
ଭୁବନେଶ୍ୱର,୩ା୪: ବିଜେଡି ବୁଧବାର ତା’ର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଝାରସୁଗୁଡ଼ାରୁ ସ୍ବର୍ଗତଃ ନବ ଦାସଙ୍କ ଝିଅ ଦୀପାଳି ଦାସ ବିଧାନସଭା ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ ବୋଲି ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି।
ଭୁବନେଶ୍ୱର,୩ା୪: ବିଜେଡି ବୁଧବାର ତା’ର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଝାରସୁଗୁଡ଼ାରୁ ସ୍ବର୍ଗତଃ ନବ ଦାସଙ୍କ ଝିଅ ଦୀପାଳି ଦାସ ବିଧାନସଭା ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ ବୋଲି ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି।
ଶ୍ରୀନଗର, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ସମୟରେ ଜଣେ ଜିପଲାଇନ ଅପରେଟରଙ୍କ ଦ୍ୱାରା “ଆଲ୍ଲାହୋ ଆକବର” କହୁଥିବା ଏକ ଭିଡିଓ...
ନୂଆଦିଲ୍ଲୀ,୨୯।୪: UPSC ସିଭିଲ ସର୍ଭିସେସ ପରୀକ୍ଷା ୨୦୨୪ର ଚୂଡ଼ାନ୍ତ ଫଳାଫଳ ଏପ୍ରିଲ ୨୨ରେ ଘୋଷଣା କରାଯାଇଥିଲା। ଏଥିରେ ମୋଟ ୧୦୦୯ ଜଣ ପ୍ରାର୍ଥୀଙ୍କୁ ଚୟନ କରାଯାଇଛି।...
ନୂଆଦିଲ୍ଲୀ, ୨୯।୪: ପାହାଲଗାମ ଆତଙ୍କବାଦୀ ଆକ୍ରମଣ ଏବଂ ଭାରତ-ପାକିସ୍ତାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନ, ୭ ଲୋକ କଲ୍ୟାଣ...
ନୂଆଦିଲ୍ଲୀ, ୨୯।୪: ଭାରତ ହେଉଛି ବିଶ୍ୱର ବୃହତ ଦେଶଗୁଡ଼ିକ ମଧ୍ୟରେ ସବୁଠାରୁ ଦ୍ରୁତ ବୃଦ୍ଧି ପାଉଥିବା ଅର୍ଥନୀତି। କିନ୍ତୁ ଯଦି ଆମେ ଛୋଟ ଦେଶଗୁଡ଼ିକୁ ମଧ୍ୟ...
ଇସଲାମାବାଦ,୨୯।୪: ୨୨ ଏପ୍ରିଲରେ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭୟରେ ପାକିସ୍ତାନ। ତଥାପି ଏହା ଘୃଣ୍ୟ ଷଡ଼ଯନ୍ତ୍ର କରୁଛି। ଏବେ ସୀମା ଆରପଟୁ...
ନୂଆଦିଲ୍ଲୀ, ୨୯।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ସ୍ୱୀଡେନର ପ୍ରତିରକ୍ଷା କମ୍ପାନୀ ସାବ ଇଣ୍ଡିଆ ଭାରତୀୟ ସଶସ୍ତ୍ର ବାହିନୀକୁ AT4 ଆଣ୍ଟି-ଆର୍ମର...
ନୂଆଦିଲ୍ଲୀ,୨୯।୪:କ୍ରିକେଟର ନୂତନ ଯୁବ ତାରକା ଭାବରେ ଉଭା ହୋଇଥିବା ବୈଭବ ସୂର୍ଯ୍ୟବଂଶୀ ନିଜର ଦମଦାର ଶତକ ସହିତ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। କ୍ରିକେଟର ଭଗବାନ କୁହାଯାଉଥିବା...
ନୂଆଦିଲ୍ଲୀ,୨୯ା୪: ପେଗାସସ୍ ସ୍ପାଏୱାୟାର ମାମଲାରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ ଯଦି ସରକାର ଦେଶ ବିରୋଧୀ ତତ୍ତ୍ୱଙ୍କ ବିରୁଦ୍ଧରେ...