Posted inରାଜ୍ୟ

ଦୁର୍ଘଟଣାରେ ମୃତ ପ୍ରିିଜାଇଡିଂ ଅଫିସରଙ୍କ ପରିବାରକୁ ମିଳିବ ସହାୟତା, ଇସି କଲେ ଘୋଷଣା

ନୂଆପଡ଼ା/କୋରୁକୋଣ୍ଡା,୧୪।୫: ନିର୍ବାଚନ କାର୍ଯ୍ୟ ସାରି ଘରକୁ ଫେରୁଥିବାବେଳେ ଦୁର୍ଘଟଣାର ଶିକାର ହୋଇ ପ୍ରିିଜାଇଡିଂ ଅଫିସର ପ୍ରସନ୍ନ ନାୟକଙ୍କ ମୃତ୍ୟୁ ଘଟିଛି। ତାଙ୍କ ପରିବାରଙ୍କୁ ସହାୟତା ପାଇଁ ଘୋଷଣା କରିଛନ୍ତି ନିର୍ବାଚନ କମିଶନର। ଇସି ତାଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ଅତିରିକ୍ତ ଆର୍ଥିକ ସହାୟତା ଘୋଷଣା କରିଛନ୍ତି।

ସୂଚନାଥାଉ କି, ସୋମବାର ନିର୍ବାଚନ ସରିବା ପରେ ଇଭିଏମ ମେଶିନ ଜମା କରି ଏକ ବାଇକ ଯୋଗେ ପ୍ରସନ୍ନ ମଙ୍ଗଳବାର ଘରକୁ ଫେରୁଥିଲେ । ହେଲେ ୩୫୩ ନମ୍ବର ଜାତୀୟ ରାଜପଥ ତରବୋଡ ତୃଣବିହନ ଉତ୍ପାଦନ କେନ୍ଦ୍ର ନିଟରେ ଏକ କାର ସହ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲ। ଫଳରେ ପ୍ରିଜାଇଡିଂ ଅଫିସର ପ୍ରସନ୍ନ ଗୁରୁତର ଆହତ ହୋଇଥିଲେ। ସେଠାରୁ ତାଙ୍କୁ ନୂଆପଡ଼ା ଜିଲା ମୁଖ୍ୟ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

‘ତାଙ୍କ ମୃତ୍ୟୁ ପାଇଁ ପ୍ରାର୍ଥନା କରିବି…’, ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, ଚାରିଆଡ଼େ ଚର୍ଚ୍ଚା

କୋଲକାତା,୨୭।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଆମଜନତା ଉନ୍ନୟନ ପାର୍ଟି (AJUP) ଅଧ୍ୟକ୍ଷ ତଥା ନଓଦା ବିଧାୟକ ହୁମାୟୁନ କବୀରଙ୍କ ଏକ ବିବାଦୀୟ ବୟାନ ସାମ୍ନାକୁ…

ରାଜନୀତିରେ ହଇଚଇ! ଯୁବକଙ୍କୁ ରାସ୍ତାରେ ଚାପୁଡ଼ା ମାରିଲେ ମନ୍ତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀର PWD ମନ୍ତ୍ରୀ ପ୍ରବେଶ ବର୍ମାଙ୍କ ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି । ଭିଡିଓରେ ସେ ଜଣେ ଯୁବକଙ୍କୁ ଚାପୁଡ଼ା ମାରୁଥିବା…

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?