ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ଏକକାଳୀନ ୬ଟି ସ୍ଥାନରେ ଜାରି ରହିଛି ଚଢ଼ାଉ

ଟିଟିଲାଗଡ଼,୩ା୭(ଶରତ ମିଶ୍ର): ଓଡିଶା ଭିଜିଲାନ୍ସ ପକ୍ଷରୁ ଗୁରୁବାର କଣ୍ଟାବାଞ୍ଜି ଆର୍‌ ଆଣ୍ଡ୍‌ ବି ଡିଭିଜନ ଏବଂ ବଲାଙ୍ଗୀର ଜିଲାର ଟିଟିଲାଗଡ଼ ଆର୍‌ ଆଣ୍ଡ୍‌ ବି ସବ୍‌ଡିଭିଜନର ସହକାରୀ ଯନ୍ତ୍ରୀ ଦିଲେଶ୍ୱର ମାଝୀଙ୍କ ଘରେ ଚଢ଼ାଉ ହୋଇଛି। ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ ଜାରିରହିଛି।

ଏହି ଚଢ଼ାଉରେ ଭିଜିଲାନ୍ସ ଦ୍ୱାରା ୫ ଜଣ ଡିଏସ୍‌ପି, ୮ ଜଣ ଇନ୍ସପେକ୍ଟର, ୨ ଜଣ ଏଏସ୍‌ପି ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ସମ୍ବଲପୁର, ଝାରସୁଗୁଡ଼ା ଏବଂ ବଲାଙ୍ଗୀର ଜିଲାର ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଛି।

୧. ସମ୍ବଲପୁର ଟାଉନ, ୟୁନିଟ-୧୬ (ସରଲା), ସମ୍ବଲପୁରରେ ଅବସ୍ଥିତ ଗୋଟିଏ ଦୁଇ ମହଲା କୋଠା।

୨. ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ୟୁନିଟ-୨ର ଗଣ୍ଡାଘୋରା ମୌଜାରେ ଦୁଇ ମହଲା କୋଠା।

୩. ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ଗଣ୍ଡାଘୋରା, ନୂଆଡିହି ମୌଜାରେ ଅବସ୍ଥିତ ଗୋଟିଏ ମାର୍କେଟ କମ୍ପ୍ଲେକ୍ସ।

୪. ଝାରସୁଗୁଡ଼ା ଜିଲା ଲହାଣ୍ଡାବୁଡ଼ରେ ଦୁଇଟି ହାଉସିଂ ବୋର୍ଡ ଘର।

୫. ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିର ରିସର୍ଚ୍ଚ ଏବଂ ବି ଡିଭିଜନ କାର୍ଯ୍ୟାଳୟରେ ଅବସ୍ଥିତ କାର୍ଯ୍ୟାଳୟ ଚାମ୍ବର।

୬. ବଲାଙ୍ଗୀର ଟିଟଲାଗଡ଼ରେ ଅବସ୍ଥିତ ସରକାରୀ କ୍ୱାର୍ଟରରେ ଚଢ଼ାଉ ଜାରି ରହିଛି।
ଚଢ଼ାଉ ପରେ ମୋଟ୍‌ ସମ୍ପତ୍ତିର ଆକଳନ କରାଯିବ ବୋଲି ଭିଜିଲାନ୍ସର ଜନୈକ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri