ରାସ୍ତାରେ ଅଟକାଇ ଦମ୍ପତିଙ୍କୁ ଆକ୍ରମଣ, ଯୁବତୀଙ୍କୁ ଛୁରାମାଡ଼

ମୁରିବାହାଲ, ୫ା୧୦(ଶ୍ରୀବତ୍ସ ବେହେରା): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଗଁରେଇ ପଞ୍ଚାୟତ ସିଲେଟପଡାର ଦୀନେଶ ତାଣ୍ଡି ଓ ତାଙ୍କ ସ୍ତ୍ରୀ ମେଘା ତାଣ୍ଡି(୨୦) ଗୁରୁବାର ଗଁରେଇ ସାପ୍ତାହିକ ବଜାରରୁ ଫେରୁଥିଲେ। ପଟାମୁଣ୍ଡା ଗାଁ ରାସ୍ତାର ଏକ ନିଛାଟିଆ ସ୍ଥାନରେ ସିଲେଟପଡାର ଗଣେଶ ତାଣ୍ଡି, ଗୌତମ ତାଣ୍ଡି, ମୁଟୁ ତାଣ୍ଡି ଓ ଅନ୍ୟ ୫ଜଣ ସେମାନଙ୍କୁ ରାସ୍ତାରେ ଅଟକାଇଥିଲେ। ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହିତ ସେମାନଙ୍କୁ ମାରପିଟ କରିଥିଲେ। ରାସ୍ତାରେ ଯାଉଥିବା କେତେକ ବ୍ୟକ୍ତିଙ୍କ ହସ୍ତକ୍ଷେପ ପରେ ତାଣ୍ଡି ଦାମ୍ପତି ଜୀବନ ବଞ୍ଚାଇ ଘରକୁ ଫେରିଥିଲେ। ପରେ ଅଭିଯୁକ୍ତମାନେ ଦୀନେଶଙ୍କ ଘରକୁ ଆସି ଗଣ୍ଡଗୋଳ କରିଥିବା ଅଭିଯୋଗ ହୋଇଛି। ଏହି ସମୟରେ ଦୀନେଶଙ୍କ ଭଉଣୀ ବର୍ଷା (୧୭) ସେଠାକୁ ଚାଲି ଆସିବାରେ ଅଭିଯୁକ୍ତମାନେ ତାଙ୍କୁ ଛୁରାରେ ଆକ୍ରମଣ କରିଥିଲେ। ତାଙ୍କ ମୁଣ୍ଡରେ ଆଘାତ ଲାଗିଛି। ଏ ନେଇ ମୁରିବାହାଲ ଥାନାରେ ଅଭିଯୋଗ ପରେ ଏକ ମାମଲା(୨୪୬/୨୩)ରୁଜୁ ହୋଇଥିବା ଥାନା ଅଧିକାରୀ ସିପରା ସରୟ ଲୁଗୁନ କହିଛନ୍ତି। ଅଭିଯୁକ୍ତମାନଙ୍କୁ ପୋଲିସ ଗିରଫ କରି ପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri