ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ନିଲମ୍ବିତ ହେଲେ ସହକାରୀ ପ୍ରଫେସର

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ବବିଦ୍ୟାଳୟର ଏମ୍‌ବିଏ ବିଭାଗର ଗବେଷଣାରତ ଜଣେ ପିଏଚ୍‌ଡି ଛାତ୍ରୀଙ୍କୁ ତାଙ୍କ ଗାଇଡ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଛାତ୍ରୀଙ୍କ ଅଭିଯୋଗ ଆଧାରରେ ବିଶ୍ବବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟି(ଆଇସିସି) ଏହି ଘଟଣାର ତଦନ୍ତ କରି ରିପୋର୍ଟ ଦାଖଲ କରିଥିଲା। ଉକ୍ତ ରିପୋର୍ଟ ଆଧାରରେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ସମ୍ପୃକ୍ତ ଗାଇଡ ତଥା ସହକାରୀ ପ୍ରଫେସର ଡ. ସରୋଜ ସାହୁଙ୍କୁ ତାଙ୍କ କାର୍ଯ୍ୟାଳୟରୁ ନିଲମ୍ବିତ କରାଯାଇଛି। ଉକ୍ତ ନିଲମ୍ବନ ଆଦେଶ ଅନୁସାରେ ତାଙ୍କୁ ଶୈକ୍ଷିକ ଓ ପ୍ରଶାସନିକ ଦାୟିତ୍ୱରୁ ମୁକ୍ତ କରାଯାଇଛି। ନିଲମ୍ବନ ଅବଧି ମଧ୍ୟରେ ସେ ଅନ୍ୟ କୌଣସି ଅନୁଷ୍ଠାନ ସହ ଜଡ଼ିତ ହୋଇ ପାରିବେ ନାହିଁ। ଏହି ସମୟ ମଧ୍ୟରେ ସେ ବିଶ୍ୱବିଦ୍ୟାଳୟର ପ୍ରଶାସନିକ କୋଠା ବା ସ୍ନାତକୋତ୍ତର ବିଭାଗର କୌଣସି ବିଭାଗକୁ ଯାଇପାରିବେ ନାହିଁ। ଏପରିକି ପ୍ରାକ ଅନୁମତି ବିନା କେନ୍ଦ୍ରୀୟ ପାଠାଗାରକୁ ମଧ୍ୟ ଯାଇପାରିବେ ନାହିଁ। ଏପରିକି କର୍ତ୍ତୃପକ୍ଷଙ୍କ କୌଣସି ପ୍ରାକ ଅନୁମତି ବିନା ମୁଖ୍ୟାଳୟରେ ଅନୁପସ୍ଥିତ ରହିପାରିବେ ନାହିଁ ବୋଲି ନିର୍ଦ୍ଦେଶ ଜାରି କରାଯାଇଛି। ତେବେ ନିଲମ୍ବନ ଅବଧି ମଧ୍ୟରେ ତାଙ୍କୁ ସ୍ନାତକୋତ୍ତର ପରିଷଦ କାର୍ଯ୍ୟାଳୟରେ ତାଙ୍କ କାର୍ଯ୍ୟକୁ ସୀମିତ ରଖାଯାଇଥିବା ତାଙ୍କ ନିଲମ୍ବନ ଆଦେଶରେ ଉଲ୍ଲେଖ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଇରାନ ଆଗରେ ୨ଟି ବଡ଼ ସର୍ତ୍ତ ରଖିଲା ଆମେରିକା, ଜାଣନ୍ତୁ କ’ଣ…

ଓ୍ବାଶିଂଟନ୍‌,୧୫।୪: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସପ୍ତାହରେ ଆମେରିକା…

ଆସୁଛି ଏଲ୍‌ ନିନୋ

ଆମେରିକାର ଜାତୀୟ ସାମୁଦ୍ରିକ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (ନ୍ୟାଶନାଲ ଓସେନିକ ଆଣ୍ଡ୍‌ ଆଟ୍‌ମୋସ୍ପିୟରିକ ଆଡ୍‌ମିନିଷ୍ଟ୍ରେଶନ ବା ”ନୋ ଆ (NO AA)“ ଦ୍ୱାରା ପରିଚାଳିତ ଜଳବାୟୁ ଆଗତ…

ବିଦ୍ୟାଳୟ ଶିକ୍ଷାରେ ଡ୍ରପ୍‌ଆଉଟ୍‌ ସମସ୍ୟା

ନିକଟରେ ଅନେକ ଦୈନିକ ଓଡ଼ିଆ ସମ୍ବାଦପତ୍ରରେ ଆଦିବାସୀ ଅଧ୍ୟୁଷିତ ଜିଲାଗୁଡ଼ିକରେ ଅଧାରୁ ପାଠ ଛାଡ଼ୁଥିବା ଶିଶୁଙ୍କ ସଂଖ୍ୟା ଉଦ୍‌ବେଗଜନକ ବୋଲି ପ୍ରକାଶ ପାଇଛି। ପ୍ରଶାସନିକ ସ୍ତରରେ ମଧ୍ୟ…

ଏକା ହୋଇଗଲା ଆମେରିକା, ଟ୍ରମ୍ପଙ୍କ ହାତ ଛାଡିଦେଲେ ଏହି ସବୁ ନିକଟତମ ବନ୍ଧୁ ଦେଶ

ଓ୍ବାଶିଂଟନ୍‌,୧୫।୪: ଇରାନ ସହିତ ଯୁଦ୍ଧରେ ଗଭୀର ଭାବରେ ଜଡିତ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ଏହି ଆଘାତ ତାଙ୍କ ନିଜ…

ଚାଇନାକୁ ଲାଗିବ ବଡ଼ ଝଟ୍‌କା: ଜୀବନରେଖା ଶେଷ କରିଦେବେ ଟ୍ରମ୍ପ! ଆମେରିକାର ସାଥ୍‌ ଦେବ ଭାରତ

ଓ୍ବାଶିଂଟନ୍‌,୧୫।୪: ମଧ୍ୟପ୍ରାଚ୍ୟରେ ହର୍ମୁଜ ପ୍ରଣାଳୀକୁ ନେଇ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଏକ ନୂତନ ପ୍ରସଙ୍ଗ ଉଭା ହୋଇଛି ଯାହା ବିଶ୍ୱ ଦୃଷ୍ଟି ଆକର୍ଷଣ କରିଛି। ଆମେରିକା ଇରାନ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

ବିବାହ ପ୍ରତିଶ୍ରୁତି ଦେଇ ଛାତ୍ରୀଙ୍କ ସହ ଶାରୀରୀକ ସମ୍ପର୍କ ରଖୁଥିଲେ କଲେଜର ଅଧ୍ୟାପକ, ବିବାହ ପାଇଁ କହିବାରୁ…

ଦେବଗଡ,୧୫।୪(ଶଶାଙ୍କ ଶେଖର ଝାଙ୍କର): ବିବାହ ପ୍ରଲୋଭନ ଦେଖାଇ ଜଣେ ଛାତ୍ରୀଙ୍କ ସହିତ ଶାରୀରୀକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା ଅଭିଯୋଗରେ ଏକ କଲେଜର ଜଣେ ଅଧ୍ୟାପକ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri