ଖଇରା,୧୯ା୭(ଡି.ଏନ୍.ଏ.): ଗଜପତି ଜିଲା ପାରଳାଖେମୁଣ୍ଡିରେ କାର୍ଯ୍ୟରତ ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ର(୩୧)ଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାକୁ ୬ଦିନ ପୂରିଛି। ଅଧିକ ତଦନ୍ତ ପାଇଁ ଡିଆଜି ସତ୍ୟବ୍ରତ ଭୋଇ ଓ ଗଜପତି ଏସ୍ପି ତପନ କୁମାର ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ପାରଳାଖେମୁଣ୍ଡି ଆଇଆଇସି ବିବେକାନନ୍ଦ ସ୍ବାଇଁଙ୍କ ନେତୃତ୍ୱରେ ଏକ ୫ଜଣିଆ ଟିମ୍ ମୃତ ସୌମ୍ୟଙ୍କ ଜନ୍ମିତ ଗ୍ରାମ ଖଇରା ଥାନା ଅଧୀନ ବେଗୁନିଆ ଗ୍ରାମରେ ପହଞ୍ଚିଛନ୍ତି। ଉକ୍ତ ଟିମ୍ ପ୍ରଥମେ ଖଇରା ଥାନାକୁ ଯାଇ ଖଇରା ପୋଲିସ ସହାୟତାରେ ବେଗୁନିଆ ଗ୍ରାମକୁ ଯାଇ ସୌମ୍ୟଙ୍କ ମା’ ତୁଳସୀ ମହାପାତ୍ର ଓ ମାଇଁ ଉର୍ମିଳା ପଣ୍ଡାଙ୍କୁ ପଚରାଉଚରା କରିଛନ୍ତି। ବିଶେଷକରି ମୃତ୍ୟୁ ପୂର୍ବରୁ ସୌମ୍ୟ ମା ଓ ମାଇଁଙ୍କ ସହ ଫୋନରେ କରିଥିବା କଥାବାର୍ତ୍ତା ସମ୍ପର୍କରେ ପଚାରି ବୁଝିଛନ୍ତି।
ସହକାରୀ ବନ ସଂରକ୍ଷକ ସୌମ୍ୟଙ୍କ ମୃତ୍ୟୁ ଘଟଣା: ଖଇରାରେ ପାରଳାଖେମୁଣ୍ଡି ପୋଲିସ ଟିମ୍
Posted inHome, Home Left, ଆମ ଜିଲା ଖବର, ବାଲେଶ୍ୱର View All
ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼
ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…
ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର
ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…
ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ
ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…
ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…
ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…
ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍ ହେବା ସମୟରେ ଘଟିଲା…
ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…
ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ
ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…
ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ
ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…
୩୬ ଦିନ ଜେଲରୁ ରହିବା ପରେ ଦମ୍ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…
ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

