ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ବାରିପଦା ଅଫିସ,୨୦।୭: ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକର ସହକାରୀ ଯନ୍ତ୍ରୀ ଧରିଆ ମାଝିଙ୍କ ଘରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଛି। ମାଝିଙ୍କ  କୁଳିଅଣା ଅଫିସ, ବାରିପଦାର କାଳିକାପୁର ବାସଭବନ, କୋଷ୍ଠା ଠାରେ ଥିବା ମାର୍କେଟ କମ୍ପ୍ଲେକ୍ସ, ଶୁଳିଆପଦାର ବଡ଼ ଶୁକ୍ରୁଳିଆଖୋଲଠାରେ ଥିବା ପୈତୃକ ଘର ଏବଂ ବଡ଼ସାହିର ଧନଶୁଳା ଗ୍ରାମରେ ଥିବା ଶ୍ୱଶୁର ଘରେ ଏକକାଳୀନ ଚଢ଼ାଉ ଚାଲିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ମନ୍ଦିରରେ ୩୦୦ ବର୍ଷ ଧରି ଜଳୁଛି ଅଖଣ୍ଡ ଦୀପ, ଦିନକୁ ୩ ଥର ହୋଇଥାଏ ଶିବଲିଙ୍ଗର ରଙ୍ଗ ପରିବର୍ତ୍ତନ

ଶ୍ରାବଣ ମାସରେ ଭଗବାନ ଶିବଙ୍କ ପୂଜା କରିବାର ବହୁତ ମହତ୍ତ୍ୱ ରହିଛି। ସାରା ଦେଶରେ ଅନେକ ଶିବ ମନ୍ଦିର ଅଛି। ଏହି ମନ୍ଦିରଗୁଡ଼ିକ ମଧ୍ୟରୁ ଅନେକକୁ ଚମତ୍କାର…

ବୁମ୍‌ରାଙ୍କୁ ବର୍ଷେ ଯାଏ ବିଦା କରିଦିଅ….ପୂର୍ବତନ କ୍ରିକେଟର୍‌ଙ୍କ ଆଶ୍ଚର୍ଯ୍ୟଜନକ ମନ୍ତବ୍ୟ

ନୂଆଦିଲ୍ଲୀ,୬।୮: ଭାରତୀୟ ପେସ୍‌ ବୋଲର୍‌ ଜସପ୍ରିତ ବୁମରା ନିଜ ବୋଲିଂ ଆକ୍ସନକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ବୁମରା ଆଣ୍ଠୁ ଆଘାତ ସହିତ ସଂଘର୍ଷ କରୁଛନ୍ତି। ଫଳରେ…

ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ସରକାର ଅନୁଧ୍ୟାନ କରି….

ଭୁବନେଶ୍ୱର,୬।୮: ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି । ଏନେଇ ସରକାର ଅନୁଧ୍ୟାନ କରିବେ ବୋଲି କହିଛନ୍ତି ।…

ମା’ଙ୍କ ପାଇଁ ଔଷଧ ଆଣିବାକୁ ଯାଇ ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ୨୪ ଘଣ୍ଟା ପରେ…

ଆଳି,୬ା୮(ବନମାଳୀ ସେନାପତି): ମା’ଙ୍କ ଔଷଧ ପାଇଁ ସିଂହପୁର ଯିବା ସମୟରେ ମାନପୁର ଘୋଷରାରେ ପ୍ରବାହିତ ବନ୍ୟା ସ୍ରୋତରେ ଜଣେ ଯୁବକ ମଙ୍ଗଳବାର ସନ୍ଧ୍ୟାରେ ଭାସି ଯାଇଥିଲେ। ବୁଧବାର…

ଶ୍ରାବଣରେ ବିରଳ ମହାସଂଯୋଗ! ୧୮ ବର୍ଷ ପରେ ଲାଗିବ ସୂର୍ଯ୍ୟଗ୍ରହଣ-ଚନ୍ଦ୍ରଗ୍ରହଣ, ଜାଣନ୍ତୁ କ’ଣ କରିବେ ନ କରିବେ…

ଚଳିତ ବର୍ଷ ଶ୍ରାବଣ ମାସର ଅମାବାସ୍ୟା ଓ ପୂର୍ଣ୍ଣିମାରେ ଗ୍ରହଣ ପଡ଼ିବ। ପ୍ରାୟ ୧୮ ବର୍ଷ ପରେ ଏଭଳି ଏକ ବିରଳ ସଂଯୋଗ ସୃଷ୍ଟି ହେଉଛି, ଯେତେବେଳେ…

୧୬ ବର୍ଷ ପରେ ଭଞ୍ଜନଗର କେଭି ପାଳିଲା ପ୍ରତିଷ୍ଠା ଦିବସ, ବିଧାୟକ କହିଲେ ଆତ୍ମନିର୍ଭର ଭାରତର ସ୍ବପ୍ନ…

ଭଞ୍ଜନଗର,୬ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ସ୍ଥାପନାର ୧୬ ବର୍ଷ ପରେ ଗୁରୁବାର ପ୍ରଥମ ଥର ପାଇଁ ପ୍ରତିଷ୍ଠା ଦିବସ ଧୂମ୍‌ଧାମରେ ପାଳନ କରିଛି।…

ଅବସର ପରେ ରାହାଣେଙ୍କ ବଡ଼ ବୟାନ, ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୬।୮: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ଭାରତ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ସବୁଠାରୁ କନିଷ୍ଠ ଖେଳାଳି। ସେ ସେହି ଚୟନିତ କ୍ରିକେଟରଙ୍କ ମଧ୍ୟରୁ…

ନୀଳାଚଳଙ୍କ ନିବେଦନ ପରେ ସରପଞ୍ଚଙ୍କ ତତ୍ପରତା, ଖୁବଶୀଘ୍ର ମିଳିବ…

ଗଞ୍ଜାମ,୬ା୮ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ୍ ମଲାଡ ପଞ୍ଚାୟତ ଅନ୍ତର୍ଗତ ଲୁଙ୍ଗୁରୀ ଗ୍ରାମର ନୀଳାଞ୍ଚଳ ରାସ୍ତା କଡ଼ରେ ଗୋଟିଏ ନଡ଼ିଆ ବାହୁଙ୍ଗା ଓ ଜରି ପାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri