Posted inଜାତୀୟ

ବିଧାନସଭା ନିର୍ବାଚନ: ମେଘାଳୟ-ନାଗାଲାଣ୍ଡରେ ମତଦାନ ଜାରି…

ଶିଲଂ/କୋହିମା,୨୬।୨ : ମେଘାଳୟ ଏବଂ ନାଗାଲାଣ୍ଡରେ ବିଧାନସଭା ନିର୍ବାଚନ ପାଇଁ ସୋମବାର ମତଦାନ ଜାରି ରହିଛି। କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ନିର୍ବାଚନକୁ ଦୃଷ୍ଟିରେ ରଖି ମେଘାଳୟରେ ଭାରତ-ବାଂଲାଦେଶ ସୀମାକୁ ସିଲ କରାଯାଇଛି। ଏହା ସହିତ ଆସାମ ସହିତ ସୀମା ମଧ୍ୟ ସିଲ କରାଯାଇଛି। ନାଗାଲାଣ୍ଡରେ ସମୁଦାୟ ୬୦ ଟି ଆସନ ଅଛି, କିନ୍ତୁ ଏଥର ୫୯ ଟି ଆସନରେ ଭୋଟିଂ ଅନୁଷ୍ଠିତ ହେଉଛି। କାରଣ ଜଣେ ଭାଜପା ପ୍ରାର୍ଥୀ ବିନା ନିର୍ବାଚନରେ ନିର୍ବାଚିତ ହୋଇଛନ୍ତି। ଏଥର ନାଗାଲାଣ୍ଡରେ ଚାରିଜଣ ମହିଳା ସଦସ୍ୟଙ୍କ ସମେତ ମୋଟ ୧୮୩ ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନରେ ଅଛନ୍ତି।
ମେଘାଳୟରେ ୩୬ ଜଣ ମହିଳାଙ୍କ ସମେତ ୩୭୫ ଜଣ ପ୍ରାର୍ଥୀ ଅଛନ୍ତି। ଏଠାରେ ବିଧାନସଭାରେ ୬୦ ଟି ସିଟ ଅଛି। କିନ୍ତୁ ଜଣେ ପ୍ରାର୍ଥୀଙ୍କ ମୃତ୍ୟୁ ଯୋଗୁ ଏଥର ୫୯ ଟି ଆସନରେ ମତଦାନ ହେବ। ରାଜ୍ୟରେ ମୋଟ ୨୧,୬୧,୭୨୯ ଭୋଟର ଅଛନ୍ତି। ସେଥିମଧ୍ୟରୁ ପୁରୁଷ ଭୋଟରଙ୍କ ସଂଖ୍ୟା ୧୦,୬୮,୮୦୧ ଏବଂ ମହିଳା ଭୋଟରଙ୍କ ସଂଖ୍ୟା ୧୦, ୯୨,୩୨୬ ରହିଛି। ସେହିପରି ଦିବ୍ୟାଙ୍ଗ ବର୍ଗରେ ୭୪୭୮ ଭୋଟର, ୮୦ ବର୍ଷ ଏବଂ ତଦୁର୍ଦ୍ଧ୍ୱ ବୟସରେ ୨୨୬୫୮ ଭୋଟର ଅଛନ୍ତି। ରାଜ୍ୟରେ ପ୍ରଥମ ଥର ଭୋଟ ଦେଉଥିବା ଭୋଟରଙ୍କ ସଂଖ୍ୟା ହେଉଛି ୮୧,୪୪୩।


Enter your email to get our daily news in your inbox.

All Right Reserved By Dharitri.Com

ମାରିଦେବ AI!

ଓ୍ବାଶିଂଟନ,୧୪ା୯: କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ଦୁରୁପଯୋଗ ହୋଇପାରେ ବୋଲି ଆନ୍ଥ୍ରୋପିକ୍‌ ସିଇଓ ଡାରିଓ ଆମୋଦେଇ ଆଶଙ୍କା ବ୍ୟକ୍ତ କରିଛନ୍ତି। ତେଣୁ ଏଆଇର କ୍ଷମତା ବୃଦ୍ଧି ହାର କମାଇବା…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା

ନୂଆଦିଲ୍ଲୀ,୧୪ା୯(ପି.ଟି.): ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି)ଗୁଡ଼ିକ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟା ବୋଲି ବ୍ରିକ୍ସ ନେତାମାନେ ସ୍ବୀକାର କରିଛନ୍ତି ଏବଂ ଏକ ସୁସ୍ଥ ଜୀବନଶୈଳୀ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?