ସହକାରୀ ବନ ସଂରକ୍ଷକ ସୌମ୍ୟଙ୍କ ମୃତ୍ୟୁ ଘଟଣା: ଖଇରାରେ ପାରଳାଖେମୁଣ୍ଡି ପୋଲିସ ଟିମ୍‌

ଖଇରା,୧୯ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡିରେ କାର୍ଯ୍ୟରତ ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ର(୩୧)ଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାକୁ ୬ଦିନ ପୂରିଛି। ଅଧିକ ତଦନ୍ତ ପାଇଁ ଡିଆଜି ସତ୍ୟବ୍ରତ ଭୋଇ ଓ ଗଜପତି ଏସ୍‌ପି ତପନ କୁମାର ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ପାରଳାଖେମୁଣ୍ଡି ଆଇଆଇସି ବିବେକାନନ୍ଦ ସ୍ବାଇଁଙ୍କ ନେତୃତ୍ୱରେ ଏକ ୫ଜଣିଆ ଟିମ୍‌ ମୃତ ସୌମ୍ୟଙ୍କ ଜନ୍ମିତ ଗ୍ରାମ ଖଇରା ଥାନା ଅଧୀନ ବେଗୁନିଆ ଗ୍ରାମରେ ପହଞ୍ଚିଛନ୍ତି। ଉକ୍ତ ଟିମ୍‌ ପ୍ରଥମେ ଖଇରା ଥାନାକୁ ଯାଇ ଖଇରା ପୋଲିସ ସହାୟତାରେ ବେଗୁନିଆ ଗ୍ରାମକୁ ଯାଇ ସୌମ୍ୟଙ୍କ ମା’ ତୁଳସୀ ମହାପାତ୍ର ଓ ମାଇଁ ଉର୍ମିଳା ପଣ୍ଡାଙ୍କୁ ପଚରାଉଚରା କରିଛନ୍ତି। ବିଶେଷକରି ମୃତ୍ୟୁ ପୂର୍ବରୁ ସୌମ୍ୟ ମା ଓ ମାଇଁଙ୍କ ସହ ଫୋନରେ କରିଥିବା କଥାବାର୍ତ୍ତା  ସମ୍ପର୍କରେ ପଚାରି ବୁଝିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri