ବାସନ୍ତୀ ଦୁର୍ଗାଙ୍କ ଅଷ୍ଟମୀ ପୂଜା

ଅନୁଗୋଳ ଅଫିସ୍‌, ୧୦ା୪ – ଅନୁଗୋଳ ଅମଲପଡ଼ାସ୍ଥିତ ମା’ ବାସନ୍ତୀ ଦୁର୍ଗାଙ୍କ ଅଶୋକାଷ୍ଟମୀ ପୂଜା ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅପରାହ୍ନରେ ହୋମଯଜ୍ଞ ପରେ ସନ୍ଧ୍ୟାରେ ଆଳତି ହୋଇଥିଲା। ଶ୍ରଦ୍ଧାଳୁଙ୍କ ନିମନ୍ତେ ପ୍ରସାଦସେବନ ବ୍ୟବସ୍ଥା କରାଯାଇଥିଲା। ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ଆଠମଲ୍ଲିକ ବିଧାୟକ ରମେଶ ସାଏ, ନିଖିଳ ଉତ୍କଳ ଆଇନଜୀବୀ ସଂଘ ସଭାପତି ଜ୍ଞାନ ମହାନ୍ତି, ରାଜ୍ୟ ଆଇନଜୀବୀ ପରିଷଦର ପୂର୍ବତନ ସଦସ୍ୟ ସିତାଂଶୁ ମୋହନ ଦ୍ୱିବେଦୀ, ଭାଜପା ନେତା ପ୍ରତାପ ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ। ରବିବାର ନବାକୁମାରୀ ପୂଜା ଉପଲକ୍ଷେ ସାରେ ଦାଣ୍ଡିଆ ନୃତ୍ୟ ପରିବେଷଣ ହେବ ବୋଲି କମିଟି ସଭାପତି ଶକ୍ତି ପ୍ରସାଦ ପଟ୍ଟନାୟକ, ଉପଦେଷ୍ଟା ପ୍ରଦୀପ ଦେବତା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ଜିଲାପାଳ: ବଦଳିଲେ ସୁନାବେଢା ସିଡିପିଓ

କୋରାପୁଟ ୩l୯(ଅମିତାଭ ବେହେରା): ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ଖରାପ ବ୍ୟବହାର କରିଥିବା ଅଭିଯୋଗରେ ସୁନାବେଢା ସିଡିପିଓ ନଳିନୀ ବେହେରାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ସିଡିପିଓ ନଳିନୀଙ୍କୁ ଜୟପୁର ଉପଜିଲାପାଳଙ୍କ…

ଇନ୍ଦ୍ରାବତୀ ଡ୍ୟାମରେ ବଢୁଛି ଜଳସ୍ତର୍‌: ଟ୍ରାଏଲ୍‌ ରନ୍‌ରେ ଖୋଲାଗଲା ୪ ନଂ ଗେଟ୍‌

ନବରଙ୍ଗପୁର, ୩।୯(ସଦାଶିବ ପ୍ରହରାଜ): ଇନ୍ଦ୍ରାବତୀ ଜଳଭଣ୍ଡାରରେ ବଢୁଛି ଜଳସ୍ତର। ବିପଦ ସଂକେତ ନିକଟତର ହେବା ପରେ ଗେଟ୍‌ ଖୋଲିବାକୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଛି ଡ୍ୟାମ୍‌ କର୍ତ୍ତୃପକ୍ଷ।…

ଲଗାଣ ବର୍ଷାରେ ଭୁଶୁଡ଼ିଲା କଲଭର୍ଟ, ୨ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କୋରୁକୋଣ୍ଡା, ୩।୯ (ଅଶୋକ କୁମାର ପରିଡା): ଲଗାଣ ବର୍ଷାରେ ମାଟି ଧସି କଲଭର୍ଟ ଭୁଶୁଡି ପଡ଼ିବାରୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ ଅନ୍ତର୍ଗତ ଏମ୍‌ଭି-୫୧…

ପୁଣି ଦାଦନ ଦୁଖଃ: ଚିକିତ୍ସା ସେବା ନ ପାଇ ଚାଲିଗଲା ଜୀବନ

ଧର୍ମଗଡ଼, ୩ା୯ (ଘାଷିରାମ ଜଗତ): ଅର୍ଥାଭାବରୁ ଚିକିତ୍ସାସେବା ନ ପାଇ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିବା ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଡାକ୍ତର ଅଭାବ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଛତ୍ରପୁର,୩ା୯(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ରୋଗ ପରୀକ୍ଷଣ, ଚକ୍ଷୁ, ପ୍ରସୂତୀ, ଶିଶୁରୋଗ,…

ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ସରପଞ୍ଚ ତପନ କୁମାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତଙ୍କୁ କେ.ନୂଆଗାଁ ଥାନା ପୋଲିସ…

ଶୋଇଥିବାବେଳେ ମହିଳାଙ୍କୁ ଚୋଟ ମାରିଲା ସାପ, ଚାଲିଗଲା ଜୀବନ

କୂଆଁରମୁଣ୍ଡା,୩ା୯(ମହେନ୍ଦ୍ର କୁମାର ସାହୁ): ବିଷାକ୍ତ ସାପ କାମୁଡ଼ିବା ପରେ ପ୍ରଥମେ ଝଡ଼ା ଫୁଙ୍କା ଓ ପରେ ନକଲି ଡାକ୍ତରଙ୍କ ନିକଟକୁ ଯାଇ ପରିସ୍ଥିତି ସଙ୍କଟାପନ୍ନ ହେବାରୁ ଶେଷରେ…

ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କୁ ଲାପଟପ ବଣ୍ଟନ: ଶିକ୍ଷାକୁ ସହଜ କରିବାକୁ ଉଦ୍ୟମ

କର୍ଲାମୁଣ୍ଡା,୩।୯(ପ୍ରଦୀପ କୁମାର ସାହୁ):ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କ ଶିକ୍ଷାକୁ ସହଜ ଓ ଡିଜିଟାଲ ମାଧ୍ୟମରେ ଆହୁରି ସୁଗମ କରିବା ଉଦ୍ଦେଶ୍ୟରେ ଜିଲାପାଳଙ୍କ ପକ୍ଷରୁ ଲାପଟପ ବଣ୍ଟନ କରାଯାଇଛି। ଜିଲାପାଳଙ୍କ ଆବାସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri