ଭିଜିଲାନ୍ସ ଜାଲରେ ସହକାରୀ ଜିଲାପାଳ

ରାଉରକେଲା ଅଫିସ, ୮।୨: ରାଉରକେଲାର ସହକାରୀ ଜିଲାପାଳ ମନୋରଞ୍ଜନ ନାୟକଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ଜଣାପଡ଼ିଛି। ମନୋରଞ୍ଜନଙ୍କ ଛେଣ୍ଡସ୍ଥିତ ୨ଟି ଘର, କାର୍ଯ୍ୟାଳୟ , ଭୁବନେଶ୍ୱର ଗୋଠପଟାଣାରେ ଥିବା ଅପାଟମେଣ୍ଟ ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ ଜାରି ରହିଥିବା ବେଳେ କେତେ ଟଙ୍କାର ସମ୍ପତ୍ତି ଜବତ ହୋଇଛି । ସେନେଇ ସବିଶେଷ ତଥ୍ୟ ମିଳିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri