ଅଧିବେଶନର ଆରମ୍ଭରୁ ବିଧାନସଭା ଅଚଳ: ପୁଣି ୪ଟା  ପର୍ଯ୍ୟନ୍ତ ଗୃହମୁଲତବୀ 

ଭୁବନେଶ୍ୱର,୨୬।୧୧: ଶୀତକାଳୀନ ଅଧିବେଶନର ଆରମ୍ଭରୁ ବିଧାନସଭା ଅଚଳ। ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ମଧ୍ୟ  ହଙ୍ଗାମା ଦେଖିବାକୁ ମିଳିଛି। ସମ୍ବିଧାନ ପ୍ରସଙ୍ଗ ନେଇ ବିଜେଡି-ଭାଜପା ବିଧାୟକ ମୁହାଁମୁହିଁ ହୋଇଛନ୍ତି । ଏ ନେଇ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ଦିନ ୪ଟା  ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ।
ବିଧାନସଭାରେ ରହିଥିବା ସମ୍ବିଧାନର ମୁଖବନ୍ଧରେ ସିକ୍ୟୁଲାର ଏବଂ ସୋସିଆଲିଷ୍ଟ ଶବ୍ଦ ନାହିଁ। ମାତ୍ର ସୋମବାର  ସୁପ୍ରିମକୋର୍ଟରେ ଏହି ଶବ୍ଦ ରଖିବାକୁ ନିର୍ଦ୍ଦେଶ ରହିଥିଲେ ସୁଦ୍ଧା ଏହି ସମ୍ବିଧାନକୁ ବଦଳାଇବାକୁ ବିଜେଡି ଦାବି କରିଛି  ।  ଏହାକୁ ନେଇ ବିଧାନସଭାରେ ବିଜେଡି ଓ ଭାଜପା ମୁହାଁମୁହିଁ ହୋଇଛନ୍ତି। ଏହା ପୂର୍ବରୁ ପ୍ରଶ୍ନକାଳରେ ମଧ୍ୟ ହୋହଲ୍ଲା ଦେଖିବାକୁ ମିଳିଥିଲା। ଉଭୟ ବିଜେଡି ଓ କଂଗ୍ରେସ ବିଧାୟକ ଅନାହାର ମୃତ୍ୟୁ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଟାର୍ଗେଟ କରିବା ସହ ପ୍ରବଳ ହଟ୍ଟଗୋଳ କରିଥିଲେ। ବିରୋଧୀ ଘଟଣାରେ ବିଚାର ବିଭାଗୀୟ ତଦନ୍ତ ଦାବି କରିଥିଲେ ।

Enter your email to get our daily news in your inbox.

All Right Reserved By Dharitri.Com

ଭୀଷ୍ମଗିରି ଗ୍ରାମରୁ ବିପୁଳ ପରିମାଣର ବାଣ ଜବତ : ଜଣେ ଅଭିଯୁକ୍ତ ଗିରଫ             

ଦିଗପହଣ୍ଡି,୬|୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଭୀଷ୍ମଗିରି ଗ୍ରାମ ବଡ଼ଦାଣ୍ଡ ସାହିର ଜଣେ ବ୍ୟକ୍ତିଙ୍କ ରାସନ୍ ଦୋକାନରେ ଚଢ଼ାଉ କରି ବେଆଇନ ଭାବେ…

୧.୧୫ ଲକ୍ଷ ଲାଞ୍ଚ ମାଗି ଫସିଗଲେ ବଲାଙ୍ଗିର ସରକାରୀ ITI ପ୍ରିନ୍ସିପାଲ୍: ରେଡ୍‌ହାଣ୍ଡେଡ୍ ଧରାପଡ଼ିଲେ, ୩ ସ୍ଥାନରେ ଭିଜିଲାନ୍ସର…

ବଲାଙ୍ଗୀର,୬।୧୧(ସୁନିଲ କୁମାର ମହାନ୍ତି): ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବଲାଙ୍ଗିର ସରକାରୀ ଆଇଟିଆଇ (ITI) ପ୍ରିନ୍ସିପାଲ୍ ସୁରେଶ କୁମାର…

ବର୍ତ୍ତମାନ ରାଜନୀତି କରିବାର ସମୟ ନୁହେଁ: ଭକ୍ତ ଦାସ,ଗିଡିପାବାଲି ମୃତକଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଦାବି

ଭଞ୍ଜନଗର, ୬/୧୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାରେ ଭୟାବହ ବନ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟ ମନ୍ଥର ଗତିରେ ଚାଲିଛି। ଲୋକେ ଏବେ ବି ନାନା ଦୁର୍ଦ୍ଦଶାର ସମ୍ମୁଖୀନ…

ଭିସି ମାଧ୍ୟମରେ ୭ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ: ପାଟଣା ବ୍ଲକ୍‌ର ୪ ଓ ସାହାରପଡ଼ା ବ୍ଲକ୍‌ର ୩ ବିଦ୍ୟାଳୟ ସାମିଲ

ପାଟଣା, ୬/୧୧ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଧରଣୀଧର ବିଶ୍ୱବିଦ୍ୟାଳୟର ଉତ୍ତର କ୍ୟାମ୍ପସଠାରେ ଭିଡିଓ କନ୍‌ଫରେନ୍ସିଂ…

୪ ଜେଲ୍‌ର ଜେଲରଙ୍କୁ ବଦଳି କଲେ ରାଜ୍ୟ ସରକାର: କଟକ ସର୍କଲ ଜେଲକୁ ଗଲେ ଲଲାଟେନ୍ଦୁ, ପୁରୀ ବଦଳି ହେଲେ…

ଭୁବନେଶ୍ୱର,୬।୧୧: ରାଜ୍ୟ ପ୍ରଶାସନିକ ସେବାରେ ଅଦଳବଦଳ ପ୍ରକ୍ରିୟାରେ ଓଡ଼ିଶା ସରକାରଙ୍କ କାରାଗାର ଓ ସଂଶୋଧନାତ୍ମକ ସେବା ନିର୍ଦ୍ଦେଶାଳୟ ପକ୍ଷରୁ ୪ ଜଣ ଜେଲରଙ୍କର ବଦଳି କରାଯାଇଛି। ପ୍ରଶାସନିକ…

ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ସ୍ଥିତି ପରଖିଲେ ମହିଳା ଓ ଶିଶୁ ସୁରକ୍ଷା, ଆୟୋଗ ଅଧ୍ୟକ୍ଷା: ଅଙ୍ଗନବାଡ଼ି କେନ୍ଦ୍ର ଓ ଆବାସିକ ବିଦ୍ୟାଳୟରେ ସୁବିଧା ସୁଯୋଗ ଯାଞ୍ଚ

ମୋହନା, ୬।୧୧ (ମନ୍ମଥ ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ ପରେ ଗଜପତି ଜିଲ୍ଲା ମୋହନା ବ୍ଲକରେ ମହିଳା ଓ ଶିଶୁଙ୍କ ସୁରକ୍ଷାକୁ ନେଇ ପ୍ରଶାସନ ତତ୍ପର ହୋଇଛି।…

ହାତୀ-ମଣିଷ ସଂଘର୍ଷ ରୋକିବାକୁ ଗଜସାଥୀଙ୍କୁ ତାଲିମ୍‌: ୧୯ ମାସରେ ୨୭୫ ମଣିଷ ଓ ୧୩୧ ହାତୀଙ୍କ ମୃତ୍ୟୁ

ଭଞ୍ଜନଗର, ୬।୧୧ (ବାବୁଲା ପ୍ରଧାନ): ହାତୀ-ମଣିଷ ସଂଘର୍ଷ ହ୍ରାସ କରିବା ସହ ଉଭୟଙ୍କ ଧନଜୀବନ ସୁରକ୍ଷା ଉଦ୍ଦେଶ୍ୟରେ ଟାଟା ପାୱାର, ଘୁମୁସର ଉତ୍ତର ବନଖଣ୍ଡ ଏବଂ ସ୍ୱେଚ୍ଛାସେବୀ…

ବନ୍ୟାଞ୍ଚଳ ପରିଦର୍ଶନ କରିବେ ନବୀନ: ବିଜେଡି ଶିବିରରେ ଉତ୍ସାହ

ହିଞ୍ଜିଳିକାଟୁ/ଶେରଗଡ଼୬।୧୧(ଦ୍ବିତୀକୃଷ୍ଣ ପଣ୍ଡା/ସୂର୍ଯ୍ୟ ନାରାୟଣ ଦାଶ): ବିରୋଧୀ ଦଳ ନେତା ତଥା ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକ ଶନିବାର ଗଞ୍ଜାମ ଗସ୍ତରେ ଆସିବେ। ବାତ୍ୟା ଅର୍ଣ୍ଣବ ପ୍ରଭାବିତ ବନ୍ୟାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?