ସିବିଆଇ ଜାଲରେ ଡାକ ବିଭାଗର ଆସିଷ୍ଟାଣ୍ଟ ଇଞ୍ଜିନିୟର

ଭୁବନେଶ୍ୱର,୧୫।୪ (ବ୍ୟୁରୋ): ଲାଞ୍ଚ ନେଇ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (ସିବିଆଇ) ହାତରେ ଧରାପଡିଛନ୍ତି ଡାକ ବିଭାଗର ଜଣେ ଆସିଷ୍ଟାଣ୍ଟ୍‌ ଇଞ୍ଜିନିୟର। ସେ ହେଲେ ସମ୍ବଲପୁର ଜିଲାରେ କାର୍ଯ୍ୟରତ ପୋଷ୍ଟାଲ ଆସିଷ୍ଟାଣ୍ଟ ଇଞ୍ଜିନିୟର ଶୁଭାଶିଷ ପାଲ। ଶୁକ୍ରବାର ସମ୍ବଲପୁରସ୍ଥିତ ଡାକଘର ଅଧୀକ୍ଷକଙ୍କ କାର୍ଯ୍ୟାଳୟରେ ଦେବେନ୍ଦ୍ର ପୁହାଣ ନାମକ ଜଣେ କଣ୍ଟ୍ରାକ୍ଟରଙ୍କଠାରୁ ଶୁଭାଶିଷ ୩୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ସିବିଆଇର ୪ ଜଣିଆ ଟିମ୍‌ ହାତରେ ଧରାପଡିଥିଲେ। ଏସଂକ୍ରାନ୍ତରେ ସିବିଆଇ ପକ୍ଷରୁ କୌଣସି ସୂଚନା ଦିଆଯାଇ ନ ଥିଲେ ମଧ୍ୟ ଡାକ ବିଭାଗରେ ଚାକିରି ଦେବା ପାଇଁ ଶୁଭାଶିଷ ଏହି ଲାଞ୍ଚ ନେଉଥିବା ସୂଚନା ମିଳିଛି। ତେବେ ମାମଲା ସଂକ୍ରାନ୍ତରେ ଶନିବାର କିମ୍ବା ରବିବାର ସିବିଆଇ ପକ୍ଷରୁ ବିଧିବଦ୍ଧ ଭାବେ ସୂଚନା ଦିଆଯିବ ବୋଲି କୁହାଯାଉଛି। ଅନ୍ୟପକ୍ଷରେ ଜାଲ ଦସ୍ତାବିଜରେ ଚାକିରି ଦେବା ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଥିବାବେଳେ ସିବିଆଇର ଏଭଳି କାର୍ଯ୍ୟାନୁଷ୍ଠାନକୁ ନେଇ ଚର୍ଚ୍ଚା ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସହ…

ଧାମନଗର,୮ା୭(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନରେ ଖୋଲାଖୋଲି ଚାଲୁଛି ବେଆଇନ କରତକଳ। ଏହି ବେଆଇନ କରତକଳଗୁଡିକୁ ଧରିବା ପାଇଁ କାର୍ଯ୍ୟରତ ରେଞ୍ଜର ବବୁଲ ମଲିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri