Posted inଜାତୀୟ

ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ରାସ୍ତା ସଫା: ସୁପ୍ରିମକୋର୍ଟ ଜାରି କଲେ ସମୟ ସୀମା…

ନୂଆଦିଲ୍ଲୀ,୧୧।୧୨ : ଜମ୍ମୁ-କଶ୍ମୀରରେ ଧାରା ୩୭୦କୁ ହଟାଇବା ଠିକ କି ନୁହେଁ ତାହା ଉପରେ ସୁପ୍ରିମକୋର୍ଟଙ୍କ ରାୟ ଆସିଛି। ପ୍ରଧାନ ବିଚାରପତି ଡି.ଓ୍ବାଇ.ଚନ୍ଦ୍ରଚୂଡ ଜମ୍ମୁ-କଶ୍ମୀରରୁ ଧାରା ୩୭୦ ହଟାଇବା ନେଇ କେନ୍ଦ୍ରର ନିଷ୍ପତ୍ତିକୁ ସମର୍ଥନ କରିଛନ୍ତି। ଏହା ବ୍ୟତୀତ ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ସୁପ୍ରିମକୋର୍ଟ ମଧ୍ୟ ସମୟସୀମା ଜାରି କରିଛନ୍ତି।

ସୁପ୍ରିମକୋର୍ଟର ସମ୍ବିଧାନ ବେଞ୍ଚ ଜାମ୍ମୁ କାଶ୍ମୀରରୁ ଧାରା ୩୭୦କୁ ହଟାଇବା ନିଷ୍ପତ୍ତିକୁ ସାମ୍ବିଧାନିକ ସଠିକ ବୋଲି ବିବେଚନା କରିଛନ୍ତି। ଶୀର୍ଷ କୋର୍ଟ କହିଛନ୍ତି ଜମ୍ମୁ-କଶ୍ମୀର ଦେଶର ଏକ ଅବିଚ୍ଛେଦ୍ୟ ଅଙ୍ଗ ଏବଂ ଧାରା ୩୭୦ ସେଠାରେ ଏକ ଅସ୍ଥାୟୀ ବ୍ୟବସ୍ଥା। ଏଥିସହ ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ କରିବାକୁ ଏସସି ନିର୍ଦ୍ଦେଶ ଦେଇଛନ୍ତି।

ସୁପ୍ରିମକୋର୍ଟ ତାଙ୍କ ରାୟରେ ୩୦ ସେପ୍ଟେମ୍ବର ୨୦୨୪ ସୁଦ୍ଧା ବିଧାନସଭା ନିର୍ବାଚନ କରିବାକୁ ନିର୍ବାଚନ ଆୟୋଗଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ବିଧାନସଭା ନିର୍ବାଚନ ସହ ଜଡିତ ପଦକ୍ଷେପ ନେବାକୁ କୋର୍ଟ ଆୟୋଗଙ୍କୁ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri