି ଆଜାଦଙ୍କ ଭାଇ କଲେ ବଡ଼ ଦାବି

ପାଟନା,୩।୮: ବିହାରର ବାଙ୍କିପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ଉପନିର୍ବାଚନର ଫଳାଫଳ ଆସୁଛି। ଇତି ମଧ୍ୟରେ, ପୂର୍ବତନ ଭାରତୀୟ ପୋଲିସ ସେବା (IPS) ଅଧିକାରୀ ଯଶୋବର୍ଦ୍ଧନ ଝା ଆଜାଦ…

ଷ୍ଟେଶନରେ ଚଲାବୁଲା କରୁଥିଲେ ଅଜଣା ବ୍ୟକ୍ତି, ହଠାତ୍‌ ହେଲା ରକ୍ତବାନ୍ତି, ଆଉ ତା’ ପରେ…

ନନ୍ଦପୁର,୩ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ କୁମାରଗନ୍ଧନା ପଞ୍ଚାୟତର ପାଲିବା ରେଳ ଷ୍ଟେଶନ ବାହାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri