Posted inଜାତୀୟ

ପରିବାରର ମହିଳା ମୁଖ୍ୟଙ୍କୁ ପ୍ରତିବର୍ଷ ମିଳିବ ୧୦,୦୦୦ ଟଙ୍କା

ଜୟପୁର,୨୫।୧୦: ରାଜସ୍ଥାନରେ କଂଗ୍ରେସ ସରକାର ଆସିଲେ ପରିବାରର ମହିଳା ମୁଖ୍ୟଙ୍କୁ ପ୍ରତିବର୍ଷ ୧୦,୦୦୦ ଟଙ୍କା ସମ୍ମାନ ପ୍ରଦାନ କରାଯିବ। ଜୁଞ୍ଜୁନୁରେ ଏକ ସାଧାରଣ ସଭାରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏହା ଘୋଷଣା କରିଛନ୍ତି।
ନିଜ ସମ୍ବୋଧନରେ ଗେହଲଟ କହିଛନ୍ତି, ଆମେ ଲୋକଙ୍କ ପାଇଁ କାର୍ଯ୍ୟ କରୁଛୁ। ନିର୍ବାଚନରେ ଯାହା ପ୍ରତିଶ୍ରୁତି ଦିଆଯାଏ ତାହା ପାଳନ କରାଯାଏ। ଯଦି ଆମ ସରକାର ଏଥର ପୁଣିଥରେ ରାଜ୍ୟରେ ସରକାର ଗଢେ ତେବେ ମାତ୍ର ୫୦୦ ଟଙ୍କାରେ ଏଲପିଜି ସିଲିଣ୍ଡର ଲୋକଙ୍କୁ ଯୋଗାଇଦିଆଯିବ। ଏହାଦ୍ୱାରା ଏକ କୋଟି ପାଞ୍ଚ ଲକ୍ଷ ପରିବାର ଉପକୃତ ହେବେ। କେବଳ ଏତିକି ନୁହେଁ, ପରିବାରରେ ମହିଳା ମୁଖିଆଙ୍କୁ ୧୦ ହଜାର ଟଙ୍କା ସମ୍ମାନ ସ୍ବରୂପ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା: ଜଗିବେ ୧୬ ପ୍ଲାଟୁନ ପୋଲିସ ଫୋର୍ସ

ପୁରୁଣା ଭୁବନେଶ୍ୱର,୨୬ା୩(ସୁବାସ ଚନ୍ଦ୍ର ପ୍ରଧାନ):ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଗୁରୁବାର ଅନୁଷ୍ଠିତ ହେବ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଏସଡିଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୫ଟି ସ୍ଥାନରେ ଚାଲି ତନାଘନା

ଭଞ୍ଜନଗର,୨୬୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ…

ଭାରତ ସମେତ ଏହି ୫ଦେଶକୁ ଇରାନ କହିଲା ଭଲ ବନ୍ଧୁ, ଯୁଦ୍ଧ ଭିତରେ କରିଦେଲା ବଡ଼ ଘୋଷଣା, ଟ୍ରମ୍ପ ଶୁଣି ଛାନିଆ!

ତେହରାନ,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦର ୨୭ତମ ଦିନରେ, ଇରାନ ଏକ ଆଶ୍ୱସ୍ତିକର ଖବର ଦେଇଛି। ଇରାନର ଉପ-ବୈଦେଶିକ ମନ୍ତ୍ରୀ ଆବାସ ଆରାକଚି ଘୋଷଣା କରିଛନ୍ତି ଯେ ଭାରତ ସମେତ…

ହରମୁଜରେ ୫ ଯୁଦ୍ଧ ଜାହାଜ ଓହ୍ଲାଇଲା ଭାରତ, ଆଗକୁ କିଛି ବଡ଼…

ନୂଆଦିଲ୍ଲୀ,୨୬।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଜଡିତ ବିବାଦ ମଧ୍ୟରେ, ହରମୁଜ ପ୍ରଣାଳୀ ଆଲୋଚନାର ଏକ କେନ୍ଦ୍ରୀୟ ବିଷୟ ପାଲଟିଛି। ବିଶ୍ୱର ପ୍ରାୟ 20% ରୁ…

ବେଜିଂରେ ମୁହାଁମୁହିଁ ହେବେ ଟ୍ରମ୍ପ-ଜିନପିଙ୍ଗ, ଯୁଦ୍ଧକୁ ନେଇ ହେବ ବଡ଼ ଘୋଷଣା!

ବେଜିଂ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ତାଙ୍କର ଗୁରୁତ୍ୱପୂର୍ଣ୍ଣ ସାକ୍ଷାତ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛନ୍ତି। ତାଙ୍କ ସୋସିଆଲ…

୩ଦିନ ବ୍ୟାଙ୍କ ବନ୍ଦ; ଆଉ ମିଳିବନି ପେଟ୍ରୋଲ? ଦେଶରେ ଚହଳ!

ନୂଆଦିଲ୍ଲୀ,୨୬।୩: ଶୁକ୍ରବାର, ଶନିବାର ଓ ରବିବାର ବ୍ୟାଙ୍କ ଛୁଟି। ଶୁକ୍ରବାର ରାମନବମୀ ଛୁଟି, ଶନିବାର ଲାଷ୍ଟ ସଟର ଡେ, ରବିବାର ପଡୁଛି ସାପ୍ତାହିକ ଛୁଟି। ଯୁଦ୍ଧ ମୁକାବିଲା…

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri