Posted inଜାତୀୟ

ବିଧାନସଭା ନିର୍ବାଚନ: ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ପଦ ପାଇଁ ପସନ୍ଦଯୋଗ୍ୟ ନେତା କିଏ? ସର୍ଭେରେ ତାଜୁବ କଲା ନାଁ

ମୁମ୍ବାଇ,୧୬।୭: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ସଜବାଜ ହେଲେଣି ନେତାଏ। ଏଥିପାଇଁ ରାଜନୀତି ମାହୋଲ ବି ପାଗ ଭିଡିଲାଣି। ତେବେ ରାଜ୍ୟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ପାଇଁ ବିଭିନ୍ନ ଚର୍ଚ୍ଚା ଚାଲିଥିବାବେଳେ ନିକଟରେ ପ୍ରକାଶ ପାଇଥିବା ଏକ ସର୍ଭେ ତଥ୍ୟ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛି। ସର୍ଭେରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନାଁ ଏମିତି ଜଣଙ୍କ ନାଁ ସାମ୍ନାକୁ ଆସିଛି ଯାହାକୁ ଶୁଣିଲେ ତାଜୁବ ହୋଇଯିବେ।

ସର୍ଭେରେ ଯେତେବେଳେ ଲୋକଙ୍କୁ ପଚରାଗଲା ଯେ ମହାରାଷ୍ଟ୍ର ପାଇଁ ଭାଜପାରୁ କିଏ ମୁଖ୍ୟମନ୍ତ୍ରୀ ହେବା ଦରକାର, ପ୍ରାୟ ୪୭.୭ ପ୍ରତିଶତ ଲୋକ ନିତୀନ ଗଡକରୀଙ୍କୁ ଚୟନ କରିଥିଲେ। ଅନ୍ୟପଯେ ୧୮.୮ ପ୍ରତିଶତ ଲୋକ ଦେବେନ୍ଦ୍ର ଫଡନାଭିସଙ୍କୁ ସିଏମ ଭାବରେ ଦେଖିବାକୁ ଚାହାଁନ୍ତି ବୋଲି ମତ ଦେଇଥିଲେ। ସେହିପରି ୬.୩ ପ୍ରତିଶତ ଲୋକ ବିନୋଦ ତାୱେଡେ, ୫ ପ୍ରତିଶତ ପଙ୍କଜା ମୁଣ୍ଡେ ଏବଂ ୮.୮ ପ୍ରତିଶତ ସୁଧୀର ମୁଙ୍ଗନ୍ତୀୱାରଙ୍କୁ ପସନ୍ଦ କରିଛନ୍ତି।

ଏହା ବ୍ୟତୀତ, ଯଦି ଆମେ ସିଏମ ପଦ ପାଇଁ ମୋଟ ଉପରେ ପସନ୍ଦଯୋଗ୍ୟ ବ୍ୟକ୍ତିଙ୍କ ଉପରେ ଆଲୋଚନା କରିବା, ତେବେ ୨୨.୪ ପ୍ରତିଶତ ଲୋକ ଉଦ୍ଧବ ଠାକରେ ୨୨.୪ ପ୍ରତିଶତ ଲୋକ ଦେବେନ୍ଦ୍ର ଫଡନାଭିସଙ୍କୁ ପସନ୍ଦ କରୁଥିବାବେଳେ ୧୪.୫ ପ୍ରତିଶତ ଲୋକ ଏକନାଥ ସିନ୍ଦେଙ୍କୁ ପସନ୍ଦ କରିଛନ୍ତି। ୫.୩ ପ୍ରତିଶତ ଲୋକ ଅଜିତ ପାୱାରଙ୍କୁ ଭୋଟ ଦେଇଛନ୍ତି। ୬.୮ ପ୍ରତିଶତ ଲୋକ ସୁପ୍ରିୟା ସୁଲେ ଏବଂ ୪.୭ ପ୍ରତିଶତ ଲୋକ ନାନା ପାଟୋଲଙ୍କୁ ନିଜ ପସନ୍ଦ ଭାବରେ ବାଛିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri