Posted inଜାତୀୟ

ସାର୍ବଜନୀନ ହେବ ସୁପ୍ରିମକୋର୍ଟ ବିଚାରପତିଙ୍କ ସମ୍ପତ୍ତି, ଓ୍ବେବ୍‌ସାଇଟ୍‌ରେ ରହିବ ତାଲିକା

ନୂଆଦିଲ୍ଲୀ,୩ା୪: ସାର୍ବଜନୀନ ହେବ ସୁପ୍ରିମକୋର୍ଟ ବିଚାରପତିଙ୍କ ସମ୍ପତ୍ତି, ଓ୍ବେବ୍‌ସାଇଟ୍‌ରେ ରହିବ ତାଲିକା
ନୂଆଦିଲ୍ଲୀ,୩ା୪: ଏଣିକି ସୁପ୍ରିମକୋର୍ଟ ବିଚାରପତିଙ୍କ ସମ୍ପତ୍ତି ତାଲିକା ସାର୍ବଜନୀନ ହେବ। ଏନେଇ ୩୦ ଜଣ ବିଚାରପତି ସମ୍ପତ୍ତି ସାର୍ବଜନୀନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସୁପ୍ରିମକୋର୍ଟ ଓ୍ବେବ୍‌ସାଇଟ୍‌ରେ ବିଚାରପତିଙ୍କ ସମ୍ପତ୍ତି ତାଲିକା ରହିବ। ପ୍ରଧାନ ବିଚାରପତିଙ୍କ ସମ୍ପତ୍ତି ମଧ୍ୟ କୋର୍ଟ ଓ୍ବେବସାଇଟ୍‌ରେ ରହିବ। ଏନେଇ ଗତ ୧ରେ ଫୁଲ୍‌ କୋର୍ଟ ବୈଠକରେ ନିଷ୍ପତ୍ତି ହୋଇଥିବା ସୂଚନା। ପୂର୍ବରୁ ବିଚାରପତିଙ୍କ ସମ୍ପତ୍ତି ତାଲିକା ପ୍ରଧାନ ବିଚାରପତିଙ୍କୁ ଦିଆଯାଉଥିଲା। ଏବେ ସମସ୍ତଙ୍କର ସମ୍ପତ୍ତି କୋର୍ଟ ଓ୍ବେବ୍‌ସାଇଟ୍‌ରେ ସ୍ଥାନ ପାଇବ॥

ସୂଚନା ଥାଉକି, ଜଷ୍ଟିସ ଯଶଓ୍ବନ୍ତ ବର୍ମାଙ୍କ ଘରୁ ପୁଳାପୁଳା ଟଙ୍କା ମିଳିବା ପରେ ଏପରି ବଡ଼ ନିଷ୍ପତ୍ତି ନିଆଯାଇଛି। ଏହା ପରେ ମାମଲାର ତଦନ୍ତ ପାଇଁ CJI ସଞ୍ଜୀବ ଖାନ୍ନା ମାର୍ଚ୍ଚ ୨୨ରେ ଜଷ୍ଟିସ୍‌ ଯଶଓ୍ବନ୍ତ ବର୍ମାଙ୍କ ବିରୋଧରେ ୩ ଜଣିଆ ସଦସ୍ୟ ସହ ତଦନ୍ତ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୧ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?