ଭିଜିଲାନ୍ସ ଜାଲରେ ସହକାରୀ ଅଗ୍ନିଶମ ଅଧିକାରୀ

ବରଗଡ଼ ଅଫିସ,୧୦ା୯: ଅଗ୍ନିଶମ ବିଭାଗରେ କାର୍ଯ୍ୟରତ ସହକାରୀ ଅଗ୍ନିଶମ ଅଧିକାରୀ ପ୍ରଶାନ୍ତ କୁମାର ମହାପାତ୍ର ଗୁରୁବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଭେଡେନ ବ୍ଲକ ଅନ୍ତର୍ଗତ ପପଙ୍ଗା ଗ୍ରାମର ହୃଷୀକେଶ ପ୍ରଧାନଙ୍କଠାରୁ ପେଟ୍ରୋଲ ପମ୍ପ ପାଇଁ ଫାୟାର୍‌ ସେଫ୍ଟି ସାର୍ଟିଫିକେଟ ଇସ୍ୟୁ ପାଇଁ ୧୨୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଚଢ଼ାଉ ଜାରି ରହିଛି। ବରଗଡ଼ ଭିଜିଲାନ୍ସ ଡିଏସ୍‌ପି ପରମେଶ୍ବର କିଶାନଙ୍କ ନେତୃତ୍ୱରେ ଏକ ଭିଜିଲାନ୍ସ ଟିମ୍‌ ଏହି ଚଢ଼ାଉରେ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋକଉପାସରେ ଦିନ କାଟୁଛନ୍ତି ଅସହାୟ ମହିଳା

ବନ୍ତ,୧୦।୫(ଡି.ଏନ୍‌.ଏ.)-କରୋନା ସଂକ୍ରମଣକୁ ରୋକିବା ଲାଗି ସମଗ୍ର ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏନେଇ ବହୁ ଲୋକ ଅସହାୟ ହୋଇପଡ଼ିଛନ୍ତି। ଦିନକୁ ଦୁଇ ଓଳି ଖାଇବାକୁ ପାଉ...

୨୦ ବର୍ଷରେ ବୁଟୁ-ଲକ୍ଷ୍ମୀଧର ଯୋଡ଼ିଚା’ ଦୋକାନ ଦେଇଛି ସାହାରା :ଏକାଠି ଭଡା ଘର ନେଇ ସପରିବାର ରହୁଛନ୍ତି

କେନ୍ଦୁଝର, ୧୬ା୭ (ସ୍ବ.ପ୍ର.)- ସେମାନେ ଥିଲେ ପରସ୍ପର ଅପରିଚିତ। ଗ୍ରାମ ଅଲଗା ା କାମ ବି ଅଲଗା । ପରିସ୍ଥିତି ସେମାନଙ୍କୁ ଏକାଠି କଲା। ଆଜିକୁ...

ବର୍ଷାକୁ ଚାହିଁ ବସିଛନ୍ତି ଚାଷୀ

ଭଣ୍ଡାରିପୋଖରୀ, ୨୧।୭ (ଡି.ଏନ.ଏ.) – ଚଳିତବର୍ଷ ଚାଷକୁ ନେଇ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି ଚାଷୀ। ମୌସୁମୀ ବର୍ଷା ଚାଷୀମାନଙ୍କୁ ନିରାଶ କରିଛି। ଆଷାଢ଼ ସରି ଶ୍ରାବଣ ମାସ...

କାଳିଆ ଟଙ୍କା ମିଳିବ କହି ଠକେଇ

ଦିଗପହଣ୍ଡି,୬ା୧୨(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ କୈଠଡା ପଞ୍ଚାୟତରେ ଜଣେ ମହିଳାଙ୍କୁ କାଳିଆ ଟଙ୍କା ମିଳିବ କହି ଦୁର୍ବୃତ୍ତ ଟଙ୍କା ଓ ସୁନା ଗହଣା ଠକି ନେଇଛନ୍ତି। ଠକେଇର...

ହାତୀ ଆକ୍ରମଣରେ ବୃଦ୍ଧ ମୃତ

ତାଳଚେର,୨୨।୬(ନି.ପ୍ର.) – ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଥାନା ସୁଲେଇପାଳ ଗ୍ରାମର ସୁଧାକର ମହାନ୍ତି(୭୦)ଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ହୋଇଛି। ଗୁରୁବାରଠାରୁ ସେ ନିଖୋଜ...

ପାଖେଇ ଆସିଲାଣି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା, ରାପିଡ୍‌ ଆକ୍ସନ ଫୋର୍ସର ମକ୍‌ଡ୍ରିଲ୍‌

ପୁରୀ ଅଫିସ,୮ା୬: ଆଉ ଦିନ କେତେଟା ପରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ରଥଖଳାରେ ଜୋର୍‌ସୋର୍‌ରେ ଆଗେଇ ଚାଲିଛି କାମ। ଆସନ୍ତା ୧୪ ତାରିଖରେ ସ୍ନାନ...

ତଦନ୍ତ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ

ହାଟଡ଼ିହୀ,୧୭ା୩(ଡିି.ଏନ.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ଶଢା ପଞ୍ଚାୟତ ସରପଞ୍ଚ ପଦବୀ ଲାଗି ହୋଇଥିବା ନିର୍ବାଚନରେ ଭୋଟ ଗଣତିକୁ ନେଇ ବିବାଦ ଦେଖାଦେଇଛି। ଏନେଇ ପରାଜିତ...

୫୦ ହଜାର ଦେଲା ବସ୍‌ ମାଲିକ ସଂଘ

ତାଳଚେର, ୨୮ା୪(ନି.ପ୍ର.) କରୋନା ମୁକାବିଲା ପାଇଁ ତାଳଚେର ବସ୍‌ ମାଲିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫୦ ହଜାର ଟଙ୍କା ପ୍ରଦାନ କରାଯାଇଛି। ସଂଘ...

Advertisement
Archives

Model This Week