ଭୁବନେଶ୍ୱର,୧୯ା୧: ଫେବୃଆରୀ ୫ରୁ ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ ହେବ। ୫ରୁ ୧୩ ପର୍ଯ୍ୟନ୍ତ ଏହି ଅଧିବେଶନ ଚାଲିବ। ଅଧିବେଶନରେ କାମଚଳା ବଜେଟ୍ ଆଗତ କରାଯିବ। ୫ରେ ରାଜ୍ୟପାଳଙ୍କ ଅଭିଭାଷଣ ଏବଂ ୮ରେ ବଜେଟ୍ ଉପସ୍ଥାପନ କରାଯିବ।
ଭୁବନେଶ୍ୱର,୧୯ା୧: ଫେବୃଆରୀ ୫ରୁ ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ ହେବ। ୫ରୁ ୧୩ ପର୍ଯ୍ୟନ୍ତ ଏହି ଅଧିବେଶନ ଚାଲିବ। ଅଧିବେଶନରେ କାମଚଳା ବଜେଟ୍ ଆଗତ କରାଯିବ। ୫ରେ ରାଜ୍ୟପାଳଙ୍କ ଅଭିଭାଷଣ ଏବଂ ୮ରେ ବଜେଟ୍ ଉପସ୍ଥାପନ କରାଯିବ।
ନୂଆଦିଲ୍ଲୀ,୨।୧: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଜେଲରେ ଥିବା ଉମର ଖାଲିଦ୍ଙ୍କୁ ଆମେରିକାରୁ ଆସିଛି ସମର୍ଥନର ଚିଠି। ୟୁଏପିଏ...
ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...
ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...
ଇସଲାମାବାଦ୍,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...
ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...
ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...
କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...
ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...
