Posted inଜାତୀୟ

ପରିବାରର ମହିଳା ମୁଖ୍ୟଙ୍କୁ ପ୍ରତିବର୍ଷ ମିଳିବ ୧୦,୦୦୦ ଟଙ୍କା

ଜୟପୁର,୨୫।୧୦: ରାଜସ୍ଥାନରେ କଂଗ୍ରେସ ସରକାର ଆସିଲେ ପରିବାରର ମହିଳା ମୁଖ୍ୟଙ୍କୁ ପ୍ରତିବର୍ଷ ୧୦,୦୦୦ ଟଙ୍କା ସମ୍ମାନ ପ୍ରଦାନ କରାଯିବ। ଜୁଞ୍ଜୁନୁରେ ଏକ ସାଧାରଣ ସଭାରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏହା ଘୋଷଣା କରିଛନ୍ତି।
ନିଜ ସମ୍ବୋଧନରେ ଗେହଲଟ କହିଛନ୍ତି, ଆମେ ଲୋକଙ୍କ ପାଇଁ କାର୍ଯ୍ୟ କରୁଛୁ। ନିର୍ବାଚନରେ ଯାହା ପ୍ରତିଶ୍ରୁତି ଦିଆଯାଏ ତାହା ପାଳନ କରାଯାଏ। ଯଦି ଆମ ସରକାର ଏଥର ପୁଣିଥରେ ରାଜ୍ୟରେ ସରକାର ଗଢେ ତେବେ ମାତ୍ର ୫୦୦ ଟଙ୍କାରେ ଏଲପିଜି ସିଲିଣ୍ଡର ଲୋକଙ୍କୁ ଯୋଗାଇଦିଆଯିବ। ଏହାଦ୍ୱାରା ଏକ କୋଟି ପାଞ୍ଚ ଲକ୍ଷ ପରିବାର ଉପକୃତ ହେବେ। କେବଳ ଏତିକି ନୁହେଁ, ପରିବାରରେ ମହିଳା ମୁଖିଆଙ୍କୁ ୧୦ ହଜାର ଟଙ୍କା ସମ୍ମାନ ସ୍ବରୂପ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

FM କଲେଜ ଛାତ୍ର ମୃତ୍ୟୁ ଘଟଣା: ପୁଣି ଆନ୍ଦୋଳନ କରିବ ବିଜେଡି

ଭୁବନେଶ୍ୱର,୧୮।୭: ଆସନ୍ତା ୨୧ ତାରିଖରେ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ। କଟକ, ସମ୍ବଲପୁର, ବ୍ରହ୍ମପୁର ଆରଡିସି ଜୋନରେ ବିକ୍ଷୋପ କରିବ ବୋଲି ବିଜେଡି ନିଷ୍ପତ୍ତି। ନେଇଛି।...

ଗୋଟିଏ ଯୁବତୀଙ୍କୁ ବିବାହ କଲେ ୨ ଭାଇ: ଏହି ଜିଲାର ପରମ୍ପରା ବିଷୟରେ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମହାଭାରତ ଯୁଗରେ ଦ୍ରୌପଦୀ ପାଞ୍ଚ ଭାଇଙ୍କୁ ବିବାହ କରିଥିଲେ ଏବଂ ସେ ପାଞ୍ଚ ଭାଇଙ୍କ ସହିତ ସମୟ ବିତାଉଥିଲେ। କିନ୍ତୁ ଆଜିର ସମୟରେ, ଯଦି କେହି...

କୋରମ ଅଭାବରୁ ଆରମ୍ଭ ହୋଇପାରୁନି ଜିଲାପରିଷଦ ବୈଠକ, ୧୯ ସଭ୍ୟ ଅନୁପସ୍ଥିତ

ନୟାଗଡ଼,୧୮ା୭(ଲୋକନାଥ ମିଶ୍ର): କୋରମ ଅଭାବରୁ ଆରମ୍ଭ ହୋଇପାରୁନି ନୟାଗଡ଼ ଦଶମ ଜିଲା ପରିଷଦ ବୈଠକ। ୨୨ ଜିଲା ପରିଷଦ ସଭ୍ୟ ମଧରୁ ୧୯ ସଭ୍ୟ ଅନୁପସ୍ଥିତ...

ଯୌତୁକ ନିର୍ଯାତନାରେ ମହିଳାଙ୍କ ଆତ୍ମହତ୍ୟା: ହାତ, ଗୋଡ଼, ପେଟରେ ଲେଖିଲେ ଦୁଃଖଦ ସୁଇସାଇଡ ନୋଟ

ନୂଆଦିଲ୍ଲୀ,୧୮।୭: ଉତ୍ତରପ୍ରଦେଶର ବାଘପତରେ ଯୌତୁକ ନିର୍ଯାତନାର ଶିକାର ହୋଇ ଜଣେ ୨୮ ବର୍ଷୀୟା ମହିଳା ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ରାତିରେ ମନୀଷା ନାମକ ଏହି ମହିଳା...

ବିହାରରେ ଚନ୍ଦ୍ର ଶେଖରଙ୍କ ଏଣ୍ଟ୍ରି, ବିଗାଡିବେ କି ଖେଳ

ପାଟଣା,୧୮।୭: ବିହାର ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜ୍ୟରେ ନିର୍ବାଚନ ତାତି ବଢିବାରେ ଲାଗିଛି। ଇତି ମଧ୍ୟରେ ବିହାର ନିର୍ବାଚନରେ ଏଣ୍ଟ୍ରି କରିଛନ୍ତି ଚନ୍ଦ୍ର ଶେଖର...

ଟିକା ନେଇ ଅସୁସ୍ଥ ହୋଇପଡ଼ିଲେ ୬ ଛାତ୍ରୀଛାତ୍ର, ହସ୍ପିଟାଲରେ ଭର୍ତ୍ତି

ଦାରିଙ୍ଗବାଡ଼ି,୧୮ା୭(ଅରୁଣ ସାହୁ): ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ଓ ବିଭିନ୍ନ ରୋଗରୁ ସୁରକ୍ଷା ମିଳିବା ନେଇ ସରକାର ବିଭିନ୍ନ ବିଦ୍ୟାଳୟରେ ଟିକାକରଣ ବ୍ୟବସ୍ଥା କରିଛନ୍ତି। କିନ୍ତୁ...

ଥାଇଲ୍ୟାଣ୍ଡରେ ବୌଦ୍ଧ ଭିକ୍ଷୁଙ୍କ ଯୌନ କେଳେଙ୍କାରୀ: ‘ମିସ୍‌ ଗଲ୍ଫ’ ନାମକ ମହିଳାଙ୍କ ବ୍ଲାକମେଲିଂ ରାକେଟରେ ହଇଚଇ

ବ୍ୟାଙ୍କକ,୧୮ା୭: ଥାଇଲ୍ୟାଣ୍ଡରେ ଏକ ବିଶାଳ ଯୌନ କେଳେଙ୍କାରୀ ପ୍ରକାଶ ପାଇଛି, ଯାହା ଦେଶର ବୌଦ୍ଧ ଧର୍ମୀୟ ପ୍ରତିଷ୍ଠାନକୁ ବିବାଦରେ ଟାଣି ଆଣିଛି। ଜଣେ ମହିଳା, ଯିଏ...

BCCI ଉପରେ ଖାଲି ଟଙ୍କା ବର୍ଷା: ଶାହାଙ୍କ ପୁଅ କରିଦେଲେ କମାଲ୍‌

ନୂଆଦିଲ୍ଲୀ,୧୮।୭: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ ମଧ୍ୟରେ ଗଣାଯାଏ। ଏହା ପଛରେ ଇଣ୍ଡିଆନ ପ୍ରିମିୟର ଲିଗ (IPL)ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri