Posted inଜାତୀୟ

ପୃଥିବୀକୁ ମାଡ଼ିଆସୁଛି ଷ୍ଟାଡିୟମ ଆକୃତିର ଗ୍ରହାଣୁପିଣ୍ଡ

ନୂଆଦିଲ୍ଲୀ,୨୧।୭: ଷ୍ଟାଡିୟମ ଆକୃତିର ଏକ ବିଶାଳ ଗ୍ରହାଣୁପିଣ୍ଡ ଆସନ୍ତା ୨୪ ତାରିଖରେ ପୃଥିବୀ ନିକଟ ଦେଇ ଦ୍ରୁତ ବେଗରେ ଅତିକ୍ରମ କରିବ। ୨୦୦୮ଜି୦୨୦ ନାମକ ଏହି ଗ୍ରହାଣୁ ପୁଞ୍ଜର ଓସାର ୨୦ ମିଟର। ଏହା ସେକେଣ୍ଡ ପ୍ରତି ୮ କିଲୋମିଟରରୁ ଊର୍ଦ୍ଧ୍ୱ ବେଗରେ ଗତି କରିବାକୁ ଥିବାରୁ ନାସା ଏହାକୁ ବିପଜ୍ଜନକ ଗ୍ରହାଣୁପୁଞ୍ଜ ବର୍ଗରେ ସ୍ଥାନ ଦେଇଛି । ଏହା ଉପରେ କ୍ରମାଗତ ନଜର ରଖିଛି ନାସା।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ କରୋନା ମୃତ୍ୟୁ ସଂଖ୍ୟା ୧ହଜାର ମୁହାଁ

ନୂଆଦିଲ୍ଲୀ,୧୫।୮: ଦେଶରେ କରୋନା ସ୍ଥିତି ବେଳକୁ ବେଳ ବିଗିଡିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୫,୦୦୨ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ...

ଏୟାର ଲାଇନ୍‌ ମେନ୍ୟୁରୁ ବାଦ୍‌ ପଡ଼ିଲା ଚିକେନ, ଅଣ୍ଡା ଡିଶ୍‌

ନୂଆଦିଲ୍ଲୀ,୧୫।୧: ଦେଶର ବିଭିନ୍ନ ରାଜ୍ୟରେ ବାର୍ଡ ଫ୍ଲୁ ଭୟଙ୍କର ସ୍ଥିତି ମୁହାଁ ହେଉଛି। ଏଭଳି ସ୍ଥିତିକୁ ଦୃଷ୍ଟିରେ ରଖି ଇଣ୍ଡିଗୋ ଓ ଭିଷ୍ଟାରା ଭଳି ଏୟାର...

ପଞ୍ଜାବ-ରାଜସ୍ଥାନରେ ଡ୍ରୋନ୍‌ ଏବଂ କଶ୍ମୀରରେ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଗୋଇନ୍ଦା ରିପୋର୍ଟ

ନୂଆଦିଲ୍ଲୀ,୧୨।୧: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଉତ୍ତେଜନା ଳାଗି ରହିଛି। ଶୀତଦିନେ ଘନ କୁହୁଡ଼ିର ସାହାରା ନେଇ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଦ୍ୱାରା ତାଲିମପ୍ରାପ୍ତ...

ଉଦ୍ଧବ ହୋଇପାରନ୍ତି ମୁଖ୍ୟମନ୍ତ୍ରୀ, ଆଦିତ୍ୟ ଶିକ୍ଷାମନ୍ତ୍ରୀ

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ରରେ ସରକାର ଗଢିବାକୁ ଶିବସେନା ମେଣ୍ଟର ସାହାରା ନେଇଛି। ଏବେ ଏନ୍‌ସିପି ଓ କଂଗ୍ରେସ ସହ ମିଶି ଶିବସେନା ସରକାର ଗଢିବାକୁ ପ୍ରସ୍ତୁତ। ଏହାକୁ...

କୋଭିଡ୍‌ ଚିକିତ୍ସା ଲାଗି ଡେକ୍ସାମିଥାସୋନ୍‌କୁ ଅନୁମତି

ନୂଆଦିଲ୍ଲୀ,୨୮ା୬(ପି.ଟି.): ବହୁଳ ଭାବେ ବ୍ୟବହୃତ ହେଉଥିବା ଅପେକ୍ଷାକୃତ ଶସ୍ତା ଔଷଧ ଷ୍ଟେରଏଡ୍‌ ଡେକ୍ସାମିଥାସୋନ୍‌କୁ କରୋନା ରୋଗୀଙ୍କ ଚିକିତ୍ସା ପାଇଁ ବ୍ୟବହାର କରିବା ନିମନ୍ତେ କେନ୍ଦ୍ର ସ୍ବାସ୍ଥ୍ୟ...

ଗୋଟିଏ ଦିନ ପାଇଁ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ସୃଷ୍ଟି ଗୋସ୍ୱାମୀ!

ହରିଦ୍ୱାର,୨୨ ।୧: ଉତ୍ତରଖଣ୍ଡ ହରିଦ୍ୱାରର ସୃଷ୍ଟି ଗୋସ୍ୱାମୀ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବେ ବୋଲି ଜଣାପଡିଛି । ୨୪ ଜାନୁୟାରୀରେ ସୃଷ୍ଟି ଏହି ଦାୟିତ୍ୱ...

ଶନିବାର ହେବ ପାଶୱାନଙ୍କ ଅନ୍ତିମ ସଂସ୍କାର

ପାଟନା,୯ ।୧୦: କେନ୍ଦ୍ରମନ୍ତ୍ରୀ ତଥା ଏଲ୍‌ଜେପିର ପୂର୍ବତନ ଅଧ୍ୟକ୍ଷ ସ୍ୱର୍ଗତଃ ରାମବିଳାସ ପାଶୱାନଙ୍କ ମର ଶରୀରକୁ ଶୁକ୍ରବାର ପାଟନା ନିଆଯାଇଛି । ସେଠାରେ ତାଙ୍କ ମର...

ପୂର୍ବତନ କେନ୍ଦ୍ରମନ୍ତ୍ରୀ ରଘୁବଂଶ ପ୍ରସାଦ କରୋନାରେ ପୀଡ଼ିତ

ପାଟନା,୧୭।୬: ଚାଇନାର ଉହାନରୁ ଆରମ୍ଭ ହୋଇଥିବା କରୋନା ଭାଇରସ୍‌ ସଂକ୍ରମଣର ପ୍ରକୋପ ଏବେ ଭାରତରେ ଦିନକୁ ଦିନ ଜଟିଳ ହେବାରେ ଲାଗିିଛି। ଏହାର ମୁକାବିଲା ପାଇଁ...

Advertisement


Archives

Model This Week

Why Dharitri