Posted inଜାତୀୟ

ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା: ୧୪ ମୃତ, ୨୭ ଗୁରୁତର

ଗୁଆହାଟୀ,୩।୧: ବୁଧବାର ଆସାମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ୪୫ ଜଣଙ୍କୁ ନେଇ ଯାଉଥିବା ଏକ ବସ୍‌ ଡେରାଗାଓଁରେ ଏକ ଟ୍ରକ୍‌ ସହିତ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଅତି କମରେ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି। ଏଥିସହ ୨୭ ଜଣ ଗୁରୁତର ଆହତ ହୋଇଛନ୍ତି।

ପୋଲିସ କହିଛି , ବସ୍‌ରେ ବସିଥିବା ଲୋକମାନେ ଆଠଖେଲିଆରୁ ବାଲିଜାନ ଅଭିମୁଖେ ପିକନିକ ଭୋଜି ପାଇଁ ଯାଉଥିବା ବେଳେ ବାଟରେ ଏକ କୋଇଲା ବୋଝେଇ ଟ୍ରକ୍‌ ସହିତ ବସ୍‌  ଧକ୍କା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ…

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ…

Vaibhav Suryavanshi: ପୁଣି ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୧୯ ବର୍ଷରୁ କମ ଏକଦିବସୀୟ ବିଶ୍ୱକପର ଫାଇନାଲ ମ୍ୟାଚ ଚାଲିଛି। ଭାରତୀୟ ଅଧିନାୟକ ଆୟୁଷ ମହାତ୍ରେ ଟସ ଜିତି ପ୍ରଥମେ…

Love-Relationshipକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି ଦେଲେ ସୁପ୍ରିମକୋର୍ଟ: ବ୍ରେକଅପ ପରେ ବଳାତ୍କାର ଅଭିଯୋଗ…

ନୂଆଦିଲ୍ଲୀ,୬।୨: ସୁପ୍ରିମକୋର୍ଟ ଗୁରୁବାର (ଫେବୃଆରୀ ୫, ୨୦୨୬) ଦିନ ଏକ ମାମଲାରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି କରିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ସମ୍ପର୍କ ଖରାପ ହେବା କିମ୍ବା ଭାଙ୍ଗିବା…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ ନିଶା: ଗିରଫ ଭୟରେ ଆଗୁଆ ଜାମିନ ଆବେଦନ ପରେ ଏବେ…

ବଲାଙ୍ଗୀର,୬ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ…

ଟି-୨୦ ବିଶ୍ୱକପ୍‌ରୁ ବାଦ୍ ପଡ଼ିଲେ ହର୍ଷିତ ରାଣା: ଭାରତକୁ ବଡ଼ ଝଟ୍‌କା

ମୁମ୍ବାଇ,୬।୨: ଟି-୨୦ ବିଶ୍ୱକପ୍ ୨୦୨୬ ଆରମ୍ଭ ହେବା ପୂର୍ବରୁ ଭାରତୀୟ କ୍ରିକେଟ ଦଳ ପାଇଁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଦ୍ରୁତ ବୋଲର ହର୍ଷିତ ରାଣା…

କେରଳରେ ଯୁବ ଚାଷୀଙ୍କ ମୃତ୍ୟୁ ଘଟଣା: ପ୍ରଶାସନ ପରେ ବଢୁଛି ସହାୟତାର ହାତ

ଲୋଇସିଂହା,୬।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସନଅଗାଁ(କ) ଗ୍ରାମର ଯୁବ ଚାଷୀ ବଳରାମ ପଧାନ ତାଙ୍କ ଖରିଫ ଧାନ ବିକ୍ରି ଟଙ୍କା କୌଣସିକାରଣବଶତଃ କେରଳରେ ଥିବା…

ଯାତ୍ରା ମାଲିକ ନାଣ୍ଡୁଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ସାଇଙ୍କ ମା’, କହିଲେ ମୋ ପୁଅକୁ…

ଭୁବନେଶ୍ୱର,୬।୨: ଅନନ୍ତ ନାରାୟଣ ଧଳ ଓରଫ ନାଣ୍ଡୁ ବାବୁଙ୍କ ପିଛା ଛାଡ଼ୁନାହିଁ ବିବାଦ। ପୁଣି ଥରେ ବିବାଦର ଅଡ଼ୁଆ ସୂତାରେ ଛନ୍ଦି ହୋଇଛନ୍ତି ତୁଳସୀ ଗଣନାଟ୍ୟର ମାଲିକ…

“ମହିଳାଙ୍କୁ ବାଧ୍ୟ କରାଯାଇପାରିବ ନାହିଁ”: ନାବାଳିକାଙ୍କୁ ୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୨: ମହିଳାଙ୍କ ପ୍ରଜନନ ସ୍ଵାଧୀନତାକୁ ଗୁରୁତ୍ୱ ଦେଇ ମାନ୍ୟବର ସୁପ୍ରିମକୋର୍ଟ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ଜଣେ ଯୁବତୀଙ୍କୁ ତାଙ୍କ ଇଚ୍ଛା ବିରୁଦ୍ଧରେ ମାତୃତ୍ୱ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri