ପଞ୍ଚଭୂତରେ ବିଲୀନ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର

ଭୁବନେଶ୍ୱର,୧୮।୪(ବ୍ୟୁରୋ): ପଞ୍ଚଭୂତରେ ବିଲୀନ ହେଲେ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର। ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବଡ଼ ପୁଅ ମହାଦୀପ କର ମୁଖାଗ୍ନି ଦେଇଥିଲେ । ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ତରଫରୁ ମନ୍ତ୍ରୀ ପ୍ରତାପ ଜେନା ଓ ସମୀର ରଞ୍ଜନ ଦାଶ ଏବଂ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ପ୍ରମୁଖ ଉପସ୍ଥିତ ଥଲେ । ଏହା ସହିତ ଅନେକ କଳାକାର ଓ ଆତ୍ମୀୟସ୍ବଜନଙ୍କ ଉପସ୍ଥିତିରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି।
ରବିବାର ରାତିରେ ୮୩ ବର୍ଷ ବୟସରେ ସେ ପରପାରିକୁ ଚାଲିଗଲେ। ପ୍ରଫୁଲ୍ଲଙ୍କ ବିୟୋଗ ସଙ୍ଗୀତ ଜଗତରେ ଅପୂରଣୀୟ କ୍ଷତି ସୃଷ୍ଟି କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାଦ୍‌ ପଡ଼ିବ ୩ ହଜାର ଏଫ୍‌ପିଏସ୍‌ କାଉଣ୍ଟର

ଭୁବନେଶ୍ୱର,୩ା୭(ବ୍ୟୁରୋ): ଶ୍ରମିକମାନେ କାମଧନ୍ଦା ପାଇଁ ଅନ୍ୟ ରାଜ୍ୟକୁ ଚାଲିଯାଉଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ସେହି ଲୋକମାନେ କିପରି ଅନ୍ୟ ରାଜ୍ୟରେ ନିଜର ରାଶନ ପାଇପାରିବେ...

ଆରମ୍ଭ ହେଲା ଅନ୍‌ଲାଇନ୍‌ ବିଲ୍‌ଡିଂ ପ୍ଲାନ୍‌ ଅନୁମୋଦନ ବ୍ୟବସ୍ଥା

ଭୁବନେଶ୍ୱର,୧୩।୨(ବ୍ୟୁରୋ): ଅନ୍‌ଲାଇନ ବିଲ୍ଡିଂ ପ୍ଲାନ୍‌ ଅନୁମୋଦନ ବ୍ୟବସ୍ଥା(ଓବିପିଏଏସ୍‌)କୁ ଗୃହ ଏବଂ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଶୁକ୍ରବାର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ସହରାଞ୍ଚଳରେ ବସବାସ...

ଯୌତୁକ ପାଇଁ ବଧୂହତ୍ୟା ଅଭିଯୋଗ: ସ୍ବାମୀ ଗିରଫ

ଧାମନଗର, ୧।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ଥାନା ଅଧୀନ ବିରିଗଡିଆ ଗ୍ରାମର ବିମଳା ଘଡ଼ାଇ ନାମ୍ନୀ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ...

ମାସକ ଭିତରେ ୩ ଗୁଳିକାଣ୍ଡ: ବସ୍‌ ମାଲିକଙ୍କୁ ଗୁଳିମାଡ଼ ପରେ ଗୋଡ଼ାଇ ହାଣିଲେ

ଭୁବନେଶ୍ୱର,୯।୩(ବ୍ୟୁରୋ): କମିଶନରେଟ ପୋଲିସ ଚାହିଁ ରହିଛି, ହେଲେ ରାଜଧାନୀରେ ତୁହାକୁ ତୁହା ଗୁଳି ଫୁଟୁଛି। ଅପରାଧିମାନେ ଦିନଦ୍ୱିପ୍ରହରରେ ସଂଘବଦ୍ଧ ଭାବେ ଅପରାଧ ଘଟାଉଥିଲେ ମଧ୍ୟ ପୋଲିସ...

ଏକ୍‌ମୋ ସପୋର୍ଟରେ ୧୦ରୁ ପ୍ରାୟ ୪ ଜଣ ବଞ୍ଚିଯାଇପାରନ୍ତି

ଭୁବନେଶ୍ୱର, ୧୭ା୬ (ବ୍ୟୁରୋ): କୋଭିଡ୍‌ ରୋଗୀଙ୍କ ପାଇଁ ଏବେ ଜୀବନ ରକ୍ଷକ ସାଜିଛି ଏକ୍‌ମୋ ମେଶିନ। କିନ୍ତୁ ରାଜ୍ୟରେ ଏହି ମେଶିନର ଅଭାବ ଥିବାରୁ ବହୁ...

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍‌

ଭୁବନେଶ୍ବର,୧।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ...

ଧୋଇଗଲା ଡାଇଭର୍ସନ ଓ୍ବେ: ୫୯ ନଂ. ଏନ୍‌ଏଚ୍‌ରେ ଯାନବାହନ ଚଳାଚଳ ଠପ୍‌

ତୁମୁଡ଼ିବନ୍ଧ,୨୭।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧରେ ଲଗାଣ ବର୍ଷା ଯୋଗୁ ଗୋପାଳପୁରରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ. ଜାତୀୟ ରାଜପଥ (ଏନ୍‌ଏଚ୍‌)ର ମୁଣ୍ଡିଗଡ଼ ଓ ମଣ୍ଡଳପଦରଠାରେ...

ଭୁବନେଶ୍ୱରରୁ ବଢ଼ିବ ଘରୋଇ ବିମାନ ସେବା, ବଦଳିଲା ଏୟାର ଏସିଆ ସମୟ

ଭୁବନେଶ୍ୱର,୪।୧୦(ବ୍ୟୁରୋ): ଆସନ୍ତା ୨୮ ତାରିଖରୁ ଭୁବନେଶ୍ୱରରୁ ବାଙ୍ଗାଲୋରକୁ ଦୁଇଟି ଏୟାର ଏସିଆ ବିମାନ ଉଡିବ। ସେହିଭଳି ହ୍ରାଇଦ୍ରାବାଦ ଏବଂ କୋଲକାତାକୁ ଗୋଟିଏ ଲେଖାଏ ନୂଆ ବିମାନ...

Advertisement
Archives

Model This Week