Posted inଜାତୀୟ

ବିଧାନସଭା ଭୋଟ ଗଣତି: ତ୍ରିପୁରା-ନାଗାଲାଣ୍ଡରେ ଭାଜପା, ମେଘାଳୟରେ ଏନପିପି ଆଗୁଆ,…

ଅଗରତାଲା/କୋହିମା/ଶିଲଂ,୨।୩ : ତ୍ରିପୁରା, ମେଘାଳୟ ଏବଂ ନାଗାଲାଣ୍ଡର ତିନୋଟି ଉତ୍ତର-ପୂର୍ବ ରାଜ୍ୟରେ ବିଧାନସଭା ନିର୍ବାଚନର ଭୋଟ ଗଣତି ଆରମ୍ଭ ହୋଇଛି। ପ୍ରାଥମିକ ଫଳାଫଳାରୁ ଜଣାପଡ଼ିଛି ଯେ, ତ୍ରିପୁରା-ନାଗାଲାଣ୍ଡରେ ଭାଜପା ଆଗୁଆ ରହିଛି। ଅନ୍ୟପକ୍ଷରେ, ମେଘାଳୟର ସବୁଠାରୁ ବଡ ଦଳ ଭାବରେ ଏନପିପି ଉଦୀୟମାନ ହେଉଛି। ଭାଜପା ଏଠାରେ ଦ୍ୱିତୀୟ ବୃହତ୍ତମ ଦଳ ଭାବେ ଉଭା ହେଉଥିବା ଜଣାପଡ଼ିଛି।

ନାଗାଲାଣ୍ଡରେ ଭାଜପା ଜିତୁଥିବା ଜଣାପଡିଛି। ଟ୍ରେଣ୍ଡରେ, ଏଠାରେ ଭାଜପା ମିଳିତ ମେଣ୍ଟର ଆଗୁଆ ଆସନ ସଂଖ୍ୟା ୫୧ରେ ପହଞ୍ଚିଛି। ୮ ଟି ଆସନରେ ଏନପିଏଫ ଆଗରେ ଅଛି। କଂଗ୍ରେସ ଗୋଟିଏ ଆସନରେ ଆଗରେ ରହିଛି।
ନାଗାଲାଣ୍ଡ ବିଧାନସଭା ନିର୍ବାଚନରେ ଭାଜପା ଗୋଟିଏ ଆସନ ଜିତିଛି। ଭାଜପାର ବିଜେତା ପ୍ରାର୍ଥୀ କାଜେଟୋ କିନିମି ବିନା ନିର୍ବାଚନରେ ଜିତିଛନ୍ତି। କଂଗ୍ରେସ ଏଠାରେ ଏନ. ଖାକାସେ ସୁମୀଙ୍କୁ ଟିକେଟ ଦେଇଥିଲା, କିନ୍ତୁ ସେ ତାଙ୍କ ନାମ ପ୍ରତ୍ୟାହାର କରିନେଲେ। ଫଳରେ କାଜେଟୋ କିନିମି ନିଦ୍ୱନ୍ଦ୍ୱରେ ଜିତିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

Gen Zକୁ ନେଇ ବଡ଼ ବୟାନଦେଲେ ମୋହନ ଭାଗବତ, ରାଜନୈତିକ ମହଲରେ ଉଠିଲାଣି ବିରାଟ ଝଡ଼!

ନୂଆଦିଲ୍ଲୀ,୬।୮: Gen Zଙ୍କ ସହ ଜଡିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ଡକ୍ଟର ମୋହନ ଭାଗବତ କହିଥିଲେ ଯେ ଯଦି ସ୍ବର…

ଛେଳି ଚରାଇବାକୁ ଯାଇଥିବା ବେଳେ କାମୁଡ଼ି ଦେଲା ସାପ, ତାପରେ….

ଛତ୍ରପୁର,୬।୮(ଦିଲ୍ଲୀପି ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କାଠଗଡା ଗ୍ରାମରେ ସାପ କାମୁଡ଼ାରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି । ମୃତକ…

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ…

ଅମିତ ଶାହାଙ୍କୁ ଭେଟି ବଡ଼ ଦାବି କଲେଣି ତିନି ବିଦ୍ରୋହୀ ମୁସଲିମ ଟିଏମସି ଏମପି

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ (TMC) ବିରୋଧରେ ବିଦ୍ରୋହ କରିଥିବା ତିନି ଜଣ ଏମପି ଆବୁ ତାହିର ଖାନ, ୟୁସୁଫ ପଠାନ ଏବଂ ଖଲିଲୁର…

ରିଷିଡା ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ; ଛୁଟିରେ ଡାକ୍ତର, ରୋଗୀ ହନ୍ତସନ୍ତ

ରିଷିଡା, ୬।୮(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକର ରିଷିଡା ସ୍ଥିତ ସରକାରୀ ଡାକ୍ତରଖାନାରେ କାର୍ଯ୍ୟରତ ଡାକ୍ତର ଆଜକୁ ପ୍ରାୟ ୨ମାସ ହେଲା ଛୁଟିରେ ରହିଛନ୍ତି । ଫଳରେ ରୋଗୀ…

ଗିଲଙ୍କୁ ନେଇ ବଢିଲା ଟିମ ଇଣ୍ଡିଆର ଟେନସନ! ଶ୍ରୀଲଙ୍କା ଟେଷ୍ଟ ସିରିଜ ପୂର୍ବରୁ…

ନୂଆଦିଲ୍ଲୀ,୬।୮: ଶୁବମନ ଗିଲଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଅଗଷ୍ଟ ୧୫ରୁ ଶ୍ରୀଲଙ୍କାରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଯାଉଛି। ଏହା ପୂର୍ବରୁ, ‘ମେନ ଇନ…

ଧାମନଗରରେ ସ୍ବାସ୍ଥ୍ୟ ସମୀକ୍ଷା କଲେ ସ୍ବାସ୍ଥ୍ୟ ମନ୍ତ୍ରୀ, ବନ୍ୟା ବିପନ୍ନଙ୍କ ସହ କଲେ ଆଲୋଚନା

ଧାମନଗର,୬।୮( ସନ୍ତୋଷ କୁମାର ମହାପାତ୍ର): ଚଳିତ ବର୍ଷ ପ୍ରଥମ କରି ବନ୍ୟାରେ ଭଦ୍ରକ ଜିଲା ସମେତ ଧାମନଗର ଅଞ୍ଚଳରେ କ୍ଷୟକ୍ଷତି ହୋଇଥିଲା । ଏହି ବନ୍ୟାରେ ଲୋକଙ୍କ…

ନାବାଳିକା ମୃତ୍ୟୁ ଘଟଣା: ପ୍ରଶାସନିକ ଅବହେଳା ବିରୋଧରେ ଦାବିପତ୍ର ପ୍ରଦାନ କରି…

ଥୁଆମୂଳ ରାମପୁର,୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତ ବାର୍ସିକନା ଗ୍ରାମର କାଲୁଆ ମାଝୀଙ୍କ ୧୬ ବର୍ଷୀୟା ଝିଅ ମାଧୁରୀଙ୍କର ସାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri