ଅପରାହ୍ନ ୪ଟାଯାଏ ବିଧାନସଭା ମୁଲତବୀ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ବିଧାନସଭା ଶୂନ୍ୟକାଳରେ ସୋନିଆଙ୍କୁ ଇଡି ସମନ ପ୍ରସଙ୍ଗ ଉଠିଛି। ଏହି ପ୍ରସଙ୍ଗ ଉଠାଇ କଂଗ୍ରେସ-ଭାଜପା ମୁହାଁମୁହିଁ ହୋଇଛନ୍ତି, ଯାହାକୁ ନେଇ ବିଧାନସଭାକୁ ପ୍ରଥମେ ୧୦ ମିନିଟ ଏବଂ ପରେ ଅପରାହ୍ନ ୪ଟାଯାଏ ବାଚସ୍ପତି ବିକ୍ରମ କେଶରୀ ଆରୁଖ ମୁଲତବୀ କରିଛନ୍ତି।
କଂଗ୍ରେସ ଅଭିଯୋଗ କରିଛି ଯେ, କେନ୍ଦ୍ର ବିରୋଧରେ ଯିଏ ସ୍ବର ଉତ୍ତୋଳନ କରୁଛି, ତାଙ୍କୁ ଇଡି ସିବିଆଇ ଲଗାଇ ସମନ ଜେରା କରାଯାଉଛି ।
ଅନ୍ୟପକ୍ଷେ, ନିର୍ଦ୍ଦିଷ୍ଟ ପ୍ରମାଣ ମିଳିବା ପରେ ସମନ ଓ ଜେରା କରାଯାଇଥିବା ଭାଜପା କହିଛି। ଏହାକୁ ନେଇ କଂଗ୍ରେସ ଓ ଭାଜପା ମଧ୍ୟରେ କଥା କଟାକଟି ହୋଇଥିଲା। ଗୃହରେ ଅସ୍ବାଭାବିକ ପରିସ୍ଥିତି ସୃଷ୍ଟି ହେବାରୁ ୪ଟା ପର୍ଯ୍ୟନ୍ତ ମୁଲତବୀ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବିରେ ୨ ସ୍ବାଇନ୍‌ ଫ୍ଲୁ ସନ୍ଦିଗ୍ଧ

କଟକ ଅଫିସ,୧୪।୩: କଟକ ଏସ୍‌ସିବି ମେଡିକାଲରେ ସ୍ବାଇନ୍‌ ଫ୍ଲୁରେ ଆକ୍ରାନ୍ତ ହୋଇଥିବା ସନ୍ଦେହରେ ଦୁଇଜଣ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଛାତ୍ର ସହରର ଏକ...

ପାଭେଲଙ୍କ ମୃତ୍ୟୁ ମାମଲା: ୩ୟ ଦିନରେ କ୍ରାଇମବ୍ରାଞ୍ଚର ତଦନ୍ତ

ରାୟଗଡ଼ା,୧ା୧(ସ୍ବ.ପ୍ର.): ରୁଷିଆ ପର୍ଯ୍ୟଟକ ପାଭେଲଙ୍କ ମୃତ୍ୟୁ ମାମଲାରେ ନୂତନ ବର୍ଷର ପ୍ରଥମ ଦିନରେ ହୋଟେଲ କର୍ମଚାରୀଙ୍କୁ କ୍ରାଇମବ୍ରାଞ୍ଚ ଜେରା କରିଛି। ଡିଏସ୍‌ପି ସରୋଜକାନ୍ତ ମହାନ୍ତ ଏବଂ...

୭ ବର୍ଷ ପରେ ଧରାପଡ଼ିଲେ ଧଳସାମନ୍ତଙ୍କ ଘନିଷ୍ଠ ସହଯୋଗୀ

କଟକ ଅଫିସ,୨୩।୮: କୁଖ୍ୟାତ ଅପରାଧୀ ଧଳସାମନ୍ତ ଭ୍ରାତାଙ୍କ ଘନିଷ୍ଠ ସହଯୋଗୀ ଦିଲୁ ଓରଫ ପ୍ରଦୀପ କୁମାର ସାହୁଙ୍କୁ ଗିରଫ କରିଛି କମିଶନରେଟ ପୋଲିସ। ଏନେଇ ସୋମବାର...

ଦଣ୍ଡନାଚ ରେକର୍ଡ ଡାନ୍ସବେଳେ ଗୋଷ୍ଠୀସଂଘର୍ଷ: ୧୦ ଆହତ

ଭଞ୍ଜନଗର,୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁ ମହୁଲିଆରେ ରବିବାର ବିଳମ୍ବିତ ରାତିରେ ଦଣ୍ଡନାଚରେ ରେକର୍ଡ ଡାନ୍ସ ଚାଲିଥିବା ବେଳେ ୨ ଗୋଷ୍ଠୀ ମଧ୍ୟରେ...

ଜିଲା ଯୋଜନା କମିଟି ଅଧ୍ୟକ୍ଷଙ୍କ ନାମ ଘୋଷିତ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ସବୁ ଜିଲାର ଯୋଜନା କମିଟି ଅଧ୍ୟକ୍ଷଙ୍କ ନାମ ଘୋଷଣା କରିଛନ୍ତି। ମୟୂରଭଞ୍ଜ ଜିଲା କମିଟି ଅଧ୍ୟକ୍ଷ ଭାବେ ପଞ୍ଚାୟତିରାଜ ମନ୍ତ୍ରୀ...

ପରୀ ହତ୍ୟା ମାମଲା: ତଦନ୍ତ କରିବ ଏସ୍‌ଆଇଟି

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ନୟାଗଡ଼ ଜିଲାର ୫ବର୍ଷର ଶିଶୁ କନ୍ୟା ପରୀ ହତ୍ୟା ମାମଲାର ତଦନ୍ତ ସ୍ପେଶାଲ ଇନ୍‌ଭେଷ୍ଟିଗେଶନ ଟିମ୍‌(ଏସ୍‌ଆଇଟି) ବା ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ ଦ୍ୱାରା କରାଯିବ।...

ଦେବୋତ୍ତର ବିଭାଗର ଅବହେଳା ଅଭିଯୋଗ: ବିଳମ୍ବରେ ହେଲା ପହଣ୍ଡି ବିଜେ, ରାତିରେ ଛେରାପହଁରା

ରଣପୁର,୧୩ା୭(ସ୍ବ.ପ୍ର.): ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ରଣପୁରରେ ବାହୁଡାଯାତ୍ରା ଅବସରରେ ଶୁକ୍ରବାର ଜନ୍ମବେଦୀରୁ ଶ୍ରୀଜୀଉମାନେ ରତ୍ନବେଦୀ ଅଭିମୁଖେ ବିଜେ କରିବେ। ତେବେ ବର୍ଷା ବାଧକ ସାଜିବାରୁ...

ଆଇଏଏସ୍‌, ଓଏଏସ୍‌ ଅଫିସର ସ୍ତରରେ ବଦଳି

ଭୁବନେଶ୍ୱର,୪। ୮(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ଏବଂ ବରିଷ୍ଠ ଓଏଏସ୍‌ ସ୍ତରରେ ଅଦଳ ବଦଳ କରିଛନ୍ତି। ଏ ନେଇ ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ...

Advertisement
Archives

Model This Week